-+91-9937148622 |

prerana_bgr@rediffmail.com |

  Sunday 16th March 2025 |

| | | |

R.N.I. Regd No. ODIODI/2010/46693

Breaking News

ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ    (15-Mar-2025)       ||      ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   (15-Mar-2025)       ||      କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   (15-Mar-2025)       ||      ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   (15-Mar-2025)       ||      ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   (15-Mar-2025)       ||      ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   (15-Mar-2025)       ||      ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   (15-Mar-2025)       ||      ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ    (15-Mar-2025)       ||      ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   (15-Mar-2025)       ||      ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Mar-2025)       ||      ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣଙ୍କ ସହ ନାଚିଲେ ଡାବୁଗାଁ ବିଧାୟକ   (15-Mar-2025)       ||      ଦୁର୍ଗମ ଜଙ୍ଗଲ ଘାଟି ପାହାଡ଼ ଚଢିଲେ ରାଇକିଆ ବିଡ଼ିଓ : ପ୍ରାଥମିକ ସୁବିଧା ସୁଯୋଗ ନିଶ୍ଚୟ ପ୍ରଦାନ କରାଯିବ    (15-Mar-2025)       ||      ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ   (15-Mar-2025)       ||      ରାଜ୍ୟସ୍ତରୀୟ ଦୋଳ ମହୋତ୍ସବ ସପ୍ତମ ଦିନରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ    (15-Mar-2025)       ||      ବୁଢୀ ଜାଗୁଳାଇ ମେଳଣ ପାଳିତ   (15-Mar-2025)       ||      ଆଗଲପୁର ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶିବିର ଆଗାମୀ ସୋମବାର ଅନୁଷ୍ଠିତ ହେବ   (14-Mar-2025)       ||      ପ୍ରାରମ୍ଭ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ଏକ ପ୍ରେରଣା ର ଉତ୍ସ    (14-Mar-2025)       ||      ସୟାଁ ଠାରେ ସଂଯୁକ୍ତ କୃଷକ ସଂଗଠନ ପକ୍ଷରୁ ରାଜ୍ୟସ୍ତରୀୟ କିସାନ ମହାପଞ୍ଚାୟତ                           (14-Mar-2025)       ||     

HOME   ରାଜ୍ୟ

ଗୋଚାଲାଣ ବେଳେ ଗୋରୁ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ ହୋଇ ୨୦ ଗୋରୁ ଗୁରୁତର

20-Jul-2024



ହରଭଙ୍ଗା(ଦେବବ୍ରତ ଦାଶ): ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ସିଙ୍ଗାଣିବିଡା ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ସରକାରୀ ବସ କୁ ଧକା ଦେଲା ଗୋରୁ ବୋଝେଇ ପିକପ । ଦୁର୍ଘଟଣା ସ୍ଥଳରେ ୨୦ଟି ଗୋରୁ ଗୁରୁତର ଅବସ୍ଥାରେ ରାସ୍ତା ରେ ପଡି ରହିଥିବା ବେଳେ ଯାତ୍ରୀବାହୀ ବସ ର ସମସ୍ତ ଯାତ୍ରୀ ସୁରକ୍ଷିତ ରହିଛନ୍ତି । ଅନ୍ୟପଟେ ଘଟଣାସ୍ଥଳରେ ଗୋରୁ ବୋଝେଇ ପିକଅପ ଛାଡି ପଳାଇଛି ଡ୍ରାଇବଜାର । ଘଟଣା ସ୍ଥଳରେ ପୁରୁଣାକଟକ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାମୁତାବକ ଭୁବନେଶ୍ୱର ପଟୁ ଏକ ସରକାରୀ ବସ ବଲାଙ୍ଗୀର ଅଭିମୁଖେ ଯାଉଥିବା ବେଳେ ବୌଦ୍ଧ ଜିଲ୍ଲା

ପୁରୁଣାକଟକ ଥାନା ଅନ୍ତର୍ଗତ ସିଙ୍ଗାଣିବିଡା ଠାରେ ବିପରୀତ ଦିଗରୁ ଆସୁଥିବା ଏକ ଗୋରୁ ବୋଝେଇ ପିକପ ଧକା ଦେଇଥିଲା । ଫଳରେ ବସ ସୁରକ୍ଷିତ ଥିବା ବେଳେ ପିକଅପ ରେ ଥିବା ୨୦ଟି ଗୋରୁ ଗୁରୁତର ଅବସ୍ଥାରେ ବାହାରକୁ ଛିଟିକି ପଡ଼ିଥିଲେ । ଏହା ଦେଖି ପିକଅପ ଡ୍ରାଇଭର ଗାଡି ଛାଡି ଘଟଣା ସ୍ଥଳରୁ ପଳାଇଥିଲେ । ପରେ ପୁରୁଣାକଟକ ପୋଲିସ ପହଞ୍ଚି ତଦନ୍ତ କରିବା ସହ ପଶୁ ଡାକ୍ତରଙ୍କୁ ସୂଚନା ଦେଇଥିଲେ ।

ପରେ ହରଭଙ୍ଗା ବ୍ଲକ ର ଏକ ପଶୁ ଡାକ୍ତରୀ ଟିମ ଆସି ଚିକିତ୍ସା ସେବା ଯୋଗାଇ ଦେଇଥିବା ବେଳେ ସ୍ଥାନୀୟ ସ୍ବେଚ୍ଛାସେବୀ ଯଥା ରାମ ସେନା ଓ ମହାବିନାୟକ ୟୁଥ କ୍ଳବର ଯୁବ ଗୋଷ୍ଠୀ ଆସି ଏଥିରେ ସହ ଯୋଗ କରିଥିଲେ । ପରେ ପୋଲିସ ଓ ଅଗ୍ନିଶମ ବାହିନୀ ସହାୟତା ରେ ଏକ ଗାଡି ଯୋଗେ ମଥୁରା ସ୍ଥିତ ଏକ ଗୋପାଳନ କେନ୍ଦ୍ରକୁ ପଠାଇ ଦିଆଯାଇଛି । ତେବେ ଏହି ୨୦ଟି ଗୋରୁକୁ ଗୋଚଳନ ଉଦ୍ଧେଶ୍ଵ ରେ ନିଆଯାଉଥିବା ବେଳେ ଏ ଦିଗରେ ସମ୍ପୁକ୍ତ ଗାଡି ମାଲିକ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି । ଅନ୍ୟପଟେ ତଦନ୍ତ ଚାଲିଛି ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି ବୌଦ୍ଧ ଏସ୍ ପି ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେଲାଙ୍ଗରେ ଆଠଦେଶ ଠାକୁରଙ୍କ ଦୋଳଯାତ୍ରା ଓ ହୋଲି ମହୋତ୍ସବ ପାଳିତ   15-Mar-2025
  ଜିଲ୍ଲା  
ପୋଖରୀରେ ବୁଡ଼ି ପ୍ରାଣ ହରାଇଲା ବାଳକ   15-Mar-2025
  ଜିଲ୍ଲା  
କୁରୁକୁପା ଗ୍ରାମରେ ଅନୁଷ୍ଠିତ ୧୬ପ୍ରହର ନାମ ଯଜ୍ଞ ପୁନଃଶ୍ଚରଣ   15-Mar-2025
  ଜିଲ୍ଲା  
ବିଜେପୁର ଆଦର୍ଶ ବିଦ୍ୟାଳୟ ପ୍ରଵେଶିକା ପରୀକ୍ଷା:ଜାରିଂ କ୍ଲଷ୍ଟରର ବିନି ନାଏକ ବ୍ଲକ ଟପ୍ପର   15-Mar-2025
  ଜିଲ୍ଲା  
ସୋନପୁର ବିବେକା ନନ୍ଦ କଲୋନୀ ରେ ହୋଲି ଉତ୍ସବ ପାଳନ - ଦିବଂଗତ ଆତ୍ମା ପ୍ରତି ସାମୁହିକ ଶ୍ରଦ୍ଧା ସୁମନ   15-Mar-2025
  ଜିଲ୍ଲା  
ଛୁରୀ ମାଡରେ ଠିକାଦାରଙ୍କ ମୃତ୍ୟୁ   15-Mar-2025
  ଜିଲ୍ଲା  
ଘର ବାହୁଡିରେ ବିଜେପିର ଜିଲ୍ଲା ସାଧାରଣ ସମ୍ପାଦକ ମୁକେଶ ଜୈନ   15-Mar-2025
  ଜିଲ୍ଲା  
ନିର୍ଝରିଣୀ ତରଫରୁ ଫଗୁଣ ଆସର ଅନୁଷ୍ଠିତ     15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025
  ଜିଲ୍ଲା  
କଣ୍ଟାମାଳ: କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ   15-Mar-2025
  ଜିଲ୍ଲା  
ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ନିଆରା ଲୋଲି ଉତ୍ସବ ପାଳନ   15-Mar-2025
  ଜିଲ୍ଲା  
ହୀରାପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ "ଗପ ଶୁଣିବା ଓ କହିବା "କାର୍ଯ୍ୟକ୍ରମ ଅନୁଷ୍ଠିତ   15-Mar-2025

You Might Also Like