-+91-9937148622 |

prerana_bgr@rediffmail.com |

  Sunday 9th November 2025 |

| | | |

R.N.I. Regd No. ODIODI/2010/46693

Breaking News

ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   (08-Nov-2025)       ||      ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   (08-Nov-2025)       ||      ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   (08-Nov-2025)       ||      ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    (08-Nov-2025)       ||      ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   (08-Nov-2025)       ||      ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   (08-Nov-2025)       ||      *ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   (08-Nov-2025)       ||      ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   (08-Nov-2025)       ||      ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   (08-Nov-2025)       ||      *କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   (08-Nov-2025)       ||      *ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   (08-Nov-2025)       ||      "ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   (08-Nov-2025)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ: ଓକିଲାତି ବୃତ୍ତିର ମର୍ଯ୍ୟାଦାକୁ ଅକ୍ଷୁର୍ଣ୍ଣ ରଖିବା ସହ ସମାଜରେ ଏହି ବୃତ୍ତିର ଗାରିମା କିପରି ବଜାୟ ରହି ପାରିବ ତାହାକୁ ଜଗିବା ଆମ ସମସ୍ତଙ୍କ ଦାୟିତ୍ଵ: ନରସିଂହ ମିଶ୍ର    (08-Nov-2025)       ||      *ଡାବୁଗାଁ ସଦର ମହକୁମା ସ୍ଥିତ ଦୋକାନର ତାଲା ଭାଙ୍ଗି ଟଙ୍କା ଚୋରି*   (08-Nov-2025)       ||      ଯୁବ କଳାକାରଙ୍କ ନୃତ୍ୟ ଦୁଲକିଲା ବଙ୍ଗୋମୁଣ୍ଡା ଧନୁଯାତ୍ରା ମଞ୍ଚ, ଝୁମିଲେ ହଜାର ହଜାର ଦର୍ଶକ   (07-Nov-2025)       ||      ଗଣିଆରେ ମତ୍ସ୍ୟ ଏବଂ ପ୍ରାଣୀସମ୍ପଦ ମେଳା ଅନୁଷ୍ଠିତ   (07-Nov-2025)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ;    (07-Nov-2025)       ||      *ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ରେ ବନ୍ଧୁତ୍ୱ ପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଟିତ*-   (07-Nov-2025)       ||      *ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଟିତ*-   (07-Nov-2025)       ||      ଅବସରପ୍ରାପ୍ତ ମୁଖ୍ୟ କିରାଣୀ ପୂର୍ଣ୍ଣଚନ୍ଦ୍ର ତ୍ରିପାଠୀଙ୍କ ପରଲୋକ   (07-Nov-2025)       ||     

HOME   ଜିଲ୍ଲା

ସଟ ସାର୍କିଟ ଯୋଗୁଁ ଜଳିଲା କାର

20-Jul-2024



 ବୌଦ୍ଧ: ମନମୁଣ୍ଡା ତେଲ ନଦୀ ବ୍ରିଜ ଉପରେ ଆଜି ସନ୍ଧ୍ୟା ୭ଘଣ୍ଟା ସମୟରେ ଏକ କାର ଜଳୁଥିବା ଦେଖିବାକୁ ମିଳିଥିଲା | ଉକ୍ତ କାରଟି ମନମୁଣ୍ଡା ପଟୁ ସୋନପୁର ଆଡ଼କୁ ଯାଉଥିବା ବେଳେ ହଠାତ୍ କାରରେ ନିଆଁ ଲାଗି ଯାଇଥିଲା | ଖବର ପାଇ ପୋଲିସ ଓ ସୋନପୁର ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ | ପୋଲିସର ପ୍ରାଥମିକ ତଦନ୍ତରୁ ଏହା ଏକ ସଟ ସାର୍କିଟ୍ ଜନିତ ଅଗ୍ନିକାଣ୍ଡ ବୋଲି ଅନୁମାନ କରାଯାଏ | ଗାଡ଼ିରେ ନିଆଁ ଲାଗିବା ପରେ ଚାଳକ ହଠାତ୍ ଗାଡ଼ିକୁ ଅଟକାଇ ଓହ୍ଲାଇ ପଡ଼ିଥିଲେ | ଗାଡ଼ି କେଉଁ ଅଞ୍ଚଳର ଓ ଏହାର ମାଲିକ କିଏ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ |


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ   08-Nov-2025
  ଜିଲ୍ଲା  
ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ   08-Nov-2025
ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ   08-Nov-2025
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ    08-Nov-2025
  ଜିଲ୍ଲା  
ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ   08-Nov-2025
  ଜିଲ୍ଲା  
ଜାକାଲଗୁଣ୍ଡି ଜଙ୍ଗଲରୁ ୪କ୍ୱିଣ୍ଟାଲ୫୦କେଜି ଦମ୍ପିଙ୍ଗ ଗଞ୍ଜେଇ ଠାବ   08-Nov-2025
  ଜିଲ୍ଲା  
*ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହା ବିଦ୍ୟାଳୟ ପକ୍ଷରୁ କୁନ୍ଦୁରୁ କୁଶଳ ଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ* -   08-Nov-2025
  ଜିଲ୍ଲା  
ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର   08-Nov-2025
  ଜିଲ୍ଲା  
ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ   08-Nov-2025
  ଜିଲ୍ଲା  
*କାଳିଆ ତୁଳସୀ ରଥ କମିଟି ର ଜରୁରୀ ବୈଠକ ଅନୁଷ୍ଠିତ*   08-Nov-2025
  ଜିଲ୍ଲା  
*ସୋନପୁର ର ପ୍ରାକ୍ତନ ବିଧାୟକ ସ୍ଵର୍ଗତ କୁନ୍ଦୁରୁ କୁଶଳ ଙ୍କ ୧୮ ତମ ଶ୍ରାଦ୍ଧ ବାର୍ଷିକୀ ପାଳନ*-   08-Nov-2025
  ଜିଲ୍ଲା  
"ବନ୍ଦେ ମାତରମ୍"ର ୧୫୦ ବର୍ଷ ପାଳନ   08-Nov-2025

You Might Also Like