-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ପ୍ରାକୃତିକ ବିପତ୍ତି ଓ ବିପର୍ଯ୍ୟୟ ତଥା ଅଗ୍ନିକାଣ୍ଡ ଦାଉରୁ ରକ୍ଷା ସମ୍ବନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

20-Jul-2024



ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତା ପରିସରରେ ବିଭିନ୍ନ ପ୍ରକାରର ପ୍ରାକୃତିକ ବିପତ୍ତି ଓ ବିପର୍ଯ୍ୟୟ ତଥା ଅଗ୍ନିକାଣ୍ଡ ଦାଉରୁ ରକ୍ଷା କରିବାର କୌଶଳ ସମ୍ବନ୍ଧୀୟ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟର ଶକ୍ତିକ୍ଲବ ଶିକ୍ଷକ ତଥା ଇକୋ କ୍ଲବ୍ ମାଷ୍ଟର ଟ୍ରେନର ଶ୍ରୀଯୁକ୍ତ ସଞ୍ଜୟ ଖମାରୀଙ୍କ ସଂଯୋଜନା କ୍ରମେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦୁର୍ଗାପ୍ରସାଦ

ନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ମୋହନ ଚରଣ ମହାନ୍ତ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଆନୁଷ୍ଠାନିକ ଭାବରେ ଏହାକୁ ଉଦଘାଟନ କରିଥିଲେ।ସ୍ଥାନୀୟ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ଅମ୍ବାଭୋନାର ମୁଖ୍ୟ ଆଗ୍ନିକ ଶ୍ରୀଯୁକ୍ତ ମାଇକେଲ୍ କେରକେଟା ଏବଂ ଦିଲ୍ଲୀପ ଦାସ, ଆଗ୍ନିକ ଗାଡ଼ି ଚାଳକ ଜୋହାନ ପିଙ୍ଗ , ଆଗ୍ନିକ ନିର୍ମଳ ଭୋଇ, ଅନିଲ କୁମାର ସାହୁ,ସୁରେନ୍ଦ୍ର ବାରିକ, ,ସମୀର ବାଗ ଏବଂ ଈଶ୍ୱର କୁଜୁର ଯୋଗ ଦେଇ ବିଭିନ୍ନ ପ୍ରକାରର ପ୍ରାକୃତିକ ବିପତ୍ତି ଓ ବିପର୍ଯ୍ୟୟ ତଥା ଅଗ୍ନିକାଣ୍ଡ ଯୋଗୁଁ ସୃଷ୍ଟି ହେଉଥିବା ସମସ୍ୟା ସଂପର୍କରେ ସଚେତନ କରିବା ସହିତ ଅଗ୍ନି ନିରୋଧକ ଉପକରଣ ବ୍ୟବହାର କରି ନିଆଁ ଦାଉରୁ କିପରି ନିଜକୁ ରକ୍ଷା କରିହେବ ସେ ସମ୍ପର୍କିତ କୌଶଳ ପ୍ରଦର୍ଶନ କରିଥିଲେ।ବିଭିନ୍ନ ଅଗ୍ନି ନିରୋଧକ  ପଦାର୍ଥ ବିଷୟରେ ଧାରଣା ପ୍ରଦାନ କରିବା ସହିତ ଅଗ୍ନିକାଣ୍ଡ ଯୋଗୁଁ ଯେପରି ବିଶେଷ କ୍ଷୟକ୍ଷତି ନ ହେବ ଏବଂ  ନିଜକୁ ସୁରକ୍ଷିତ ରଖିବା ପାଇଁ ଯେଉଁସବୁ ପଦକ୍ଷେପ ଗ୍ରହଣ କରିହେବ ସେଥିନିମନ୍ତେ ସଚେତନ କରିଥିଲେ ।ବନ୍ୟା, ବାତ୍ୟା, ଭୂମିକମ୍ପ ଓ ଅଗ୍ନିକାଣ୍ଡ ପରି ପ୍ରାକୃତିକ ବିପତ୍ତି ଓ ବିପର୍ଯ୍ୟୟ ସମୟରେ ଉପଯୁକ୍ତ ପରିଚାଳନା ଓ ସଚେତନତା ହିଁ କେବଳ କ୍ଷୟକ୍ଷତିରୁ ରକ୍ଷା କରିବ ବୋଲି ମତବ୍ୟକ୍ତ କରିବା ସହିତ ସେଥିନିମନ୍ତେ ସଚେତନ କରିବା ପାଇଁ ମକ୍ ଡ୍ରିଲ୍ ପ୍ରଦର୍ଶନ କରିଥିଲେ। ବନ୍ୟା ବାତ୍ୟା ଭୂମିକମ୍ପ ଆଦି ପ୍ରାକୃତିକ ବିପତ୍ତି ସମୟରେ ଏବଂ କୌଣସି ସ୍ଥାନରେ ଅଗ୍ନିକାଣ୍ଡ ଘଟିଲେ ଅଗ୍ନିଶମ ବିଭାଗକୁ ତୁରନ୍ତ ଜଣାଇବା ପାଇଁ ଉପସ୍ଥିତ ଅଗ୍ନିଶମ ବିଭାଗର କର୍ମଚାରୀମାନେ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ ।ମୁଖ୍ୟ ଅତିଥି ଶ୍ରୀଯୁକ୍ତ ମହାନ୍ତ ଛାତ୍ରଛାତ୍ରୀମାନଙ୍କୁ ପ୍ରାକୃତିକ

ବିପର୍ଯ୍ୟୟ ସମୟରେ ରକ୍ଷା କରିବାର ଉପାୟ ଏବଂ ନିଆଁଲିଭା କୌଶଳ ସମ୍ବନ୍ଧୀୟ ଶିକ୍ଷା ଲାଭ କରିବା ପାଇଁ ଉତ୍ସାହିତ କରିଥିଲେ।ଏଥିରେ ବିଦ୍ୟାଳୟର ଶକ୍ତି କ୍ଲବ୍, ବୀର ସୁରେନ୍ଦ୍ର ସାଏ ଇକୋ କ୍ଲବ ତଥା ଜୁନିଅର୍ ରେଡ୍ କ୍ରସ ଏବଂ ନେତାଜୀ ସ୍କାଉଟର ସମସ୍ତ ସଦସ୍ୟ ଏବଂ ବିଦ୍ୟାଳୟର କର୍ମଚାରୀ ପ୍ରଶିକ୍ଷଣ ନେଇଥିଲେ। ଶିକ୍ଷକ ସଞ୍ଜୟ ଖମାରୀ,ତେଜରାମ ସା,ଆଶୁତୋଷ ଭୋଇ, ଜ୍ୟୋତିଶ୍ଚନ୍ଦ୍ର ପଧାନ, ଈଶ୍ୱର ପଧାନ, ବୋଧରାମ ବିଶ୍ବାଳ,  ପଦ୍ମଲୋଚନ ବିଶି,ପ୍ରଶାନ୍ତ ମହାପାତ୍ର, ରଂଜିତ ସାହୁ,ଶିକ୍ଷୟିତ୍ରୀ ସୌଦାମିନୀ ବାରିକ ,ଅନୀତା ପଧାନ, ସଙ୍ଗୀତା ସାହୁ , ରୁକୁଣୀ ସେଠ୍ ଯୋଗ ଦେଇ କାର୍ଯ୍ୟକ୍ରମ ପରିଚାଳନାରେ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like