-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଜିଲ୍ଲା

ଶିକ୍ଷକ ରବିନ୍ଦ୍ରନାଥ ଦୀପଙ୍କୁ ସମ୍ବର୍ଦ୍ଧନା

21-Jul-2024



ଡୁଙ୍ଗୁରିପାଲି, ତା.୨୧/୭- (ପ୍ରେରଣା ଖବର) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ବଡକର୍ଲ୍ଲେ ହାଇସ୍କୁଲରେ ଚାକିରୀରୁ ସେବା ନିବୃତ୍ତି ଯୋଗୁଁ  ହିନ୍ଦୀ ଶିକ୍ଷକ ରବିନ୍ଦ୍ର କୁମାର ଦୀପଙ୍କ ଉଦ୍ଦେଶ୍ୟରେ ଅବସରାକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଯାଇଛି । ସ୍କୁଲର ପ୍ରଧାନଶିକ୍ଷକ ରମାକାନ୍ତ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ସଭାରେ ମୁଖ୍ୟଅତିଥି ଭାବରେ ସ୍କୁଲ ପ୍ରତିଷ୍ଠାତା ସୁବଳ ଚନ୍ଦ୍ର ମାଝି, ମୁଖ୍ୟବକ୍ତା ଭାବରେ ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର  ଓଡିଆ ଅଧ୍ୟାପକ ଲୋକବନ୍ଧୁ ପଧାନ,   ସମ୍ମାନୀତ ଅତିଥି ଭାବରେ ମାୟାବର୍ହା ହାଇସ୍କୁଲର ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶାୟତ, ପୂର୍ବତନ କମିଟୀ ସଂପାଦକ ଘନଶ୍ୟାମ ସାହୁ, ସଭାପତି ପଦ୍ମନାଭ ପୂଜାରୀ, ଭୂମୀଦାନ କର୍ତା ରାଜେନ୍ଦ୍ର ଦାଶ,ପବିତ୍ର ମାଝୀ, ଶଙ୍କରର୍ଷଣ ରଣା ପ୍ରମୁଖ ଯୋଗଦେଇ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ଦୀପଙ୍କ ବିଦ୍ୟାଳୟ ପ୍ରତି ଥିବା ଦୀର୍ଘ ତିନି ଦଶନ୍ଧୀର ଉତ୍ସର୍ଗୀକୃତ ସେବା ବିଷୟରେ ଆଲୋକପାତ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ପୁରାତନ ଛାତ୍ରଛାତ୍ରୀ ମଧ୍ୟ ନିଜର ପାଠପଢା ତଥା ସ୍କୁଲ ଜୀବନରେ ଶ୍ରୀଦୀପଙ୍କ ବିଶେଷତା ତଥା ସ୍ନେହଭରା ସଂପର୍କ ବିଷୟରେ ବର୍ଣ୍ଣନା କରିଥିଲେ ।

କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ଗରୁଡ ଅଦାବର ସଂଯୋଜନା କରିଥିଲେ । ପଡୋଶୀ ସ୍କୁଲ ଶିକ୍ଷକ ବନ୍ଧୁ ତଥା ବଡକର୍ଲ୍ଲେ ସ୍କୁଲର ସମସ୍ତ ଶିକ୍ଷକ ଓ କର୍ମଚାରୀ, ପୂରାତନ ଛାତ୍ରଛାତ୍ରୀ ତଥା ଗ୍ରାମର ଶିକ୍ଷା ପ୍ରେମୀ ବୃନ୍ଦ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସହଯୋଗ କରିବା ସହିତ  ବିଦାୟୀ ଶିକ୍ଷକ ଶ୍ରୀଦୀପଙ୍କୁ ସମ୍ମାନ ଜଣାଇ ସନ୍ଧ୍ୟାସମୟରେ ଗ୍ରାମରେ ପରିକ୍ରମା କରାଇଥିଲେ ଓ ବରପାଲି ସ୍ଥିତ ନିଜର ବାସ ଭବନ ପର୍ଯ୍ୟନ୍ତ ପାଛୋଟି ନେଇଥିଲେ । ଶେଷରେ ଖେଳ ଶିକ୍ଷକ ରସିକ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like