-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ବିବାହିତ ମହିଳା ସ୍କଟିରେ ବସି ପ୍ରେମିକ ସହ ଫେରାର "ସିସିଟିଭି ରେ କୋଏଦ ହେଲା ଦୃଶ୍ୟ

21-Jul-2024



ନବରଙ୍ଗପୁର :-(ମିହିର ଶଙ୍କର ପାତ୍ର,)ପରକ୍ରିୟା ପ୍ରୀତିରେ ପଡ଼ି ଜଣେ ବିବାହିତ ମହିଳା ପ୍ରେମିକ ସହ ଫେରାର ହେଇ ଯାଇଛି।ଏଭଳି ଏକ ଅଭାବନୀୟ ଘଟଣା ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଳକ ଜବାଗୁଡା ପଞ୍ଚାୟତ ସନ୍ଦୀଡଙ୍ଗରୀ ଗ୍ରାମରେ। ସୂଚନାଯୋଗ୍ୟ ଫାଗନୁ ରାମ ମିର୍ଗାନ ଆଜିକୁ ପ୍ରାୟ ୧୦ ବର୍ଷ ହେବ ସବିତା ସୁନାକୁ ବିବାହ କରିଥିଲେ। ତାଙ୍କର କୈାଣସି ସନ୍ତାନ ନାହଁ। ପ୍ରତିଦିନ ଭଳି ଫାଗନୁ ରାମ ମିର୍ଗାନ ବୁଧବାର ଦିନ ନିଜ ଚାଷ ଜମିକୁ ଚାଷ କରି ଦିନ ୧୨ଘଣ୍ଟ ସମୟ ରେ ଘରକୁ ଫେରିଥିଲେ। ଆଉ ନିଜ ସ୍ତ୍ରୀକୁ ଘରେ ନ ପାଇ ସେ ପାଖ ପଡିଶା ଘରକୁ ଯାଇ ଖୋଜାଖୋଜି କରିଥିଲେ। ପରେ କୈାଣସି ସୂତ୍ରରୁ ଜାଣିବାକୁ ପାଇଲେ ଯେ ତାଙ୍କ ଗ୍ରାମର ଖଗପତି ଭତ୍ରା ସହ ତାଙ୍କ ସ୍ତ୍ରୀ ସବିତା ସୁନା ଗୋଟିଏ ସ୍କୁଟିରେ କେଉଁ ଆଡେ ଚାଲି ଯାଇଥିଲେ। ପରବର୍ତ୍ତୀ ସମୟରେ ସେ ଜାଣିବାକୁ ପାଇଲେ ତାଙ୍କ ସ୍ତ୍ରୀ ଓ ତାର ପ୍ରେମିକକୁ କିଛି ବ୍ୟକ୍ତି ଓଡ଼ିଶା ଓ ଛତିଶଗଡ଼ ବୋଡ଼ର୍ କୋଳାହଳ  ଗ୍ରାମ ନିକଟରେ ଦେଖି ଥିଲେ । ଏବିଷୟରେ ଜାଣିବା ପରେ ସେ ସ୍ତ୍ରୀକୁ ଖଜିବାକୁ ଓଡ଼ିଶା ବୋଡ଼ର୍ କୋଳାହଳ କୁ ଯାଇଥିଲେ। ହେଲେ ସେଠାରେ ଗୋଟିଏ ଦୋକାନରେ ଲାଗିଥିବା ସିସିଟିଭି ଫୁଟେଜ ରେ ଦେଖି ଯାଣିଲା ଯେ ତାଙ୍କ ସ୍ତ୍ରୀ ଓ ଖଗପତି ଭତ୍ରା ଏକ ସ୍କୁଟିରେ ବସି ଛତିଶଗଡ଼ ରାଜ୍ୟ କୁ ଚାଲିଯାଇଛନ୍ତି। ଏବିଷୟରେ ଜାଣିବା ପରେ ଫଗନୁ ରାମ  ଡାବୁଗାଁ ଥାନାରେ ଲିଖିତ ଅଭିଯୋଗ ଦାଖଲ କରିବା କୁ ଆସିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like