-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ବନ ମହୋତ୍ସବ ଉପଲକ୍ଷେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ

21-Jul-2024



ବରଗଡ଼(ପବିତ୍ର ମେହେର): ଜୈବ ବିବିଧତାର ସୁରକ୍ଷା ତଥା ଜଳବାୟୁଗତ ଭାରସାମ୍ୟ ରକ୍ଷା କରିବା ସହିତ ସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି କରିବାକୁ ହେଲେ ବ୍ୟାପକ ଭାବରେ ବନୀକରଣ କରିବାକୁ ହେବ। ଏହି ଆଭିମୁଖ୍ୟ ନେଇ ବରଗଡ ଜିଲ୍ଲା ଭଟଲି ବ୍ଲକ ଅନ୍ତର୍ଗତ ଜିରାତରା ପ୍ରାଥମିକ ବିଦ୍ୟାଳୟରେ ୭୫ ତମ ବନ ମହୋତ୍ସବ ପାଳିତ ହୋଇଯାଇଛି।  ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ  ଯମୁନା ଭୁଏଙ୍କ

ସଂଯୋଜନା କ୍ରମେ ପରିବେଶ ସଚେତନତା ମଞ୍ଚ, ଭଟଲି ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରକୃତି ବନ୍ଧୁ ଦୟାନିଧି ପ୍ରଧାନଙ୍କ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ଜନ କଲ୍ୟାଣସେବା ଟ୍ରଷ୍ଟ ବରଗଡ଼ର ସଭାପତି ମୁକୁନ୍ଦ ଦାଶ ଯୋଗ ଦେଇ ବୃକ୍ଷରୋପଣର ଆବଶ୍ୟକତାକୁ ସମସ୍ତେ ଉପଲବଧି କରିବା 

ଉଚିତ ବୋଲି ମତବ୍ୟକ୍ତ କରିଥିଲେ । ଏହି ଅବସରରେ ପରିବେଶବିତ୍  ସଞ୍ଜୟ ଖମାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ " ମାଁ ପାଇଁ ଗଛଟିଏ " କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିସରରେ ଲେମ୍ବୁ, ଆମ୍ବ, ପଣସ, ଅଁଳା, କୁସୁମ, କରଞ୍ଜ, ଅମୃତଭଣ୍ଡା ଆଦି ୫୦ଟି ଚାରା ରୋପଣ କରାଯାଇଥିଲା।ପ୍ରକୃତିବନ୍ଧୁ ଚନ୍ଦ୍ରକାନ୍ତ ସାହୁ, ଆଶ୍ରମ ବିଦ୍ୟାଳୟ ଗୋପାଳପୁରର ପ୍ରଧାନ ଶିକ୍ଷକ ପ୍ରକୃତି ପ୍ରେମୀ ଉଚ୍ଛବ ଭୁଏ, ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ  ଭୋଜରାଜ ମଲ୍ଲିକ, ପଞ୍ଚବଟୀ ବନ ସୁରକ୍ଷା ସମିତି ବେଲବାହାଲିର ସଂପାଦକ ଖତୁ ବିଶ୍ବାଳ,କୈଳାସ ଚନ୍ଦ୍ର ନାଗ, ରାମ ବିଶି, ଧନପତି ବୁଡେକ,  ଆନନ୍ଦ ବାରିକ ଓ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗ ଦେଇଏହି ଚାରା ରୋପଣ କାର୍ଯ୍ୟକ୍ରମରେ ସକ୍ରିୟ ସହଯୋଗ କରିଥିଲେ। ଶେଷରେ  ଉଚ୍ଛବ ଭୁଏ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like