-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||      ଅନ୍ତର୍ଜାତୀୟ ପ୍ରତିଯୋଗିତା ଓଡିଶା ମାଷ୍ଟର୍ସ ୨୦୨୫ ■ ସେମଫାଇନାଲ ଲାଇନ ଅପ ଚୂଡାନ୍ତ   (12-Dec-2025)       ||     

HOME   ଜିଲ୍ଲା

ପୂର୍ବତନ ସରପଞ୍ଚଙ୍କ ମାତୃ ବିୟୋଗ

22-Jul-2024



କନ୍ଧମାଳ/ଟିକାବାଲି(ରମେଶ ପଣ୍ଡା): କଇଁଝର ଗ୍ରାମ ପଞ୍ଚାୟତର ପୂର୍ବତନ ସରପଂଞ୍ଚ ତଥା ସେହି ଅଞ୍ଚଳର ପ୍ରଭାବଶାଳୀ ବ୍ୟକ୍ତି ଥିବା ସ୍ୱର୍ଗତ ଗଦାଧର ସାହୁଙ୍କ  ଧର୍ମପତ୍ନୀ ଶ୍ରୀମତୀ ଶୁଶିଳା ସାହୁ(୮୪) ଙ୍କ ରବିବାର ସକଲେ  କଇଁଝର ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ସେ ଦୀର୍ଘ  ଦେଢ଼ ମାସ ହେବ ଅସୁସ୍ଥ ଥିଲେ ସେ ନିକଟରେ ବ୍ରହ୍ମପୁର ବଡ଼ ମେଡ଼ିକାଲ ରେ ଚିକିତ୍ସିତ ହୋଉଥିଲେ। ମୃତ୍ୟୁ ବେଳକୁ ତାଙ୍କର ଚାରି ପୁଅ  ସୁରେନ୍ଦ୍ର ସାହୁ,ରାଜେନ୍ଦ୍ର ସାହୁ, ରବିନ୍ଦ୍ର ସାହୁ, ସାନପୁଅ ତଥା ଆମ ପ୍ରତିନିଧି ରମେଶ ସାହୁ , ଚାରି ବୋହୁ ମାଳା ସାହୁ, କବିତା ସାହୁ, ସୁଦଷ୍ଣା ସାହୁ, ସାନବହୁ ରଶ୍ମିତା ସାହୁ, ଦୁଇ ଝିଅ ରଜନୀ ପଣ୍ଡା, ସାନଝିଅ ବାସନ୍ତି ପାଢ଼ୀ,ସାନ ଜ୍ୱାଇଁ ବିଶ୍ଵମ୍ବର ପାଢ଼ୀ ନାତି ,ନାତୁଣୀ ଉପସ୍ଥିତ ଥିଲେ l ତାଙ୍କ ମୃତ୍ୟୁରେ  ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା ।ତାଙ୍କର ଦ୍ୱିତୀୟ ପୁତ୍ର ରାଜେନ୍ଦ୍ର ସାହୁ ମୁଖାଗ୍ନି ଦେଇଥିଲେ, ଅନ୍ତିମ ସଂସ୍କାର ପୁରୀ ସ୍ୱର୍ଗଦ୍ୱାର ରେ ବ୍ରାହ୍ମଣ ରୀତି ନିତି ଅନୁଯାୟୀ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025
  ଜିଲ୍ଲା  
କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   12-Dec-2025

You Might Also Like