-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

22-Jul-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l  ଜିଲ୍ଲାପାଳ  ଶ୍ରୀମତୀ ଅନ୍ୟା ଦାସ ଓ  ଆରକ୍ଷୀ ଅଧିକ୍ଷକ ୟସ ପ୍ରତାପ ଶ୍ରୀମଲ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩୭ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୮ ଗୋଟି  ଗ୍ରହଣ କରାଯାଇଥିବା ବେଳେ ୦୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି  l ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ବୀରମହାରାଜପୁର ପ୍ରିୟଦର୍ଶିନୀ ମିର୍ଦ୍ଧା ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମ ରେ ବୀରମହାରାଜପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା ସମେତ ଜିଲ୍ଲା ସ୍ତରରୁ ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ପଲ୍ଲବୀ ରାଣୀ ରାଜ, ଉପଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି , ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଅବକାରୀ ଆରକ୍ଷୀ ଅଧିକ୍ଷକ ପ୍ରବୀର ସାମଲ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ଉପଖଣ୍ଡ କୃଷି ଅଧିକାରୀ ଧୀରେନ୍ଦ୍ର ସିଂ ବରିହା, ତହସିଲଦାର ବୀରମହାରାଜପୁର ପୁନମ ମହାପାତ୍ର,  ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026

You Might Also Like