-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ରେ ଜୁନିୟର ରେଡ କ୍ରସ ୟୁନିଟ ଗଠିତ

22-Jul-2024



ଡୁଙ୍ଗୁରିପାଲି, ତା.୨୨/୭ : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ହାଇସ୍କୁଲ ମାୟାବର୍ହା ରେ ୨୦୨୪-୨୫ ଶିକ୍ଷା ବର୍ଷ ର ସ୍ବେଚ୍ଛାସେବୀ ଙ୍କୁ ନେଇ ଜୁନିୟର ରେଡ କ୍ରସ ୟୁନିଟ ଗଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ତଥା ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ପରାମର୍ଶଦାତା ରବିଚନ୍ଦ୍ର ପଶାୟତ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ହୋଇଥିବା ଭବ୍ୟ ସଭାରେ ଗତବର୍ଷ ୨୦୨୩-୨୪ ର ବାର୍ଷିକୀ ବିବରଣୀ ପାଠ କରାଯାଇଥିଲା। ପରେ ଚଳିତ ଶିକ୍ଷା ବର୍ଷର ନବମ ଓ ଦଶମ ଶ୍ରେଣୀର ପ୍ରାୟ ୩୬ ଜଣ ନୂତନ ସ୍ୱେଛସେବୀ ଙ୍କୁ ନେଇ ଜୁନିୟର ରେଡକ୍ରସ ୟୁନିଟ ଗଠିତ ହୋଇଯାଇଛି। ସର୍ବସମ୍ମତି କ୍ରମେ ଲିପ୍ସା ଯୁଆଡି- ଚେୟାର ପର୍ସନ,  ପୂଜାରାଣୀ ଦୀପ- ଭାଇସ ଚେୟାର ପର୍ସନ, ଜନନିକା ନାଏକ- ସମ୍ପାଦିକା, ଝରଣା ସାହୁ ଯୁଗ୍ମ ସମ୍ପାଦିକା, ପ୍ରୀତି ଖର୍ସେଲ - କମାଣ୍ଡର, ଅନୁପମା କାଣ୍ଡ -ଭାଇସ କମାଣ୍ଡର, ଅର୍ଚ୍ଚିତା ପଧାନ -ସ୍ବାସ୍ଥ୍ୟ ଓ ପରିଚ୍ଛନ୍ନତା ଗ୍ରୁପ ଲିଡର, ସଙ୍ଗୀତା ମାଝୀ -ସାମାଜିକ ସେବା ଗ୍ରୁପ ଲିଡର,  ରେଖା ବଗର୍ତ୍ତି -ସଂସ୍କୃତି ଗ୍ରୁପ ଲିଡର, ଅନ୍ତରା ଜାଲ- ପାଣ୍ଠି ସଂଗ୍ରହ ଗ୍ରୁପ ଲିଡର, ସିମି ନାଏକ -ଆନ୍ତର୍ଜାତୀୟ ବନ୍ଧୁତା ଗ୍ରୁପ ଲିଡର ଭାବେ ମନୋନୀତ ହୋଇଛନ୍ତି।

ଏହି ୟୁନିଟ ର ସ୍ବେଚ୍ଛାସେବୀ ମାନଙ୍କ ନେତୃତ୍ୱ ରେ ସମସ୍ତ ଛାତ୍ରଛାତ୍ରୀ ଙ୍କୁ ସାମିଲ କରାଯାଇ ଜୁନିୟର ରେଡ କ୍ରସ ର ବିଭିନ୍ନ କାର୍ଯ୍ୟକ୍ରମ କୁ ସମ୍ପାଦନ କରିବାକୁ ତୃଣମୂଳ ସ୍ତରୀୟ ଯୋଜନା କରାଯାଇଛି। କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ଦିନବନ୍ଧୁ ପ୍ରଧାନ ସଂଯୋଜନା କରିଥିଲେ। ୟୁନିଟ୍ ର ଶୁଭଶ୍ରୀ ବରିହା  ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026

You Might Also Like