-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||     

HOME   ଜିଲ୍ଲା

ସରକାରୀ ବାବୁ ମାନଙ୍କ ଅବହେଳା ଯୋଗୁଁ ରାସ୍ତା ଦୁର୍ଘଟଣାରେ ହେମନ୍ତଙ୍କ ରାୟପୁରରେ ମୃତ୍ୟୁ

23-Jul-2024



ନୂଆପଡ଼ା - ନୂଆପଡ଼ା ଜିଲ୍ଲା ଖରୀଆର ବ୍ଲକର ଲାଞ୍ଜି ଗ୍ରାମର ସାପ୍ତାହିକ ବଜାର ପାଖରେ ରାସ୍ତାକୁ ଦୁଇ ଫାଳ କରି ତଳେ ପାଇପ ପୋତି ଥିଲେ  ଜଳ ସେଚନ ବିଭାଗ କିନ୍ତୁ ତାକୁ ଠିକ୍ ଭାବରେ ମାଟି ଓ ପଥର ଭର୍ତ୍ତି କରିନଥିବା କାରଣରୁ ବର୍ଷାରେ  ସେହି ସ୍ଥାନଟି ନାଲ ତିଆରି ହୋଇଯାଇଛି , ସରକାରୀ ଅଫିସରଙ୍କ ଖାମ ଖିଆଲି ନୀତି ଯୋଗୁଁ ଗତ କାଲି ଗାଡ଼ି ମଟର ଯିବା ଆସିବା କରିବାରେ ଅସୁବିଧା ହେଉଥିଲା ପୁଣି ଆଜି ସେହି ସ୍ଥାନରେ  ବୋଡ଼େନ ବ୍ଲକ ରୋକାଲ ପଞ୍ଚାୟତ ଜୟ ବାହାଲ ଗ୍ରାମର ହେମନ୍ତ ମହାଉତି (ରମା କାନ୍ତ) ବ୍ୟକ୍ତିଗତ କାମ ପାଇଁ ଖରୀଆର ଯିବା ସମୟରେ ସେହି ଖାଳରେ ବାଇକ୍ ସହ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି ।ପିଚୁ ରାସ୍ତା ଉପରେ ଜୋରରେ ତାଙ୍କ ମୁଣ୍ଡ ବାଜି ରକ୍ତସ୍ରାବ ହେଉଥିଲା,ସେ ଚେତା ଶୂନ୍ୟ ହୋଇ ପଡ଼ି ରହିଥିଲେ,କୌଣସି ସୂତ୍ରରୁ ତାଙ୍କର ପରିବାର ଲୋକ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ତାଙ୍କୁ ଖରୀଆର ମିଶନ ହସ୍ପିଟାଲ ରେ ଭର୍ତ୍ତି କରିବା ପରେ ତାଙ୍କର ଅବସ୍ଥା ଦେଖି ତାଙ୍କୁ ରାୟ ପୁର ସ୍ଥାନାନ୍ତର କରାଯାଇଛି ।ଏହି ଦୁର୍ଘଟଣା ପାଇଁ ସର୍ବ ସାଧାରଣରେ ଜଳ ସେଚନ ବିଭାଗ ଓ ଗ୍ରାମ୍ୟ ଉନ୍ନୟନ  ବିଭାଗକୁ ଦାୟୀ କରୁଥିବା ବେଳେ ପରିବାର ଲୋକ ମଧ୍ୟ ଉକ୍ତ ବିଭାଗ କୁ ଦାୟୀ କରିଛନ୍ତି ।ସରକାରୀ ବାବୁ ମାନଙ୍କ ଖାମ ଖିଆଲି କାର୍ଯ୍ୟ ପାଇଁ ଏସବୁ ଦେଖା ଦେଇଛି ।  ଆଇ ସି ୟୁ ରେ ଚିକିତ୍ସାଧୀନ ଅବସ୍ଥାରେ ହେମନ୍ତ ଙ୍କ ମୃତ୍ୟୁ ହୋଇଯାଇଛି ।ସରକାର ତାଙ୍କ ପରିବାରକୁ କ୍ଷତି ପୁରଣ ଦେବା ପାଇଁ ସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026

You Might Also Like