-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   (13-Apr-2026)       ||      *ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||     

HOME   ଜିଲ୍ଲା

ଜିଲ୍ଲାର ଶିକ୍ଷା ଓ ଶିକ୍ଷା ଭିତ୍ତିଭୂମି ର ସମୀକ୍ଷା ବୈଠକ :- ଗୁଣାତ୍ମକ ଶିକ୍ଷା ପ୍ରଦାନ ସହ ପାସ ହାର କୁ ଶତ ପ୍ରତିଶତ କରିବା ନିମନ୍ତେ ଯତ୍ନବାନ ହେବାକୁ ଜିଲ୍ଲାପାଳ ଙ୍କ ପରାମର୍ଶ

24-Jul-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲାର ଶିକ୍ଷା ବ୍ୟବସ୍ଥା କୁ ସୃଦୁଢ ତଥା ଛାତ୍ର ଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷାଦାନ ପ୍ରଦାନ ପୂର୍ବକ ଜିଲ୍ଲାର ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଶତପ୍ରତିଶତ ସଫଳତା ନିମନ୍ତେ ସମସ୍ତ ବିଦ୍ୟାଳୟ କତୃପକ୍ଷ ଯତ୍ନବାନ ହେବାକୁ ଆଜି ଅନୁଷ୍ଠିତ ସମୀକ୍ଷା ବୈଠକରେ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ ସମସ୍ତ ଙ୍କୁ ସ୍ୱାଗତ କରିବା ସହ ବୈଠକର ଆଭିମୁଖ୍ୟ ଉପରେ ସୂଚନା ପ୍ରଦାନ କରିଥିଲେ l ବୈଠକରେ ଜିଲ୍ଲାପାଳ ଶ୍ରୀମତୀ ଦାସ ଜିଲ୍ଲାର ସମସ୍ତ ୬ ଗୋଟି ଓଡିଶା ଆଦର୍ଶ ବିଦ୍ୟାଳୟର ସ୍ଥିତି, ଗତ ପାଇଁ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଛାତ୍ର ଛାତ୍ରୀଙ୍କ ସଫଳତା ହାର, ତଥା ବିଦ୍ୟାଳୟ ରେ ରହିଥବା ବିଭିନ୍ନ ସମସ୍ୟା ଉପରେ ସମ୍ପୃକ୍ତ ବିଦ୍ୟାଳୟର ଅଧ୍ୟକ୍ଷ ଅଧକ୍ଷା ଙ୍କୁ ପଚାରି ବୁଝିବା ସହ ଶିକ୍ଷା ଦାନ ଉପରେ ଆବଶ୍ୟକ ତଥ୍ୟ ପଚାରିବୁଝିଥିଲେ। ଜିଲ୍ଲାରେ ଛାତ୍ର ଛାତ୍ରୀ ଯେପରି ଭଲ ରେଙ୍କ ରଖି ବିଦ୍ୟାଳୟ ର ସଫଳତା ହାର ବୃଦ୍ଧି ହେବ ସେଥିପ୍ରତି ଯଥେଷ୍ଟ ପ୍ରଯତ୍ନ କରିବାକୁ ନିର୍ଦେଶ ଦେଇଛନ୍ତି l ପୁନଶ୍ଚ ବୈଠକରେ ପୋଲିଟେକନିକ ଅନୁଷ୍ଠାନ / ଆଇ ଟି ଆଇ ସହ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଉପରେ ଆବଶ୍ୟକ ସମୀକ୍ଷା କରିଛନ୍ତି।ବୈଠକରେ ଜିଲ୍ଲାର ସମସ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ଜିଲ୍ଲା ନିୟୋଜନ ଅଧିକାରୀ, ଜିଲ୍ଲା ମଙ୍ଗଳ ଅଧିକାରୀ, ଅତିରିକ୍ତ ବନ ସଂରକ୍ଷଣ ଅଧିକାରୀ, ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି, ନିର୍ବାହୀ ଅଧିକାରୀ ପୌରପରିଷଦ,  ସୋନପୁର, ନିର୍ବାହୀ ଯନ୍ତ୍ରୀ ପି ଏଚ ଡି, ନିର୍ବାହୀ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଅଧ୍ୟକ୍ଷ ଶିଳ୍ପ ତାଲିମ କେନ୍ଦ୍ର,ସୋନପୁର ଓ ବୀରମହାରାଜପୁର, ଅଧ୍ୟକ୍ଷ ପୋଲିଟେକନିକ, ସମସ୍ତ ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ଅଧ୍ୟକ୍ଷା ତଥା ଶିକ୍ଷା ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ଡୋରୀ ଲାଗିଲା* - *ସୁବର୍ଣ୍ଣପୁର ରୁ ପୁରୀ ଶ୍ରୀକ୍ଷେତ୍ର କୁ ରଥ କାଠ ଗଲା*- *ଏ ପବିତ୍ର ମାଟି ଧନ୍ୟ ହେଲା*-   13-Apr-2026
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026

You Might Also Like