-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||     

HOME   ମହାନଗର

ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସାମ୍ବାଦିକା; ମୃତ୍ୟୁ ପୂର୍ବର ଭିଡିଓ ଭାଇରାଲ୍

25-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ସାମ୍ବାଦିକା। ବାପୁଜୀ ନଗର ନିକଟ ରେଳ ଧାରଣାରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମହିଳା ଜଣଙ୍କ ଏକ ୱେବ୍ ଚ୍ୟାନେଲରେ କାମ କରୁଥିଲେ। ତେବେ ମହିଳାଜଣକ ଆତ୍ମହତ୍ୟା କରିବା ପୂର୍ବରୁ ସୋସିଆଲ ମିଡିଆରେ ପୋଷ୍ଟ କରିଥିବା ଭିଡିଓ ଏବେ ଭାଇରାଲ୍ ହେଉଛି। ମୃତ ସାମ୍ବାଦିକା ମଧୁମିତା ପରିଡ଼ା ବୋଲି ଜଣାପଡ଼ିଛି।

ଭିଡିଓରେ ମହିଳା ଜଣକ କହିଛନ୍ତି ”ମା ଏବଂ ସମସ୍ତଙ୍କୁ କ୍ଷମା ମାଗୁଛି। ପାଞ୍ଚ ବର୍ଷ ପ୍ରେମ ସମ୍ପର୍କରେ ରହିଲା ପରେ ସେ ବିବାହ କରିଥିଲି। କିନ୍ତୁ ବିବାହ ପରେ ତାଙ୍କର ସ୍ୱାମୀ ତାଙ୍କୁ ଧୋକା ଦେଉଛନ୍ତି। ସେ ଅନ୍ୟ ଜଣଙ୍କ ସହ ସମ୍ପର୍କରେ ଅଛନ୍ତି। ସେ ମୋ ସାଙ୍ଗ ଏବଂ ତାଙ୍କର ସାଙ୍ଗ ସହିତ ରାତି ଗୋଟାଏ, ୨ଟା ଯାଏ କଥା ହେଉଛନ୍ତି। ମୁଁ ଏସବୁ ଜାଣିଗଲି, ଯୋଉଟା ମୋର ସବୁଠୁ ବଡ଼ ଭୁଲ। ଏବେ ମତେ କହୁଛନ୍ତି ତୋ ସହ ମୁଁ ରହିପାରିବିନି। ପାଞ୍ଚ ବର୍ଷର ସମ୍ପର୍କ ପରେ ବିବାହ କରିଥିଲି, ଏବେ କହୁଛନ୍ତି ରହିପାରିବିନି, ତେଣୁ ମୋ ପାଖରେ ଆଉ କିଛି ଉପାୟ ନଥିବାରୁ ମୁ ଏହି ପଦକ୍ଷେପ ନେଉଛି। ମୋତେ କ୍ଷମା କରିଦେବେ। ”

ଖବର ପାଇ ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ କରୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026

You Might Also Like