-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ପରିଷଦ ଅଧ୍ୟକ୍ଷା ଓ ବି ଡି ଓ ଙ୍କ ମାଧ୍ୟମରେ ନୂତନ ଭତ୍ତା ବଣ୍ଟନ

25-Jul-2024



ନୂଆପଡ଼ା  (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ କାର୍ଯ୍ୟାଳୟରେ ଭିନ୍ନ କ୍ଷମ ସଶକ୍ତି କରଣ ବିଭାଗ ପକ୍ଷରୁ ୨୨୧ ଜଣ ନୂତନ ହିତାଧିାରୀଙ୍କୁ ଭତ୍ତା ଟଙ୍କାର ପ୍ରଥମ କିସ୍ତି ପ୍ରଦାନ କରାଯାଉଛି। ୧୮୩ ଜଣ ବୃଦ୍ଧ ,ବୃଦ୍ଧା ଭିନ୍ନକ୍ଷମ, ବିଧବାଙ୍କୁ  ମଧୁବାବୁ ପେନସନ ଯୋଜନାରେ  ପ୍ରଥମ କିସ୍ତି ଅର୍ଥ ପ୍ରଦାନ କରିଥିବା ବେଳେ ୩୮ ଜଣଙ୍କୁ ଇନ୍ଦିରା ଗାନ୍ଧୀ ଜାତୀୟ ପେନସନ ଯୋଜନାରେ ଡି ବି ଟି ମୋଡ଼ରେ ଅର୍ଥ ପ୍ରଦାନ କରାଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ନୂଆପଡ଼ା ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ ଯୋଗଦାନ କରିଥିଲେ । ଗୋଷ୍ଠି ଉନ୍ନୟନ ଅଧିକାରୀ  ପ୍ରିୟରଞ୍ଜନ କୁମାର, ବ୍ଲକ ଉପା ଧ୍ୟକ୍ଷା  ସଂଗୀତା ମାଝୀ, ବି ଏସ ଏସ ଓ କୁମର ମାଝୀ , ଜୁନିଅର ଆସିଷ୍ଟାଣ୍ଟ  ହିତେଶ କୁମାର ଆଡବାହି , ପ୍ରୋଗ୍ରାମ ଆସିଷ୍ଟାଣ୍ଟ ଚିତ୍ତରଞ୍ଜନ ଦଣ୍ଡସେନା,  ଲିଟିସର୍ଗି ସରପଞ୍ଚ ମିନତୀ ନନ୍ଦ ,ସୁନାପୁର ସରପଞ୍ଚ ମୁକ୍ତା ରାଉତ,ଠାକୁର ବାଗ ସରପଞ୍ଚ ରୋକାଲ, କୈଳାଶ ଦଳ ସରପଂଚ ଖଇରା,ସମିତି ମେମ୍ବର ଲର୍କା ଅମିତ ସିଂ ଦେଓ ,ସମାଜ ସେବୀ କୃତିବାସ ପଟେଲ ଓ ଅନ୍ୟାନ୍ୟ କର୍ମଚାରୀ ତଥା ମାନ୍ୟଗଣ୍ୟ ବ୍ୟକ୍ତି  ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026

You Might Also Like