-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଡାବୁଗାଁ ମୈଦଲପୁର ରାସ୍ତା ନିର୍ମାଣ ପାଇଁ ଜମି ଚିହ୍ନଟ ପ୍ରକ୍ରିୟା ଆରମ୍ଭ

25-Jul-2024



ନବରଙ୍ଗପୁର -(ମିହିର ଶଙ୍କର ପାତ୍ର,)
ଡାବୁଗାଁ ମୈଦଲପୁର ରାସ୍ତା ପ୍ରଶାସ୍ତି କରଣ ଡାବୁଗାଁ ମଝିରେ ଅଟକି ରହିଥିଲା। ଆଜି ପୂର୍ତ୍ତ ବିଭାଗ କନିଷ୍ଠ ଯନ୍ତ୍ରୀ ତଥା ପୁଲିସ ର ଉପସ୍ଥିତି ରେ ଡାବୁଗାଁ ରାଜସ୍ବ ନିରୀକ୍ଷକ ଶ୍ରୀ ଚୈତନ୍ୟ ବେହେରା ଜମି ଚିହ୍ନଟ କଲେ।
ପ୍ରକାଶ ଥାଉକି ଡାବୁଗାଁ ଉପକଣ୍ଠରେ ଥିବା ମାନିଗାଁ ନଦୀ ବ୍ରିଜ ପୂର୍ବରୁ ରାସ୍ତା ତିଆରିରେ କେତେଜଣ ରୟତଙ୍କ ଜମି ଉପରେ ମାଟି ପକାଇ ରାସ୍ତା ପ୍ରଶାସ୍ତ କରାଗଲା କିନ୍ତୁ କୌଣସି ରୟତଙ୍କୁ ଏ ସମ୍ପର୍କରେ ସୂଚନା ଦିଆଯାଇନ ନାହିଁ।  ସେହି ସମୟରେ ବିଜେଡି ସରକାର ଥିଲା। ବର୍ତ୍ତମାନ ଶ୍ରାବଣ ମାସରେ ପ୍ରକ୍ରିୟା ଆରମ୍ବ କରାଯାଇଛି। ଶ୍ରମିକ ମାନେ ନିଜ ନିଜର ଚାଷବାସରେ ମାତିଛନ୍ତି, ଲୋକଙ୍କ ଘର, କାନ୍ତ ଭଙ୍ଗାହେଲେ ପୁନଃ ନିର୍ମାଣ ପାଇଁ ହଇରାଣ ହେବେ। ଆଗକୁ ଗାଁ ଭିତରେ କେତେକ ଜାଗାରେ ରାସ୍ତାର ଗୋଟିଏ ପଟେ ନାଳ ଥିଲା। ବର୍ତ୍ତମାନ ରାସ୍ତାର ଉଭୟପଟେ ନାଳ ରହୁ ବୋଲି ଲୋକ କହୁଛନ୍ତି। କ୍ଷତିଗ୍ରସ୍ତ ଲୋକଙ୍କୁ ଉପଯୁକ୍ତ କ୍ଷତିପୂରଣ ଦିଆଯାଉ।ବର୍ଷା ଦିନେ ''ମେରି ରାୟ ଶାସନ ନୀତି '' ଲୋକଙ୍କ ମୁଣ୍ଡ ଉପରେ ଲଦି ଦିଆ ନଯାଉ ବୋଲି ବୁଦ୍ଧି ଯିବି ତଥା ବରିଷ୍ଟ ନାଗରିକ ମାନେ ମତ ଦେଉଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like