-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||     

HOME   ଜିଲ୍ଲା

ପାତାଳଗଙ୍ଗା ରେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ର ଜିଲ୍ଲାସ୍ତରୀୟ କାର୍ଯ୍ୟକାରିଣୀ ବୈଠକ

27-Jul-2024



ବୋଡ଼େନ(ଡୋଲେଶ୍ଵର ବାଗ): ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ଅଧିନସ୍ଥ ତୀର୍ଥ କ୍ଷେତ୍ର ପାତାଲଗଙ୍ଗା ରାଧାକୃଷ୍ଣ ମନ୍ଦିର ସଭାଗୃହରେ ନୂଆପଡା ଜିଲ୍ଲା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ପକ୍ଷରୁ ଏକ ଜିଲ୍ଲାସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ରାଜ୍ୟ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ସଭାପତି ସୁବୋଧ ନାଥ ଶର୍ମା, ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ଉପସଭାପତି କ୍ରିଷ୍ଣାଚନ୍ଦ୍ର ନାୟକ, କୋଷାଧକ୍ଷ ପ୍ରଦୀପ କୁମାର ଦାସ, ସମ୍ପାଦକ ଶ୍ରୀରାମ ଚନ୍ଦ୍ର ଆଚାର୍ଯ୍ୟ, ହାଇପାୱାର କମିଟି  ଜୀବନ ଜ୍ୟୋତି ଚାନ୍ଦ, ଗୋପାଳ ସିଂ, ରଞ୍ଜନ କୁମାର ନାଓ, ଶୁଭେନ୍ଦ୍ର କୁମାର ସାମଳ, ପ୍ରମୁଖ ମଞ୍ଚସିନ ରହିଥିଲେ ଓ ନୂଆପଡା ଜିଲ୍ଲା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ସଭାପତି ବୁଲୁ ପଟେଲ, ଉପ ସଭାପତି ଅମିତ କୁମାର ହଂସ, ସମ୍ପାଦକ ମହାବୀର କଟା, ସହ ସମ୍ପାଦକ ଶାନ୍ତନୁ କୁମାର ପଣ୍ଡା, କୋଷାଧକ୍ଷ ଆଶିଷ କୁମାର ରାଉତ ରାୟ ସହ ସମ୍ପାଦକ ଗଗନ କୁମାର ପାତ୍ର ଓ ଜିଲ୍ଲାର ସମସ୍ତ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ଯୋଗଦାନ କରି ଥିଲେ ଓ ଆଗାମୀ ଦିନେ କିଭଳି ଭାବରେ ଆମ୍ବୁଲାନ୍ସ କର୍ମଚାରୀ ମାନେ ତୃଣମୂଳ ସ୍ତରରୁ ମଜବୁତ ରହିବ ସେ ଉପରେ ଉକ୍ତ ବୈଠକ ରେ ଆଲୋଚନା ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026

You Might Also Like