-+91-9937148622 |

prerana_bgr@rediffmail.com |

  Tuesday 24th November 2026 |

| | | |

R.N.I. Regd No. ODIODI/2010/46693

Breaking News

ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||      ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏସ୍‌.ପି. ଙ୍କ ସହ ଆଲୋଚନା କଲେ ନରସିଂହ ଓ ନାଗରିକ ସମାଜ   (23-Nov-2026)       ||      ବାପା ଆରପାରିରେ♦️ସ୍ତ୍ରୀ ଗଲା ଜେଲ, ଅନାଥ ହେଲେ ଦୁଇ ପିଲା I ଅସମୟରେ ସାହାରା ପାଲଟିଲା ଜିଲ୍ଲା ଚାଇଲଡ ହେଲ୍ପ ଲାଇନ   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||     

HOME   ଜିଲ୍ଲା

ଶିଶୁ ଅଧିକାର ସଚେତନତା ରଥ ଅଭିଯାନ

27-Jul-2024



ସମ୍ବଲପୁର(ସଂଜୀବପାଣିଗ୍ରାହୀ) - ସ୍ବେଚ୍ଛାସେବୀ ଅନୁଷ୍ଠାନ ସିଡି, କେ.ଏନ.ଏଚ ଏବଂ ତିଳେଇବଣୀ ବ୍ଲକ ପ୍ରଶାସନର ମିଳିତ ଉଦ୍ୟମରେ  ଦେବଗଡ ଜିଲ୍ଲାର ତିଲେଇବଣୀ ବ୍ଲକଠାରେ  ଶିଶୁ ଅଧିକାର ସଚେତନତା ରଥ ଅଭିଯାନ ଗତ ୨୩ ତାରିଖରୁ  ଆରମ୍ଭ ହୋଇ ବର୍ତ୍ତମାନ ପର୍ଯ୍ୟନ୍ତ ପରିକ୍ରମା କରୁଛି । ଏହି  ସଚେତନତା ରଥକୁ  ବ୍ଲକ ଉନ୍ନୟନ ଅଧିକାରୀ  ରଘୁନାଥ ପାଣିଗ୍ରାହୀ, ଶିଶୁ ବିକାଶ ଯୋଜନା ଅଧିକାରୀ ଶ୍ରୀମତୀ କାଞ୍ଚନ ପଣ୍ଡା ଏବଂ ବ୍ଲକ ଶିକ୍ଷା ଅଧିକାରୀ   ସିକେନ୍ଦ୍ର ଛାତ୍ରିଆ ସବୁଜ ପତାକା ଦେଖାଇ   ଉଦଘାଟନ କରିଥିଲେ  । ଏହି ଅଭିଯାନର ଉଦ୍ଦେଶ୍ୟ ହେଉଛି ଲୋକମାନକଙ୍କ ମଧ୍ୟରେ ଶିଶୁମାନଙ୍କର ଅଧିକାର ଓ ସୁରକ୍ଷା ସମ୍ପର୍କରେ ସଚେତନତା ବୃଦ୍ଧି କରିବା । ଏହି ଶିଶୁ ଅଧିକାର ସଚେତନତା ରଥ ଅଭିଯାନକୁ ସ୍ନେହ ପ୍ରକଳ୍ପର ପ୍ରୋଗ୍ରାମ ଅଫିସର ଶ୍ରୀ ସଂସାର ବାଗ ପରିଚାଳନା କରିଥିଲେ ଏବଂ ତପନ କୁମାର ପ୍ରଧାନ, ଭାଗ୍ୟଧର ମାନହୀରା, ବରୁଣ କୁଅଁର, ଯୋଗେଶ୍ଵରୀ ପାତ୍ର, ମୋନାଲିଶା ସାହୁ, ରୋହିତ ସାହୁ, ଇନ୍ଦିରା ନାୟକ, ସରିତା କୁଅଁର  ପ୍ରମୁଖ ଏଥିରେ  ସହଯୋଗ କରିଥିଲେ । ଏହି ରଥ ଅଭିଯାନ ତିଲେଇବଣୀ ବ୍ଲକ  ଅନ୍ତର୍ଗତ  ତିନୋଟି ଗ୍ରାମ ପଞ୍ଚାୟତ ଯଥା -ଦୁଧିଆନାଳୀ, ଢୋଳାପଡ଼ା ଓ କଂସର ଗ୍ରାମ ପଞ୍ଚାୟତର ୪୧ ଗ୍ରାମ ଗସ୍ତ କରିବା ସହିତ ଆକର୍ଷଣୀୟ ପୋଷ୍ଟର ଓ ଗୀତ ମାଧ୍ୟମରେ  ସ୍ଥାନୀୟ ଲୋକଙ୍କୁ ଶିଶୁ ଅଧିକାର ଏବଂ ଶିଶୁ ସୁରକ୍ଷା  ବିଷୟରେ ସଚେତନ କରୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026
  ଜିଲ୍ଲା  
ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   24-Nov-2026
  ଜିଲ୍ଲା  
ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   24-Nov-2026
  ରାଜ୍ୟ  
ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ   24-Nov-2026
  ଜିଲ୍ଲା  
ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   24-Nov-2026
  ଜିଲ୍ଲା  
ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   24-Nov-2026
  ଜିଲ୍ଲା  
ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ   23-Nov-2026

You Might Also Like