-+91-9937148622 |

prerana_bgr@rediffmail.com |

  Saturday 24th May 2025 |

| | | |

R.N.I. Regd No. ODIODI/2010/46693

Breaking News

ଜନ ସେବକ ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ   (23-May-2025)       ||      *ଇଞ୍ଜିନିୟର ଅକ୍ଷୟ ସାମଲଙ୍କୁ ଅମୃତ କଳାକାର ପୁରସ୍କାର ପ୍ରଦାନ*   (23-May-2025)       ||      ରୋଜିତା ବାଗ ଙ୍କୁ ଯୁବ କଳାକାର ମେଧାବୃତ୍ତି   (23-May-2025)       ||      ଶ୍ରୀଅରବିନ୍ଦ ପାଠଚକ୍ର କର୍ମୀ ସମ୍ମିଳନୀ    (23-May-2025)       ||      ନୂଆପଡ଼ା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କୃଷି ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ   (23-May-2025)       ||      ରୋଜିତା ବାଗଙ୍କୁ ଯୁବ କଳାକାର ମେଧାବୃତ୍ତି   (23-May-2025)       ||      ଧବଳେଶ୍ଵର ମେହେର ପାଇଲେ ସମ୍ମାନ ଜନକ ଡକ୍ଟରେଟ୍ ଉପାଧି   (23-May-2025)       ||      ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ   (23-May-2025)       ||      ବିନିକାରେ ୩୦ଶଯ୍ୟା ବିଶିଷ୍ଟ ନୂତନ ଡାକ୍ତରଖାନାର ଶିଳାନ୍ୟାସ   (23-May-2025)       ||      ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ମନ୍ତ୍ରୀ ରବି ନାରାୟଣ ନାୟକ ଙ୍କ ସାମ୍ୱାଦିକ ସମ୍ମିଳନୀ   (23-May-2025)       ||      *ମାନ୍ୟବର ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ*- *୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ର ଉଦଘାଟନ*- :   (23-May-2025)       ||      ସାଉନ୍ତେଶ୍ୱରୀ ଦେବୀ ମନ୍ଦିର ପର୍ଯ୍ଯଟନସ୍ଥଳୀ ମାନ୍ୟତା ଓ ପୁନରୁଦ୍ଧାର ଦାବି   (23-May-2025)       ||      ଏସ୍ ବି ଆଇ, ବଲାଙ୍ଗୀର ଶାଖା ପକ୍ଷରୁ କୋଏନ ଏକ୍ସଚେଞ୍ଜ ମେଳା ଅନୁଷ୍ଠିତ    (23-May-2025)       ||      ଆୟ-ବ୍ୟୟ ଆଲୋଚନା ସହ ଧନୁଯାତ୍ରା ଫିଲ୍ମ ଓ କଫି ଟେବୁଲ ବୁକ୍ ହେଲା ଉନ୍ମୋଚନ   (23-May-2025)       ||      ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ   (23-May-2025)       ||      ସୋନପୁର ହରଡଖୋଲ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା*- *ଦୁଇ ମୃତ ୮ ଗୁରୁତର*-   (23-May-2025)       ||      କଟଣୀ ଛଟଣୀରେ ଜର୍ଜରିତ ବରଗଡ଼ ଜିଲ୍ଲା ଚାଷୀ   (23-May-2025)       ||      ଆଜି ଠାରୁ ଜିଲ୍ଲାରେ ରବି ଧାନ କିଣା ଆରମ୍ଭ –ଭାଲେର ପେକ୍ସ ରେ ଧାନ କିଣା ର ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ    (23-May-2025)       ||      ଆମ୍ବରୁ ବିଭିନ୍ନ ମୂଲ୍ୟ ଯୁକ୍ତ ପଦାର୍ଥର ପ୍ରସ୍ତୁତି ସମ୍ବନ୍ଦୀୟ ତାଲିମ କାର୍ଯ୍ୟକ୍ରମ   (23-May-2025)       ||      ଶତାୟୁ ୰ଧୋବେଇ ଚରଣ ଦାଶଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ   (23-May-2025)       ||     

HOME   ଜିଲ୍ଲା

ବଲାଙ୍ଗିର ରାମ ଚରିତ ମାନସ ମନ୍ଦିର ମହାଦେବ ମନ୍ଦିରରେ ଗଙ୍ଗା ଜଳାଶାୟୀ

27-Jul-2024



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ରାମ ଚରିତ ମାନସ ମନ୍ଦିର ସ୍ଥିତ ମହାଦେବ ମନ୍ଦିରରେ ଆଜି ଶ୍ରାବଣ ଧାର୍ମିକ ମାସ ଉପଲକ୍ଷେ ଗଙ୍ଗା ଜଳଶାୟୀ ଅନୁଷ୍ଠିତ ହୋଇଥିଲା। ସକାଳ ୧୧ ଘଣ୍ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ବ୍ୟବସାୟୀ ପୁରନମଲ ଅଗ୍ରୱାଲଙ୍କ ପରିବାର ପକ୍ଷରୁ ଉତ୍ତରପ୍ରଦେଶ ଆଲାହାବାଦରୁ ଟେଙ୍କର ଯୋଗେ ପାଣି ଅଣାଯାଇ ଶ୍ରାବଣ 

ମାସର ଶିବଙ୍କ ପୂଜା ଉପଲକ୍ଷେ ଏହା କରାଯାଇଥିଲା। ଗତ କିଛବର୍ଷ ହେଲା ନିୟମିତ ପୁରଣ ବାବୁଙ୍କ ପରିବାର ଏହା ଆୟୋଜିତ କରୁଥିବା ବେଳେ ଶ୍ରୀରାମ ମନ୍ଦିର ପରିଚାଳନା କମିଟି ସଦସ୍ୟ ଓ ଉତ୍କଳ 

ପ୍ରାଦେଶିକ ମାରୱାଡ଼ି ସମ୍ବେଲନ, ମହିଳା ସମ୍ମିଳନୀ ସଦସ୍ୟ ମାନେ ସହଯୋଗ କରି ଆସୁଛନ୍ତି। ଦିନ ଗୋଟାଏରେ ଭକ୍ତ ମାନଙ୍କ ପାଇଁ ଅନ୍ନ ପ୍ରସାଦର ବ୍ୟବସ୍ଥା କରାଯାଇଥିଲା। ନଗର ମଧ୍ୟରେ ଥିବା ଶ୍ରଦ୍ଧାଳୁ ପୁରୁଷ ଓ ମହିଳା ମନେ କଳସରେ ଗଙ୍ଗା ଜଳ ନେଇ ଧାଡ଼ି ବାନ୍ଧି ଜଳ ଲଗାଇ ପୂଣ୍ୟ ଅର୍ଜନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନ ସେବକ ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ   23-May-2025
  ଜିଲ୍ଲା  
*ଇଞ୍ଜିନିୟର ଅକ୍ଷୟ ସାମଲଙ୍କୁ ଅମୃତ କଳାକାର ପୁରସ୍କାର ପ୍ରଦାନ*   23-May-2025
  ଜିଲ୍ଲା  
ରୋଜିତା ବାଗ ଙ୍କୁ ଯୁବ କଳାକାର ମେଧାବୃତ୍ତି   23-May-2025
  ଜିଲ୍ଲା  
ଶ୍ରୀଅରବିନ୍ଦ ପାଠଚକ୍ର କର୍ମୀ ସମ୍ମିଳନୀ   23-May-2025
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କୃଷି ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ   23-May-2025
  ଜିଲ୍ଲା  
ରୋଜିତା ବାଗଙ୍କୁ ଯୁବ କଳାକାର ମେଧାବୃତ୍ତି   23-May-2025
  ଜିଲ୍ଲା  
ଧବଳେଶ୍ଵର ମେହେର ପାଇଲେ ସମ୍ମାନ ଜନକ ଡକ୍ଟରେଟ୍ ଉପାଧି   23-May-2025
  ଜିଲ୍ଲା  
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ   23-May-2025
  ଜିଲ୍ଲା  
ବିନିକାରେ ୩୦ଶଯ୍ୟା ବିଶିଷ୍ଟ ନୂତନ ଡାକ୍ତରଖାନାର ଶିଳାନ୍ୟାସ   23-May-2025
  ଜିଲ୍ଲା  
ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ମନ୍ତ୍ରୀ ରବି ନାରାୟଣ ନାୟକ ଙ୍କ ସାମ୍ୱାଦିକ ସମ୍ମିଳନୀ   23-May-2025
  ଜିଲ୍ଲା  
*ମାନ୍ୟବର ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ*- *୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ର ଉଦଘାଟନ*- :   23-May-2025
  ଜିଲ୍ଲା  
ସାଉନ୍ତେଶ୍ୱରୀ ଦେବୀ ମନ୍ଦିର ପର୍ଯ୍ଯଟନସ୍ଥଳୀ ମାନ୍ୟତା ଓ ପୁନରୁଦ୍ଧାର ଦାବି   23-May-2025

You Might Also Like