-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟ ଠାରେ କେନ୍ଦ୍ର ଓ ରାଜ୍ୟ ବଜେଟ କୁ ଜିଲ୍ଲାସ୍ତରୀୟ ସାମ୍ବାଦିକ ସମ୍ମିଳନୀ

27-Jul-2024



(ଡୋଲେଶ୍ଵର ବାଗ )
ନୂଆପଡ଼ା ଜିଲ୍ଲା ସଦରମହକୁମା ସ୍ଥିତ ବିଜେପି ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ କେନ୍ଦ୍ର ଓ ରାଜ୍ୟ ବଜେଟ କୁ ନେଇ ଜିଲ୍ଲାସ୍ତରୀୟ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଅଛି। ଏହି ସମ୍ମିଳନୀ ରେ ପୂର୍ବତନ ସାଂସଦ ବସନ୍ତ କୁମାର ପଣ୍ଡା ଅଧ୍ୟକ୍ଷତା କରିଥିବା ବେଳେ ଖରୀଆର ରୋଡ ଅଧ୍ୟକ୍ଷା ସୋନିଆ ଜୈନ, ସୋମନାଥ ଅଗ୍ରୱାଲ, ଜିଲ୍ଲା ଯୁବ ସଭାପତି ଅଭିନନ୍ଦନ ପଣ୍ଡା, ସରୋଜ କୁମାର ସାହୁ,  ଜିଲ୍ଲା ସାଧାରଣ ସମ୍ପାଦକ ତୁଲସୀ ପଟେଲ, ହରିଶ୍ଚନ୍ଦ୍ର  ପଣ୍ଡା, ପ୍ରମୁଖ ଯୋଗ ଦେଇ ରାଜ୍ୟ ଏବଂ କେନ୍ଦ୍ର ବଜେଟ ଲୋକଙ୍କ ପାଇଁ ଉଦ୍ଧିଷ୍ଟ ବଜେଟ ବୋଲି ମତବ୍ୟକ୍ତ କରିଥିଲେ। ଏହି ବଜେଟ ରେ ପ୍ରତ୍ୟେକ ସ୍ତରର ବ୍ୟକ୍ତିଙ୍କ ପାଇଁ ବିଶେଷ ଧ୍ୟାନ ଦିଆଯାଇଥିବା ବେଳେ ସୁଭଦ୍ରା ଯୋଜନା ରେ ମହିଳାଙ୍କ ୫୦୦ କୋଟି, ୨୦୭୪ ସୁଦ୍ଧା ସଙ୍ଘୀୟ ସାମୁହିକ ସାମର୍ଥ୍ୟରେ ବିକଶିତ ଭାରତ ଗଠନ ହେବା ସମ୍ଭବ ବୋଲି ମତବ୍ୟକ୍ତ କରିଥିଲେ। ପୂର୍ବାଞ୍ଚଳ ରାଜ୍ୟର ବିକାଶ ପାଇଁ ୧୦  ହଜାର କୋଟି, ସୁଭଦ୍ରା ଯୋଜନା, କୃଷକ ସମୃଦ୍ଧି ଯୋଜନା ରେ ୫୦୦୦ କୋଟି ଟଙ୍କା ବଜେଟ ରେ ସ୍ଥାନିତ ହୋଇଥିବା ନେଇ ଏକ ସ୍ବାଗତ ଯୋଗ୍ୟ ବଜେଟ ବୋଲି କହିଛନ୍ତି।ଆଦିବାସୀ ଜୀବନ ଜୀବିକା ଯୋଜନା ଭଳି ଅନେକ ଯୋଜନା  ନେଇଥିବା ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   23-Nov-2026
  ଜିଲ୍ଲା  
ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   23-Nov-2026
  ଜିଲ୍ଲା  
କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   23-Nov-2026
  ଜିଲ୍ଲା  
ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   23-Nov-2026
  ଜିଲ୍ଲା  
କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ   23-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026

You Might Also Like