-+91-9937148622 |

prerana_bgr@rediffmail.com |

  Thursday 23rd January 2025 |

| | | |

R.N.I. Regd No. ODIODI/2010/46693

Breaking News

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରର ପୁରାତନ ଛାତ୍ର ଏକତ୍ରି କରଣ   (23-Jan-2025)       ||      ପରାକ୍ରମ ଦିବସରେ ଦୁଇ ଜାତୀୟ ବୀରଙ୍କ ଜୟନ୍ତୀ ପାଳନ   (23-Jan-2025)       ||      ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (23-Jan-2025)       ||      ନେତାଜୀ ସୁଭାଷ, ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ।   (23-Jan-2025)       ||      *ଓଡ଼ିଶା ପୋଲିସ ମହା ନିର୍ଦ୍ଧେଶକ ୱାଇ ବି ଖୁରାନିଆ ଆହତ ଦୁଇ ଯବାନ ଙ୍କ ସହ ଭିଡିଓ କଲ କରି ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ*   (23-Jan-2025)       ||      *ପାପଡ଼ା ହାଣ୍ଡି ବ୍ଳକର ବିଭିନ୍ନ ବିଦ୍ୟାଳୟରେ ଦେଶ ପ୍ରେମୀ ସୁବାଷ ବୋଷ ଙ୍କ ଜୟନ୍ତି ପାଳନ*   (23-Jan-2025)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍    (23-Jan-2025)       ||      ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ    (23-Jan-2025)       ||      *ମହର୍ଷି ବାଲ୍ମୀକି ପ୍ଲେ ସ୍କୁଲରେ ନେତାଜୀ ଜୟନ୍ତୀ ପାଳିତ*   (23-Jan-2025)       ||      *ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ସହକାରୀ ଶିକ୍ଷକ ସଙ୍ଘର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ*   (23-Jan-2025)       ||      ଦେବୋତ୍ତର କମିଶନରଙ୍କ ଶ୍ରୀ ମା ଶ୍ୟାମାକାଳୀ ମନ୍ଦିର ପରିଦର୍ଶନ   (23-Jan-2025)       ||      ଶତାୟୁ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀନିବାସ ପଣ୍ଡାଙ୍କ ପରଲୋକ   (23-Jan-2025)       ||      ଶିଶୁ ଓ ମହିଳା ବିକାଶ ସୋସାଇଟିର ତରଫରୁ ସଫେଇ ଓ ପାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ   (23-Jan-2025)       ||      *ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ ବି ପୁଲ ର ପ୍ରଥମ ମ୍ୟାଚ ରେ ଭୁବନେଶ୍ୱର ଦଳ ବିଜୟୀ ହୋଇ ସେମି ଫାଇନାଲ ରେ ପ୍ରବେଶ*-   (23-Jan-2025)       ||      ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରରେ ବୀର ସୁରେନ୍ଦ୍ର ସାଏ ଓ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ   (23-Jan-2025)       ||      ଫୁଟବଲ ଟୁର୍ନାମେଣ୍ଟ ୱାନ ଡେ଼ ମେଚ୍ ଫାଇନାଲ, ମଧ୍ୟପୁର ବିଜୟୀ   (23-Jan-2025)       ||      ନେତାଜୀ ସୁବାସ ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନ   (23-Jan-2025)       ||      ଜିଲ୍ଲା ଆସିବାସୀ କଲ୍ୟାଣ ସଂଘ ହସ୍ତକ୍ଷେପ ପରେ ମରଶରୀର ଗାଁକୁ ଫେରିଲା   (23-Jan-2025)       ||      ଲୋୟର ସୁକତେଲ ବୁଡି ଅଂଚଳ ସଂଗ୍ରାମ ପରିଷଦ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (23-Jan-2025)       ||      ମାନପୁର ଉଚ୍ଚ ପ୍ରାଥମିକ ସ୍କୁଲର ବାର୍ଷିକୋତ୍ସବ,,,,,,, ଶିଶୁର ପ୍ରଗତି ପାଇଁ ଜନନୀର ଭୂମିକା ଅନନ୍ୟ   (23-Jan-2025)       ||     

HOME   ମହାନଗର

କୁବେର ସୁକତେଲ ଯନ୍ତ୍ରୀ ସୁନିଲ ରାଉତଙ୍କ ଅମାପ ସମ୍ପତ୍ତି : ଉତ୍ତରପ୍ରଦେଶ ଓ ମଥୁରାରୁ ୨ଟି ପ୍ଲଟ ଠାବ କଲା ଭିଜିଲାନ୍ସ

28-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନବିଶ୍ଵାଳ): ଖୋଲୁଛି ବଲାଙ୍ଗିର ଲୋୟର୍‌ ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କ ସମ୍ପତ୍ତି ପେଡି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲିଠୁ ଭିଜିଲାନ୍ସ ରେଡ କରିଛି। ଆଉ ରେଡ କରିବା ପରେ ସୁନୀଲ କୁମାର ରାଉତଙ୍କ ଅମାପ ସମ୍ପତ୍ତି ଦେଖି ତାଜୁବ ହୋଇଯାଇଛି ଭିଜିଲାନ୍ସ। ଓଡ଼ିଶା ଭିତରେ ୩୪ ପ୍ଲଟ୍‌‌, ୨ ଫ୍ଲାଟ୍‌‌ ଏବଂ ୨ ବହୁତଳ କୋଠା ଠାବ ହୋଇଥିବା ବେଳେ ଆଜି ବାହାର ରାଜ୍ୟରୁ ମିଳିଲାଣି ସମ୍ପତ୍ତି। ଉତ୍ତରପ୍ରଦେଶ ଓ ମଥୁରାରୁ ଆଉ ଦୁଇଟି ପ୍ଲଟ୍‌ ଠାବ ହୋଇଛି। ସମ୍ପତ୍ତି ହିସାବରେ ଲାଗିଛନ୍ତି ଭିଜିଲାନ୍ସ ଅଧିକାରୀ। ଅଧିକ ଖୋଳତାଡ଼ ପାଇଁ ଆଜି ତାଙ୍କ ବ୍ୟାଙ୍କ ଲକର ଖୋଲାଯିବ ବୋଲି ଜଣାପଡିଛି।

ଲୋୟର୍‌ ସୁକତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କ ଭୁବନେଶ୍ୱର ସମେତ ପୁରୀ, ଅନୁଗୋଳ, ଢେଙ୍କାନାଳ, କଟକ ଓ ବଲାଙ୍ଗିରର ମୋଟ ୯ଟି ସ୍ଥାନରେ ଗତକାଲି ଚଢ଼ଉ କରାଯାଇଥିଲା।  ଚଢ଼ଉ ବେଳେ ଶ୍ରୀ ରାଉତଙ୍କ ସ୍ଥାବର-ଅସ୍ଥାବର ସଂପତ୍ତି ଦେଖି ଭିଜିଲାନ୍ସ ଜଳକା ହୋଇଯାଇଛି। ଭୁବନେଶ୍ୱରରେ ତାଙ୍କର ୨ଟି ବହୁତଳ କୋଠା, ପୁରୀରେ ୨ଟି ଫ୍ଲାଟ୍‌‌ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମୋଟ ୩୪ଟି ପ୍ଲଟ୍‌ ଠାବ କରିଛି ଭିଜିଲାନ୍ସ। ଏହାବ୍ୟତୀତ ତାଙ୍କର ଗୋଟିଏ ଟ୍ରକ୍‌‌, ୨ଟି ଦାମୀ ଚାରିଚକିଆ ଯାନ (ବେନାମୀ ଗାଡ଼ି) ଓ ୪ଟି ବାଇକ୍‌ ରହିଛି। ତାଙ୍କ ଘରୁ ୧୭୬ ଗ୍ରାମ୍‌ ସୁନା ଅଳଙ୍କାର ସହ ନଗଦ ୨ଲକ୍ଷ ୩୪ ହଜାର ଟଙ୍କା ଠାବ କରାଯାଇଛି। ଏହି ସବୁ ଫ୍ଲାଟ୍‌‌ର ମୂଲ୍ୟ ଭିଜିଲାନ୍ସର ଟେକ୍ନିକାଲ ଟିମ୍‌‌ କରୁଛି। ଗୋଟିଏ ଟ୍ରକ୍‌‌, ୨ଟି ବେନାମି ଦାମୀ ଗାଡ଼ି ଏବଂ ୪ଟି ଦୁଇ ଚକିଆ ଗାଡ଼ିର ମୂଲ୍ୟ ୩୭ ଲକ୍ଷ ୩୬ ହଜାର ୫୯୭ ଟଙ୍କା ହେବ। ସେହିପରି ୧୫ଲକ୍ଷ ଟଙ୍କାର ଆସବାବପତ୍ର ଠାବ କରାଯାଇଛି। ଏହାବ୍ୟତୀତ, ସେ କେଉଁଠି କେଉଁଠି ସବୁ ଟଙ୍କା ଲଗାଇଛନ୍ତି ଏବଂ ସଞ୍ଜୟ ଖାତାରେ କେତେ ଟଙ୍କା ଅଛି, ତାହାକୁ ଭିଜିଲାନ୍ସ ଯାଞ୍ଚ କରୁଛି। ଏନେଇ ଅଧିକ ଛାନ୍‌‌ଭିନ୍‌‌ କରାଯାଉଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁରର ପୁରାତନ ଛାତ୍ର ଏକତ୍ରି କରଣ   23-Jan-2025
  ଜିଲ୍ଲା  
ପରାକ୍ରମ ଦିବସରେ ଦୁଇ ଜାତୀୟ ବୀରଙ୍କ ଜୟନ୍ତୀ ପାଳନ   23-Jan-2025
  ଜିଲ୍ଲା  
ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   23-Jan-2025
  ଜିଲ୍ଲା  
ନେତାଜୀ ସୁଭାଷ, ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ।   23-Jan-2025
  ଜିଲ୍ଲା  
*ଓଡ଼ିଶା ପୋଲିସ ମହା ନିର୍ଦ୍ଧେଶକ ୱାଇ ବି ଖୁରାନିଆ ଆହତ ଦୁଇ ଯବାନ ଙ୍କ ସହ ଭିଡିଓ କଲ କରି ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ*   23-Jan-2025
  ଜିଲ୍ଲା  
*ପାପଡ଼ା ହାଣ୍ଡି ବ୍ଳକର ବିଭିନ୍ନ ବିଦ୍ୟାଳୟରେ ଦେଶ ପ୍ରେମୀ ସୁବାଷ ବୋଷ ଙ୍କ ଜୟନ୍ତି ପାଳନ*   23-Jan-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍   23-Jan-2025
ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜୁଡିସିଆଲ ଏକାଦଶ    23-Jan-2025
  ଜିଲ୍ଲା  
*ମହର୍ଷି ବାଲ୍ମୀକି ପ୍ଲେ ସ୍କୁଲରେ ନେତାଜୀ ଜୟନ୍ତୀ ପାଳିତ*   23-Jan-2025
  ଜିଲ୍ଲା  
*ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷ ଠାରେ ସହକାରୀ ଶିକ୍ଷକ ସଙ୍ଘର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ*   23-Jan-2025
  ଜିଲ୍ଲା  
ଦେବୋତ୍ତର କମିଶନରଙ୍କ ଶ୍ରୀ ମା ଶ୍ୟାମାକାଳୀ ମନ୍ଦିର ପରିଦର୍ଶନ   23-Jan-2025
  ଜିଲ୍ଲା  
ଶତାୟୁ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀନିବାସ ପଣ୍ଡାଙ୍କ ପରଲୋକ   23-Jan-2025

You Might Also Like