-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   (23-Nov-2026)       ||      ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   (23-Nov-2026)       ||      ‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   (23-Nov-2026)       ||      ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||     

HOME   ଜିଲ୍ଲା

ରାସ୍ତା ପ୍ରଶସ୍ତିକରଣ କାମ ହେବା ଦ୍ବାରା ରାସ୍ତା ପାର୍ଶ୍ଵରେ ଥିବା କର ନାଲା ପୋତି ହୋଇଯିବାରୁ ଚାଷୀ ମାନେ କେନାଲ ପାଣି ପାଇବାରୁ ବଞ୍ଚିତ

28-Jul-2024



ଆଗଲପୁର, (ପ୍ରେରଣା ଖବର) ଆଗଲପୁର ବ୍ଲକ ର ଆଗଲପୁର ସାଲେଭତା ରାସ୍ତା ମଝିରେ ଥିବା ଚେପ୍ଟି ମୁହାଣ ଠାରୁ ଉପରବାହାଲ ଭାୟା ନୁଆପାଲି କୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ରେ ନୂତନ ଭାବରେ ପ୍ରଶସ୍ତି କରଣ କାମ ଚାଲୁଅଛି l ପ୍ରଶସ୍ତି କରଣ ପାଇଁ ରାସ୍ତାର ଉଭୟ ପାର୍ଶ୍ବରେ ମାଟି ପକା ଯାଇ କାମ ଚାଲୁଅଛି। ହେଲେ ଏହି ପ୍ରଶସ୍ତି କରଣ କାମ ହେବାଦ୍ବାରା ରାସ୍ତାର ଉଭୟ ପାର୍ଶ୍ବରେ ଥିବା କର ନାଳା ପୋତି ହୋଇ ଯାଇଛି l ଫଳରେ ଚାଷୀଙ୍କ ଜମି କୁ କେନାଲ ଯିବାରେ ସମସ୍ୟା ଦେଖା ଦେଇଛି l ଯଦ୍ୱାରା ଚାଷୀମାନେ କେନାଲ ପାଣି ପାଇବାରୁ ବଞ୍ଚିତ ହୋଇଛନ୍ତି l ଠିକାଦାର ଓ ବିଭାଗୀୟ ଯନ୍ତ୍ରୀ ଙ୍କୁ ଜଣାଇଲା ପରେ ମଧ୍ୟ କେନାଲ ରୁ ମାଟି ଉଠା ଯାଉ ନାହିଁ l ଫଳରେ ଚାଷୀମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ତା ସଙ୍ଗେ ସଙ୍ଗେ ରାସ୍ତା ରେ ମାଟି ପକାଯାଇ ଥିବାରୁ ସବୁ ମାଟିତକ ବର୍ଷାରେ ଚାଷ ଜମି ରେ ପୋତି ହୋଇଯାଉଛି। ରାସ୍ତା ର ଉଭୟ ପାର୍ଶ୍ବରେ ସିମେଣ୍ଟ କାନ୍ଥ ଦେବାକୁ ଦାବି କରିଛନ୍ତି l

କିଛି ଜାଗାରେ ସିମେଣ୍ଟ କାନ୍ଥ ତିଆରି କରା ଯାଇଛି ହେଲେ ରାସ୍ତା ଅତି ଉଚ୍ଚ ହୋଇଥିବାରୁ ମାଟି ସବୁ ଜମି ରେ ପୋତି ହେବାର ସମ୍ଭାବନା ଦେଖା ଦେଇଛି l ତେଣୁ ରାସ୍ତାର ଉଚ୍ଚତା ଅନୁଯାୟୀ ସିମେଣ୍ଟ କାନ୍ଥ ତିଆରି କରିବାକୁ ଦାବି କରିଛନ୍ତି l ତେଣୁ ବିଭାଗୀୟ ଅଧିକାରୀ ଯଥାଶୀଘ୍ର ଏ ଦିଗରେ ଦୃଷ୍ଟିଦେଇ ଉଚିତ୍ ପଦକ୍ଷେପ ନେବାକୁ ଦାବି ହେଉଛି। ବର୍ତ୍ତମାନ ଚାଷ କାମ ଚାଲିଥିବା ବେଳେ ଏ ସବୁ ସମସ୍ୟା ଦେଖି ଚାଷୀ ଚିନ୍ତାରେ ପଡ଼ି ଗଲେଣି l ତେଣୁ ଆଗାମୀ ଦିନରେ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ଲୋକେ ଦାବି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି   23-Nov-2026
  ଜିଲ୍ଲା  
ଆଦିବାସୀ ଙ୍କ ଜନ ନେତା ତଥା ସ୍ୱାଧୀନତା ସଂଗ୍ରାମୀ ଯୋଗେଶ୍ୱର କୁମୁରା ଙ୍କ ସ୍ମାରକୀ ଦାବୀ ଉଠିଲା   23-Nov-2026
  ଜିଲ୍ଲା  
‘ନୂଆପଡ଼ା ଉନ୍ମେଷ’ର ଶୁଭାରମ୍ଭ: ଦାଦନ ସମସ୍ୟାର ମୁକାବିଲା ଓ ସ୍ଥାନୀୟ ଜୀବିକା ସୃଷ୍ଟି ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନର ଅଭିନବ ପଦକ୍ଷେପ   23-Nov-2026
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   23-Nov-2026
  ଜିଲ୍ଲା  
ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   23-Nov-2026
  ଜିଲ୍ଲା  
କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   23-Nov-2026
  ଜିଲ୍ଲା  
ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   23-Nov-2026
  ଜିଲ୍ଲା  
କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   23-Nov-2026

You Might Also Like