-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ରାଜ୍ୟ

ଓଡିଆ ସାହିତ୍ୟରେ ପ୍ରେମ,କରୁଣା,ଆବେଗ ଓ ତ୍ୟାଗ ଭରିରହିଛି-ଡ.ଗୌରହରୀ ଦାସ

29-Jul-2024



ବଲାଙ୍ଗୀର(ପ୍ରେରଣା ଖବର)- ବିଶ୍ୱର ସର୍ବଶ୍ରେଷ୍ଠ ଗବେଷକଙ୍କ ମତରେ ଓଡିଆ ସାହିତ୍ୟରେ ହିଂସା,ଅହଙ୍କାର ଓ ବିଦ୍ୱେଷ ଅନୁପାତ ଅନ୍ୟ ସାହତ୍ୟଠାରୁ ଖୁବକମ୍ ।  କାରଣ ଓଡଶାର ସାଂସ୍କୃତିକ ଜୀବନ ତଳେ ଆଉଏକ ଜୀବନଶୈଳୀ ରହିଛି । ଯାହା ବୌଦ୍ଧଧର୍ମ ଦ୍ୱାରା ପ୍ରଭାବିତ । ତେଣୁ ସାହିତ୍ୟ ସବୁ ଉପାଦାନର ମୂଳପିଣ୍ଡ । ଓଡିଆ ସାହିତ୍ୟରେ ପ୍ରେମ,କରୁଣା,ଆବେଗ ଓ ତ୍ୟାଗ ଭରି ରହିଛି ବୋଲି ବଲାଙ୍ଗୀରର ପିପିଏକାଡେମୀ ହାଇସ୍କୁଲର ସଭାକକ୍ଷରେ ସାହିତ୍ୟ ଅନୁଷ୍ଠାନ ରଚନା ପକ୍ଷରୁ ଆୟୋଜିତ ଗଗନ ସ୍ୱାଇଁ ସ୍ନାରକୀବକ୍ତୃତାରେ ଜଗତଉଦ୍ଧାର ହେଉ ଶୀର୍ଷକ ଆଲୋଚନାଚକ୍ରରେ ଓଡିଶା ବିଶିଷ୍ଟ ସାହିତ୍ୟିକ ଡ.ଗୌରହରୀ ଦାସ ମତବ୍ୟକ୍ତ କରିଛନ୍ତି । ସେ ଆହୁରି କହିଛନ୍ତି ଯେ,ସାହିତ୍ୟର ଭୂମୀକା ବର୍ଷାପରି । ବର୍ଷା ଯେଭଳି ନୂଆ ଜଗତ ସୃଷ୍ଟିପାଇଁ  ସହାୟ ହୋଇଥାଏ ଠିକ ସେହିପରି ସାହିତ୍ୟ ନୂତନ ସୃଜନ ସଂସାର ଆରମ୍ଭ କରିଥାଏ । ସଂସାର ଆବେଗ ବିନା ରହିପାରିବ ନାହିଁ । ଏହି ଅବେଗର ନିଦର୍ଶନ ଓଡିଆ ସାହିତ୍ୟରେ ଭରି ରହିଛି । ମଣିଷର ଚେତନାକୁ ସାହିତ୍ୟ ଆଲୋକିତ କରିଥାଏ । ଶବ୍ଦକୁ ସେ ସବୁଠୁ ସମୃଦ୍ଧ ଓ ଶକ୍ତିଶାଳୀ ଅସ୍ତ୍ର ବୋଲି ବିବେଚନା କରିଥିଲେ । ମାତ୍ର ଗୋଟିଏ କଟୁଶବ୍ଦର ବେଦନା ଓ ଯନ୍ତ୍ରଣା ମଣିଷକୁ ଦୀର୍ଘଦିନ ଧରି ଆଘାତ ଦେଇଥାଏ । ତେଣୁ ଶବ୍ଦପ୍ରୟୋଗ ବେଳେ ସମସ୍ତେ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ସେ କହିଥିଲେ ଯେ,ସାହିତ୍ୟ ଅଭିଜ୍ଞତା ଦେଇଥାଏ ଓ ଏହି ଅଭିଜ୍ଞତା ମଣିଷକୁ ବଦଳାଇ ଦେଇଥାଏ । ଭାରତର ଦୁଇଟି ମହାନକିର୍ତ୍ତି ମହାଭାରତ ଓ ରାମାୟଣରେ ମଧ୍ୟ ପ୍ରେମ,କରୁଣା ଓ

ଆବେଗର ଅନେକ ଉଦାହରଣ ରହିଛି ବୋଲି ଡ.ଦାସ କହିଥିଲେ । ରଚନାର ସଭାପତି ସନାତନ ଠାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସଂପାଦକ ଭାଗିରଥି ମିଶ୍ର ସ୍ୱାଗତ ଅଭିଭାଷଣ ଓ ରାଜୀବଲୋଚନ ଆଚାର୍ଯ୍ୟ ପ୍ରାରମ୍ଭିକ ସୂଚନା ଦେଇଥିଲେ । ଏହି ଅବସରରେ ସ୍ୱର୍ଗତ ଗଗନ ସ୍ୱାଇଁଙ୍କ କବିତା ଓ ଗଲ୍ପକୁ କବି ପ୍ରହଲ୍ଲାଦ ଶତପଥି,ବନ୍ଦନା ପଟ୍ଟନାୟକ,ଜଗନ୍ନାଥ ସାହୁ ଓ ସୌମ୍ୟାଋତୁପର୍ଣ୍ଣା ତ୍ରୀପାଠୀ ପାଠ କରିଥିଲେ । ଶେଷରେ ରତ୍ନମୟ ତ୍ରୀପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପ୍ରଫେସର ମଧୁସୂଦନ ପତି,ପ୍ରଫେସର ଘନଶ୍ୟାମ ପଣ୍ଡା,ରମେଶଚନ୍ଦ୍ର ପୁରୋହିତ,ଗାଲ୍ପିକା ଗାୟତ୍ରୀ ସରାଫ,ଅଧ୍ୟାପକ ଅକ୍ଷୟ ସାହୁ,କୌତୁକ ପନ୍ଦର,ସାମ୍ବାଦିକ ମନରଂଜନ ଯୋଷୀ,ଅଖିଳ ହୋତା ପ୍ରମୁଖଙ୍କ ସହିତ ଶତାଧିକ ସାହିତ୍ୟପ୍ରେମୀ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like