-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||      ଜିଲ୍ଳା କେମିଷ୍ଟ ଏବଂ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବନ୍ଦ ଡାକରା ପୁର୍ଣ ସଫଳ    (20-May-2026)       ||     

HOME   ଜିଲ୍ଲା

ସାନ୍ଦୁଲ ସେତୁ ପାଇଁ ତିରିଶ ଲକ୍ଷ ରୁ ଉର୍ଦ୍ଧ ଟଙ୍କା ର ଦୁରୁପଯୋଗ ତଦନ୍ତ ଦାବି

31-Jul-2024



ନର୍ଲା (ଚିନ୍ତାମଣି ନାଏକ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଛତିକୁଡ଼ା ଠାରୁ ନର୍ଲା କୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ  ବେହେରାପାଟି ନିକଟସ୍ଥ ସାନ୍ଦୂଲ୍ ସେତୁ ନିର୍ମାଣ ପାଇଁ ପାଖାପାଖି ତିରିଶ ଲକ୍ଷ ରୁ ଉର୍ଦ୍ଧ୍ବ ଟଙ୍କାର ଡ଼ାଇଭର୍ଶନ ରୋଡ ଏବଂ କଲଭଟ ଅତି ତରବରିଆ ଭାବରେ ୨୦୨୩ ମସିହା ନଭେମ୍ବର ମାସରେ ନିର୍ମାଣ କରାଯାଇଥିଲା  ପୋଲ ନିର୍ମାଣ ପାଇଁ ରାଜ୍ୟ ସରକାର ୨୦୨୨ -୨୩ ଆର୍ଥିକ ବର୍ଷରେ ଅନୁଦାନ ପ୍ରଦାନ କରିଥିଲେ ହେଁ ଆଜି ପର୍ଯ୍ୟନ୍ତବିଭାଗ ନିର୍ମାଣ କାମ ଜମାରୁ ନାଁ ଧରୁନାହିଁ କିନ୍ତୁ ବିଗତବର୍ଷ ଅତ୍ୟନ୍ତ ଦାୟିତ୍ୱ ହୀନ ଭାବରେ ସାନ୍ଦୂଲ୍ ନଦୀଠାରେ କେସିଙ୍ଗା ର ଏକ ଠିକା ସଂସ୍ଥା ଡାଇଭର୍ଶନ ରୋଡ ଓ କଲଭଟ୍ ଅତି ନିମ୍ନ ମାନର ନିର୍ମାଣ କରି ୩୦ ଲକ୍ଷରୁ ଉର୍ଦ୍ଧ ସରକାରୀ ଅର୍ଥ ଅପ ବ୍ୟବହାର ହୋଇଥିବା ଅଭିଯୋଗ ହୋଇଛି ଓ ଅନ୍ୟପଟେ ବିଭାଗୀୟ ଅଧିକାରୀ ମାନଙ୍କୁ ପଚାରିଲେ ତାର ମେପ୍ ଓ ଡ୍ରଇଂ ଆସିନାହିଁ ବୋଲି ଉତ୍ତର ରଖୁଛନ୍ତି  ତାହେଲେ ଲକ୍ଷ ଲକ୍ଷ ଟଙ୍କାର ଦାଇଭର୍ଶନ ରୋଡ ଓ କଲ୍ ଭଟ୍ କାହା ସ୍ୱାର୍ଥରେ ନିର୍ମାଣ କରାଗଲା ବୋଲି ସାଧାରଣରେ ପ୍ରଶ୍ନ ଉଠିଛି ବର୍ତ୍ତମାନ ଚଳିତ ବର୍ଷ ଜୁଲାଇ ମାସ ଶେଷ ସପ୍ତାହ ରେ ଲଘୁଚାପ ଜନିତ ବର୍ଷାରେ  ନଦୀ ଗର୍ଭରେ ଲକ୍ଷ ଲକ୍ଷ ଟଙ୍କାର ରୋଡ ବିଲୀନ ବିଲୀନ ହୋଇଯାଇଛି ତେବେ ଏତେ ଗୁଡ଼ିଏ ରାଜସ୍ବ ହାନି ପାଇଁ କେଉଁ ଅଧିକାରୀ ଦାୟୀ ରହିବେ ତାହା ଏବେ ବଡ଼ ପ୍ରଶ୍ନ  ଏବଂ ମୁଖ୍ୟ ରାସ୍ତା କୁ ଲାଗି ବ୍ରିଜର ତଳ ପଟୁ କୋଡିଏ ରୁ ତିରିଶ ଫୁଟଗାଢ଼ ରେ ବେଆଇନ ଭାବରେ ମାଟିଉଠାଇ ନେଇ ଥିବାରୁ ରାସ୍ତା ଟି ଅତ୍ୟନ୍ତ ବିପଦ ପୂର୍ଣ୍ଣ ଭାବରେ ପଡିରହିଛି ଖାଲି ସେତିକ ନୁହେଁ ବ୍ରିଜ ଓ ରୋଡ଼ କୁ ସୁରକ୍ଷ୍ୟା ଯୋଗାଉ ଥିବା,ହାରା ହାରି ଅଶି ଲକ୍ଷ ରୁ ଉର୍ଦ୍ଧ ଟଙ୍କାର ଗାର୍ଡ ୱାଲ କୁ ମଧ୍ୟ ଭାଙ୍ଗି ଦିଆଯାଇଛି ଏଣୁ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରାଯାଇ ସରକାରୀ ଅର୍ଥ ଅପ ବ୍ୟବହାର କରିଥିବା ଅଧିକାରୀ ଓ ଠିକା ସଂସ୍ଥା ଙ୍କ ବିରୋଧରେ ବିଭାଗୀୟ ମନ୍ତ୍ରୀ ଓ ଜିଲ୍ଲାପାଳ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ସାଧାରଣରେ ଦାବି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026
  ରାଜ୍ୟ  
ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   20-May-2026

You Might Also Like