-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||     

HOME   ଜିଲ୍ଲା

ଜିଲ୍ଲା ପୋଲିସ ପକ୍ଷରୁ ଅବସର କାଳୀନ ବିଦାୟ ସମର୍ଦ୍ଧନା

31-Jul-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲା ପୋଲିସ୍ କାର୍ଯ୍ୟାଳୟ ରେ ପୋଲିସ ବିଭାଗ ର ଦୁଇ ଜଣ ବରିଷ୍ଠ କର୍ମଚାରୀଙ୍କୁ  ଅବସର କାଳୀନ ବିଦାୟ ସମ୍ବର୍ଧନା ଜ୍ଞାପନ କରା ଯାଇଛି । ଜିଲ୍ଲା ପୋଲିସ କାର୍ଯ୍ୟାଳୟ ରେ ଦୀର୍ଘ ବର୍ଷ ଧରି ବରିଷ୍ଠ କିରାଣୀ କିଶୋର ରାଉତ ଓ କନେଷ୍ଟବଳ ନାରାୟଣ ରନବିରା ସୁଚାରୁ ରୁପେ କାର୍ଯ୍ୟ ତୁଲାଇ ଥିବା ଜଣାଯାଏ l ଆଜି ଉଭୟ ଙ୍କ ଅବସର ପରେ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ୍ ପକ୍ଷରୁ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ଉଭୟ ପୋଲିସ କର୍ମଚାରୀ ଙ୍କୁ ସୁବର୍ଣ୍ଣପୁର ଜିଲ୍ଲା  ଆରକ୍ଷୀ ଅଧିକ୍ଷକ ୟଶ ପ୍ରତାପ ଶ୍ରିମାଲ ମାନପତ୍ର,  ଉପଢୌକନ ଓ ଫୁଲ ତୋଡା ଦେଈ ପ୍ରଦାନ ପୂର୍ବକ ଉଭୟ ଙ୍କୁ ଶୁଭ କାମନା ଜଣାଇ ଅବସର ଜୀବନ ରେ ସ୍ବାସ୍ଥ୍ୟ ସୁରକ୍ଷା ସହ ସମାଜ ର ଦେଶ ଶାନ୍ତି ସୁରକ୍ଷା ପାଇଁ କିଛି କିଛି ସେବା ଦେବାକୁ ପରାମର୍ଶ କରିଥଲେ l ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ପୋଲିସ୍ କାର୍ଯ୍ୟାଳୟ ର ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।  ଆରକ୍ଷୀ ନିରୀକ୍ଷକ ସରୋଜ ବେହେରା  ବିଦାୟ କାଳୀନ ସଭା କୁ ସଂଯୋଜନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026

You Might Also Like