-+91-9937148622 |

prerana_bgr@rediffmail.com |

  Sunday 19th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ଉମା-ଢେକଲମୁଣ୍ଡା ରାସ୍ତା ଶୋଚନୀୟ

31-Jul-2024



କଣ୍ଟାମାଳ (ଜୟ କୁମାର ମହାରଣା )
କଣ୍ଟାମାଳ ବ୍ଲକ ଉମା ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ଢେକଲମୁଣ୍ଡା ଯାଇଥିବା ପଞ୍ଚାୟତ ରାସ୍ତା ଶୋଚନୀୟ ହୋଇ ପଡିଛି l ରାସ୍ତାର ବିଭିନ୍ନ ସ୍ଥାନରେ ଖାଲଖମା ହୋଇଥିବାରୁ ବର୍ଷା ଦିନରେ ପାଣି ଜମି ରହୁଛି l ଫଳରେ ରାସ୍ତାରେ ଯାତାୟତ କରିବା ବିପଦ ପୂର୍ଣ୍ଣ ହୋଇପଡିଛି l ଏହି ରାସ୍ତାରେ ପଞ୍ଚାୟତ କାର୍ଯ୍ୟାଳୟ, ହାଇସ୍କୁଲ ଓ ଛାତ୍ରୀନିବାସ ରହିଛି l ଜଳସେଚନ ବିଭାଗ ପକ୍ଷରୁ ପୋଖରୀର ଜଳ ନିଷ୍କାସନ ପାଇଁ ଡ୍ରେନ ନିର୍ମାଣ କରାଯାଉ ଥିବାରୁ ପଞ୍ଚାୟତ ଛକରୁ ହାଇସ୍କୁଲ ପର୍ଯ୍ୟନ୍ତ ଗୋଟିଏ ପାର୍ଶ୍ୱରେ ଅସମ୍ପୂର୍ଣ ଓ ମୁକ୍ତ ଅବସ୍ଥାରେ ରହିଛି l ଫଳରେ ରାସ୍ତା ସଂକୀର୍ଣ୍ଣ ହୋଇ ବିପଦକୁ ନିମନ୍ତ୍ରଣ କରୁଛି l ବୃଦ୍ଧବୃଦ୍ଧାମାନେ ଭର୍ତ୍ତା ପାଇଁ ପଞ୍ଚାୟତକୁ ଓ ଛାତ୍ରଛାତ୍ରୀମାନେ ବିଦ୍ୟାଳୟକୁ ଯିବା ଆସିବା ସମୟରେ ଭୟ ମନେ କରୁଛନ୍ତି l ବିଦ୍ୟାଳୟ କମିଟି ପକ୍ଷରୁ ସ୍ଥାୟୀ ରାସ୍ତା ନିର୍ମାଣ ନିମନ୍ତେ ପ୍ରଶାସନକୁ ଜଣାଇଥିଲେ ମଧ୍ୟ ସୁଫଳ ମିଳିପାରିନାହିଁ l ଉମା ପଞ୍ଚାୟତ ଛକରୁ ହାଇସ୍କୁଲ ପର୍ଯ୍ୟନ୍ତ କଂକ୍ରିଟ ରାସ୍ତା ନିର୍ମାଣ କିମ୍ବା ଉକ୍ତ ଛକରୁ ଭାୟା ଢେକଲମୁଣ୍ଡା ଦେଇ ଆମ୍ବାଗାଁ ପଞ୍ଚାୟତର ଦେଢ଼େଣମାଳ ପର୍ଯ୍ୟନ୍ତ ରାସ୍ତାକୁ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରାଗଲେ ରାସ୍ତା ଉପରେ ନିର୍ଭର କରୁଥିବା ବ୍ୟକ୍ତିବିଶେଷ ଉପକୃତ ହୋଇ ପାରନ୍ତେ ବୋଲି ସାଧାରଣରେ ମତପ୍ରକାଶ ପାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like