-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||      ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   (22-Nov-2026)       ||      ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   (22-Nov-2026)       ||      ବଲାଙ୍ଗୀର ହାଟପଡ଼ାରେ ଦ୍ୱାଦଶ ତମ ଚବିଶ ପ୍ରହରୀ ନାମଯଜ୍ଞ ପାଇଁ ଭବ୍ୟ କଳସ ଯାତ୍ରା   (22-Nov-2026)       ||      ସାଇଟ କଲେଜରେ ଶିଶୁ ସୁରକ୍ଷା ଓ  ସଚେତନତା ଶିବିର   (22-Nov-2026)       ||      ପାନ ଦୋକାନରେ ଚୋରି ଘଟଣାରେ ଅଭିଯୁକ୍ତ ଗିରଫ, ଚୋରି ଟଙ୍କା ଉଦ୍ଧାର ସହ ଲୁହା ରଡ୍ ଜବତ   (22-Nov-2026)       ||      *ଓଡିଶା ପାଇଁ ଗୌରବ ଡା. ଜ୍ୟୋତିର୍ମୟ ନାୟକ ଜାତୀୟ ଶ୍ରେଷ୍ଠ ଚିକିତ୍ସା ଶିକ୍ଷକ ପୁରସ୍କାର ପାଇଁ ମନୋନୀତ*   (22-Nov-2026)       ||      ବାରିପଦା ବାସୀଙ୍କ ଦୀର୍ଘବର୍ଷର ସ୍ୱପ୍ନ ହେବ ପୂରଣ :ବୁଢାବଳଙ୍ଗ ରିଙ୍ଗରୋଡ଼ ପ୍ରକଳ୍ପ ପାଇଁ ୨୭୮.୧୩ କୋଟି ଟଙ୍କାର ଅନୁମୋଦନ   (22-Nov-2026)       ||      *ନବରଙ୍ଗପୁରରେ ଡାକ୍ତରଙ୍କୁ ଧମକ ଅଭିଯୋଗ, ଏକ ଦିନ ଓପିଡି ବନ୍ଦ କରିବ ଓଡ଼ିଶା ମେଡିକାଲ୍ ସର୍ଭିସ୍ ଆସୋସିଏସନ୍*   (22-Nov-2026)       ||      ବରପାଲି ରେ ଗଙ୍ଗାଧର ମେହେର କପ୍ ଫୁଟବଲ ଫାଇନାଲକୁ କୁଚିଣ୍ଡା ଦଳ ପ୍ରବେସ   (22-Nov-2026)       ||      ସରକାରୀ ଚାକିରି କରାଇ ଦେବାକୁ କହି ଲକ୍ଷାଧିକ ଟଙ୍କା ଲୁଟୁଥିଲେ, ଶେଷରେ ପୋଲିସ ହାତରେ ଗିରଫ ହେଲେ ଠକ    (21-Nov-2026)       ||     

HOME   ଜିଲ୍ଲା

ହାନିଫ ଖାନଙ୍କ ଅବଦାନ ସ୍ମରଣୀୟ - ଏସ ପି ନୂଆପଡା

31-Jul-2024



(ରାମନାଥ ପଣ୍ଡା )
 ନୂଆପଡ଼ା ଜିଲ୍ଲା  ପୋଲିସ ବିଭାଗରେ କାର୍ଯ୍ୟ ଜୀବନ ଶେଷ କରି ଅବସର ନେବାପରେ ପୋଲିସ ବିଭାଗ ପକ୍ଷରୁ ଅବସରପ୍ରାପ୍ତ ପୋଲିସ ଅଧିକାରୀ ହାନିଫ୍ ଖାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ହାନିଫ ଖାନଙ୍କ ପ୍ରତିଟି ଅବଦାନ ପୋଲିସ କର୍ମଚାରୀଙ୍କୁ ପ୍ରେରଣା ଯୋଗାଇବା ସହ ପୋଲିସ ପାଇଁ ସେ ଚିର ସ୍ମରଣୀୟ ବୋଲି ଏସପି ଜି ଆର ରାଘବେନ୍ଦ୍ର ସମ୍ବର୍ଦ୍ଧନା ସଭାରେ ପ୍ରକାଶ କରିଛନ୍ତି। ପୋଲିସ ସିପାହୀ ରୂପେ କାର୍ଯ୍ୟରେ ଯୋଗଦାନ କରି ଏ ଏସ ଆଇ ଭାବରେ ହାନିଫ ଖାନ କାର୍ଯ୍ୟରୁ ଅବସର ଗ୍ରହଣ କରିଛନ୍ତି। କାର୍ଯ୍ୟ ଦକ୍ଷତା ଯୋଗୁଁ  କୋର୍ଟ ପରିସର ମଧ୍ୟରେ ପୋଲିସ ଦାୟିତ୍ବ ନିର୍ବାହ କରିଛନ୍ତି। ସମ୍ବର୍ଦ୍ଧନା ସଭାରେ ଏ ଏସ ପି ଇନ୍ଦ୍ରମଣି ବେହେରା ଏବଂ ବରିଷ୍ଠ ପୋଲିସ ଅଧିକାରୀମାନେ ଯୋଗ ଦେଇ ତାଙ୍କ ଅବଦାନ ଉପରେ ଆଲୋକପାତ କରିଥିଲେ।ବାସ୍ତବରେ  ଶ୍ରୀଯୁକ୍ତ ଖାନଙ୍କ କର୍ମକ୍ଷେତ୍ରରୁ  ଏହି ଅବସର ଗ୍ରହଣ ବା ବିଦାୟ ତାଙ୍କ ଜୀବନରେ ବିଦାୟ ନୁହେଁ ବରଂ ବିଜୟ ଯାତ୍ରା କହିଲେ ମଧ୍ୟ ଅତ୍ୟୁକ୍ତି ହେବ ନାହିଁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026
  ଜିଲ୍ଲା  
ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    22-Nov-2026
  ଜିଲ୍ଲା  
ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ   22-Nov-2026
  ଜିଲ୍ଲା  
୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ   22-Nov-2026
  ଜିଲ୍ଲା  
ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ   22-Nov-2026
  ଜିଲ୍ଲା  
ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   22-Nov-2026
  ଜିଲ୍ଲା  
ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   22-Nov-2026
  ଜିଲ୍ଲା  
*ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   22-Nov-2026
  ଜିଲ୍ଲା  
ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   22-Nov-2026
  ଜିଲ୍ଲା  
ଭକ୍ତି ରସରେ ବିଭୋର ହେଲେ ଶ୍ରଦ୍ଧାଳୁ,ରୁକ୍ମିଣୀ ବିବାହ ଶୋଭାଯାତ୍ରାରେ କମ୍ପିଲା ଗ୍ରାମ (ଫୁଲମୁଠିରେ ସପ୍ତାହ ପାରାୟଣ)   22-Nov-2026
  ରାଜ୍ୟ  
ଲାଠୋର ଥାନା ଚାରିପଟେ ଦାଦନସର୍ଦ୍ଦାରଙ୍କ ଘର♦️ ବେଆଇନ ଚାଲାଣକାରୀ ସର୍ଦ୍ଦାରର ସ୍ବୀକାରୋକ୍ତି  ! ଆନ୍ତଃଜିଲ୍ଲା ଓ ଆନ୍ତଃରାଜ୍ୟ ସର୍ଦ୍ଦାର ଗିରଫ   22-Nov-2026

You Might Also Like