-+91-9937148622 |

prerana_bgr@rediffmail.com |

  Monday 20th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   (19-Jul-2026)       ||      ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   (19-Jul-2026)       ||      ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   (19-Jul-2026)       ||      ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   (19-Jul-2026)       ||      ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   (19-Jul-2026)       ||      ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   (19-Jul-2026)       ||      ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   (19-Jul-2026)       ||      *କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   (19-Jul-2026)       ||      ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   (19-Jul-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   (19-Jul-2026)       ||      ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   (19-Jul-2026)       ||      ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   (19-Jul-2026)       ||      ମହିଳା ମାନଙ୍କୁ ସ୍ୱାବଲମ୍ବୀ କରିବାକୁ ଏକ ପ୍ରୟାସ   (19-Jul-2026)       ||      ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର   (18-Jul-2026)       ||      କବୟତ୍ରୀ ସରସ୍ବତୀ ମିଶ୍ର ଙ୍କ " ଛନେ ଆ" କୋସଲି କବିତା ବହି ମୁକୁଲାନ    (18-Jul-2026)       ||      ପ୍ରଦୂଷଣ ନିୟମ ଉଲ୍ଲଂଘନ : ଅଗ୍ରସେନ ସ୍ପଞ୍ଜକୁ ସିଲ୍ କଲା ଏସପିସିବି   (18-Jul-2026)       ||      ଚାଷୀଙ୍କ ଜମିରେ ରାସ୍ତା ! କ୍ଷତିପୁରଣ ଦାବୀ ନେଇ ରାସ୍ତାରେ କଂଟାବାଡ ରୋଗୀ ନେଇ ଆସୁଥୁବା ଆମ୍ବୁଲାନ୍ସ ଫେରିଗଲା, ତଦନ୍ତ ଜାରି   (18-Jul-2026)       ||      ବରପାଲି ରେ ପଞ୍ଚାୟତ ସମିତି ବୈଠକ   (18-Jul-2026)       ||      *ଚୋରା ଚାଲାଣ ବେଳେ ୮୩ ମହିଷି ଉଦ୍ଧାର*   (18-Jul-2026)       ||      *ସର୍ବଭାରତୀୟ ନିଟ ୟୁଜି ପରୀକ୍ଷାରେ ଆଶିର୍ବାଦ ଙ୍କ କମାଲ*   (18-Jul-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଡେଙ୍ଗୁ ନିବାରଣ ମାସ ପାଳନ ଓ ଅନ୍ତଃବିଭାଗୀୟ ଏକାଭିମୁଖୀ ବୈଠକ

31-Jul-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ): ଆଜି ଅପରାହ୍ନ ୪.୩୦ ମିନିଟ ସମୟରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଡେଙ୍ଗୁ ନିବାରଣ ମାସ ପାଳନ ଓ ଅନ୍ତଃବିଭାଗୀୟ ଏକାଭିମୁଖୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଡେଙ୍ଗୁ,ମେଲେରିଆ ଜ୍ୱର ସଂପର୍କରେ ଲକ୍ଷଣ,ପ୍ରତିକା. ପ୍ରତିରୋଧ ବ୍ୟବସ୍ଥା ଏବଂ ସଚେତନତା

ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ସମସ୍ତ ଟିଆରଏସ ବିଦ୍ୟାଳୟ ରେ ମଶାରୀ ବ୍ୟବହାର, ବିଦ୍ୟାଳୟ ପରିସର ପରିଷ୍କାର ପରିଛନ୍ନତା ଏବଂ ନିଜର ସଂପର୍କିୟଙ୍କୁ ସଚେତନତା ବାର୍ତା ଦେବାପାଇଁ ଜିଲା ମଙ୍ଗଳ ଅଧିକାରୀଙ୍କୁ ଅନୁରୋଧ କରାଯାଇଥିଲା । ସମସ୍ତ ବ୍ଲକ ଓ ପଞ୍ଚାୟତ କର୍ମଚାରୀ, ପୋଲିସ କର୍ମଚାରୀ, ଫରେଷ୍ଟ ଗାର୍ଡ, ଜଗୁଆଳୀ ଓ ବନ ସଂରକ୍ଷଣ ସମିତି, ଗ୍ରାମ କଲ୍ୟାଣ ସମିତିମାନଙ୍କୁ ମଶାରୀ ବ୍ୟବହାର କରିବା ପାଇଁ ସଚେତନ କରିବାକୁ ଅନୁରୋଧ କରାଯାଇଥିଲା । ବିଦ୍ୟାଳୟମାନଙ୍କରେ ଛାତ୍ରଛାତ୍ରୀଙ୍କୁ ଜ୍ୱର ହେଲେ ପାରାସିଟାମଲ ବ୍ୟବହାର କରିବା,ଥଣ୍ଡାପଟି,ଯଥେଷ୍ଟ ପାଣି ପିଇବା,ଓଆରଏସ ଏବଂ ପଇଡ ପାଣି ପିଇବା ପାଇଁ ଜିଲା ଶିକ୍ଷା ବିଭାଗକୁ ପରାମର୍ଶ ଦିଆଯାଇଥିଲା । ଘର,ଗ୍ରାମ, ବିଦ୍ୟାଳୟ ହତା ଓ ନଳକୂପ ପରିସରକୁ ପରିଷ୍କାର,କୌଣସି ବର୍ଯ୍ୟପାତ୍ରରେ ପାଣି ଜମା ନରଖିବା,ଜ୍ୱର ହେଲେ ଗୁଣି ଗାରେଡି ଉପଚାର ନକରାଇବା,ଡେଙ୍ଗୁ ଓ ମେଲେରିଆ ପ୍ରତିରୋଧ ପାଇଁ ସଚେତନତା ବର୍ତ୍ତା ସମସ୍ତଙ୍କୁ ପହଞ୍ଚାଇବାକୁ ନିବେଦନ କରାଯାଇଥିଲା । ଆଶାକର୍ମୀ,ସ୍ୱେଛାସେବୀ,ମେଡିକାଲ ଅଧିକାରୀ ଓ କର୍ମଚାରୀଙ୍କ ମାଧ୍ୟମରେ ପ୍ରତି ଗ୍ରାମ ଓ ପରିବାରରେ ସଚେତନ କରାଇବାର ଆବଶ୍ୟକତା ରହିଥିବା ନେଇ ବୈଠକରେ ମତପ୍ରକାଶ ପାଇଥିଲା । ସେହିପରି ଜିଲାରେ ୨୪ ଟି ଯୁବ ରେଡକ୍ରସ ୟୁନିଟ ଜରିଆରେ ପ୍ରତି ଗ୍ରାମରେ ସଚେତନତା କାର୍ଯ୍ୟକ୍ରମ ପାଇଁ ଯୁବ ରେଡକ୍ରସର ସଂପାଦକ ପ୍ରବୀର କୁମାର ଦାସଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା । ପ୍ରାତଭ୍ରମଣ ଏବଂ ସାନ୍ଧ୍ୟ ଭ୍ରମଣ ସମୟରେ ଦେହକୁ ସଂପୁର୍ଣ୍ଣ ଘୋଡାଇବା ବସ୍ତ୍ର ପରିଧାନ କରିବା,ସାଧା ମଶାରୀକୁ େଔଷଧରେ ବୁଡାଇ ବ୍ୟବହାର କରିବା,ଲିମ୍ବ ତେଲ ଓ କରଞ୍ଜ ତେଲ ଶରୀରରେ ବ୍ୟବହାର କରିବା,ଗର୍ଭବତୀ ମହିଳାମାନେ ଏଥିପ୍ରତି ଅଧିକ ସଚେତନ ରହିବାକୁ ବୈଠକରେ ପରାମର୍ଶ ଦିଆଯାଇଥିଲା । ସହରର ପ୍ରତ୍ୟେକ ୱାର୍ଡରେ ଡ୍ରେନ ଗୁଡିକ ପ୍ରତିଦିନ ସଫା କରାଯିବା ଏବଂ ସହରର ଆବର୍ଜନା ମୁକ୍ତ ରଖିବାକୁ ଏନଏସି କର୍ତ୍ତୁପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ବୈଠକରେ ଦିଆଯାଇଥିବା ସୂଚନା ମୁତାବକ ୨୦୨୪ ମସିହା ଜୁଲାଇ ମାସ ପର୍ଯ୍ୟନ୍ତ ବୌଦ୍ଧ ଜିଲ୍ଳାରେ ୬୦୧ ଜଣ ମ୍ୟାଲେରିଆ ରୋଗୀ ଚିହ୍ନଟ ହୋଇଥିବାବେଳେ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଜୁଲାଇ ମାସ ପର୍ଯ୍ୟନ୍ତ ୧୬ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୧୪ ଜଣ ବୌଦ୍ଧରେ ଏବଂ ୨ ଜଣ ଅନଗୁଳ ରେ ଚିହ୍ନଟ ହୋଇଥିବା ଜଣାଯାଇଛି । ଜୁଲାଇ ଜିଲାର ବାଉଁଶୁଣୀ ,ହରଭଙ୍ଗା ଓ କଣ୍ଟାମାଳକୁ ମ୍ୟାଲେରିଆ ପ୍ରବଣ ଅଞ୍ଚଳ ଭାବରେ ଚିହ୍ନଟ କରାଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଜୟକୃଷ୍ଣ ମିଶ୍ର ଜିଲାକୁ ମ୍ୟାଲେରିଆ ଓ ଡେଙ୍ଗୁ ମୁକ୍ତ କରିବା ପାଇଁ ସମସ୍ତଙ୍କର ସହଯୋଗ  କାମନା କରିଥିଲେ । ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ମଦନ ମୋହନ ପ୍ରଧାନ ସ୍ୱାଗତ ଭାଷଣ ପ୍ରଦାନ ସହିତ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ଓ ଡିପିଏମ ରୁପକ କୁମାର ମହାପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ । ବୈଠକରେ ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ଅଞ୍ଚଳ ରେ ଗୋ ବ୍ୟବସାୟୀ ପଛରେ କିଏ ?♦️ କାହିଁକି ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଓ ପୋଲିସ ନିରବ   19-Jul-2026
  ଜିଲ୍ଲା  
ଜିଲ୍ଲା ଲେଖକ ପରିଷଦ, ପକ୍ଷରୁ "ଭାବର ଭୂଇଁ ଗନ୍ଧମାର୍ଦ୍ଦନ ଆଲୋଚନାଚକ୍ର ଅନୁଷ୍ଠିତ   19-Jul-2026
  ଜିଲ୍ଲା  
ଡାକ୍ତର ଭଗବାନ ଙ୍କ ଦ୍ୱିତୀୟ ଅବତାର: ଗୌତମ ରାୟ ♦️୫ ବରିଷ୍ଠ ଡାକ୍ତରଙ୍କୁ ଜୀବନ ବ୍ୟାପି ସାଧନା ସମ୍ମାନ ♦️୭୧ ଡାକ୍ତରଙ୍କୁ ସ୍ବତନ୍ତ୍ର ସମ୍ମାନ   19-Jul-2026
  ଜିଲ୍ଲା  
ଏନ ଏଚ ବାଇପାସ ପାଇଁ ଲଖପାଲି ରାସ୍ତା କାଦୁଅମୟ: ଅତିରିକ୍ତ ଜିଲ୍ଲାପାଳଙ୍କୁ BMM ଓ ଗ୍ରାମବାସୀଙ୍କ ଦାବିପତ୍ର   19-Jul-2026
  ଜିଲ୍ଲା  
ୟନେକ୍ସ - ସନରାଇଜ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଘାଟିତ♦️ ଯୋଗ ଦେଲେ ୨୫୦ ରୁ ଉର୍ଦ୍ଧ୍ୱ ପ୍ରତିଯୋଗୀ   19-Jul-2026
  ଜିଲ୍ଲା  
ସ୍ୱର୍ଗତ ସୁଶୀଲ ଭୁଏଙ୍କ ପରିବାରକୁ ଓଷ୍ଟା ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ ,ସଂଘର ସାମାଜିକ ବଦାନ୍ୟତାକୁ ସବୁଠି ପ୍ରଶଂସା   19-Jul-2026
  ଜିଲ୍ଲା  
ମାନବ ସେବା ହିଁ ମାଧବ ସେବା " ଅତାବିରାରେ ସ୍କାଉଟ-ଗାଇଡ୍ ଓ ରେଡକ୍ରସର ରଥଯାତ୍ରା ସେବା ଶିବିର ଉଦ୍‌ଘାଟିତ   19-Jul-2026
  ଜିଲ୍ଲା  
*କୋଶୋଲି ବରନ ବୋଧ ପାଣ୍ଡୁଲିପି ର ଉନ୍ମୋଚନ*-   19-Jul-2026
  ଜିଲ୍ଲା  
ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜାତି ମୋର୍ଚ୍ଚା ସାଂଗଠାନିକ ବୈଠକ ଅନୁଷ୍ଠିତ।   19-Jul-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍ ସଫଳତା ପାଇଁ କୁନି ପ୍ରତିଭା ନିଖିଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା   19-Jul-2026
  ଜିଲ୍ଲା  
ଜେଏସ୍ ଏମ କଲେଜ ଅଫ୍ କମର୍ସରେ ଷଷ୍ଠ ତମ ଗ୍ରାଜୁଏସନ୍ ଦିବସ ପାଳିତ   19-Jul-2026
  ଜିଲ୍ଲା  
ନବଭାରତୀ ରେ ନୂତନ ବିଦ୍ଯାଳୟ ପରିଚାଳନା କମିଟି ଗଠନ,   19-Jul-2026

You Might Also Like