-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଜିଲ୍ଲା

ସତ୍ୟପୀର ପଣ୍ଡାଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

31-Jul-2024



ବୋଡ଼େନ (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର କେରାପଦର ଗ୍ରାମରେ ତା ୨୪-୦୫-୧୯୮୮ ରେ ସ୍ଥାପିତ ହୋଇଥିଲା ଦ୍ୱାର୍ଶନି ହାଇ ସ୍କୁଲ ଆଉ ସେହି ସମୟରେ ବ୍ୟାଚଲର ଅଫ ଏଜୁକେଶନ ଡିଗ୍ରୀ ହାସଲ କରିଥିବା ଲୋକ ପରିଚିତ   ଶ୍ରୀଯୁକ୍ତ ସତ୍ୟପିର ପଣ୍ଡାଙ୍କୁ ତା ୦୧-୦୬-୧୯୮୮ ଦିନ ଏହି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦାୟୀତ୍ୱ ଅର୍ପଣ କରାଯାଇଥିଲା ।ଦୀର୍ଘ ୩୬ ବର୍ଷ ଶିକ୍ଷକତା ପରେ ଆଜି ସେ ଶିକ୍ଷା ବିଭାଗରୁ ଅବସର ଗ୍ରହଣ କରିଛନ୍ତି ।ଏହି ପରିପ୍ରେକ୍ଷୀରେ ଆୟୋଜିତ ସଭାରେ ନୂଆପଡ଼ା ଏ ଡି ଇ ଓ ସୁଧାଂଶୁ ଶେଖର ମିଶ୍ର ମୁଖ୍ୟ ଅତିଥି ରୂପେ ଅଳଙ୍କୃତ ହୋଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବି ଇ ଓ ଋଦ୍ରେଶ୍ଵର ମେହେର,ଅବସରପ୍ରାପ୍ତ ବି ଇ ଓ ଇନ୍ଦ୍ର ମଣି ପାଣିଗ୍ରାହୀ ଓ ସରୋଜ କୁମାର ବେହେରା,ଅବସର ପ୍ରାପ୍ତ ଏ ବି ଇ ଓ ପ୍ରେମାନନ୍ଦ ନାଏକ, ଏ ବି ଇ ଓ ନେପାଲ ଚନ୍ଦ୍ର ଦେ ,ସ୍କୁଲ କମିଟି ସଭାପତି ଖଗେଶ୍ବର ମେହେର ଓ ଉପସଭାପତି ଅତିନ୍ଦ୍ର ଜିତ ସିଂ ମଲ୍ଲିକ,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ଠାକୁର, ଟାନୱାଟ ହାଇ ସ୍କୁଲ ପ୍ରଧାନ ଶିକ୍ଷକ ବିନୋଦ କୁମାର ପାଢ଼ି ଏବଂ ଶିକ୍ଷାବିତ ଯୋଗେଶ୍ୱର ବୈଠାରୁ ମଞ୍ଚାସିନ ଥିଲେ ।

ଶ୍ରୀଯୁକ୍ତ ପଣ୍ଡାଙ୍କ ଆକର୍ଷଣୀୟ ବ୍ୟକ୍ତିତ୍ଵ,ସାଧୁତା, ସଚ୍ଚୋଟତା,ଶୃଙ୍ଖଳା, ସମୟା ନୁବର୍ତ୍ତିତା,ନିରପେକ୍ଷତା,ଉଦାରତା,ଭାବ ପ୍ରଦାନକାରୀ କଥା ବାର୍ତ୍ତା,ସହାନୁଭୂତି ,ଶାସନ ପଦ୍ଧତି, ମିଷ୍ଠଭାଷୀ ଶିକ୍ଷାଦାନ ତଥା ଅନୁଶାସନ ଦ୍ଵାରା ଅଞ୍ଚଳର ହଜାର ହଜାର ଛାତ୍ର ଛାତ୍ରୀ  ଉଚିତ୍ ଜ୍ଞାନ ପ୍ରାପ୍ତ କରିବା ସହିତ ଉଭୟ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଗୁଡିକରେ ଚାକିରି କରି ତାଙ୍କର ଜୀବନ ନିର୍ବାହ କରୁଥିବା ପରିଲକ୍ଷିତ ହୁଏ ।ତାଙ୍କରି ଏହି ସବୁ ଗୁଣ ଏବଂ ବିଭିନ୍ନ ଅବଦାନ ଆଜି ଟାଣି ଆଣିଥିଲା ଅନେକ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ।ସମ୍ବର୍ଦ୍ଧନା ଜଣାଇବାକୁ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ,ସହକାରୀ ଶିକ୍ଷକ ଓ ଶିକ୍ଷୟତ୍ରୀ ଆଜି ଉପସ୍ଥିତ ରହି ଶ୍ରୀଯୁକ୍ତ ସତ୍ୟ ପିର ପଣ୍ଡା ଆଜ୍ଞାଙ୍କ ଆଗାମୀ ଦିନ ଗୁଡ଼ିକ ଖୁସିରେ ବିତିବାକୁ କାମନା କରିବା ସହ ଭଗବାନଙ୍କ ପାଖରେ ପ୍ରାର୍ଥନା  କରିଛନ୍ତି ।ବିଦ୍ୟାଳୟର ଛାତ୍ର ଛାତ୍ରୀ ଏବଂ ଶିକ୍ଷକ ଷ୍ଟାଫ ପଣ୍ଡା ମହୋଦୟଙ୍କ ଶୁଭ ଚିନ୍ତା କରିଛନ୍ତି ।ସମସ୍ତ ଷ୍ଟାଫ୍ ପ୍ରଧାନ ଶିକ୍ଷକ ସତ୍ୟ ପିର ପଣ୍ଡା ଆଜ୍ଞାଙ୍କୁ ତାଙ୍କ ନିଜ ଗ୍ରାମ ତାରାପୁରକୁ ହସ ଉଲ୍ଲାସର ସହିତ ପହଞ୍ଚାଇ ଦେଇଥିଲେ ।ବାସ୍ତବରେ  ଶ୍ରୀଯୁକ୍ତ ପଣ୍ଡାଙ୍କ ସମ୍ବର୍ଦ୍ଧନା ଲାଗୁଥିଲା ଯେମିତି ଏହା ତାଙ୍କ ଚାକିରି ଜୀବନର ବିଦାୟ ନ ଥିଲା ବରଂ ଥିଲା ଜୀବନର ବିଜୟ ଯାତ୍ରା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like