-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ସମ୍ବଲପୁରୀ ଦିନ୍ ପାଳିତ

01-Aug-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସ୍ଥାନୀୟ ବ୍ଲକଛକ ର ମୁକ୍ତ ଖୋଲା ମଞ୍ଚରେ ଗୁରୁ ସତ୍ୟନାରାୟଣ ବହିଦାର ଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ୍ ହିସାବରେ ପଶ୍ଚିମାଞ୍ଚଳ ଏକତା ମଞ୍ଚ ତରଫରୁ ଅତ୍ୟନ୍ତ ମନୋରମ ହିସାବରେ ପାଳନ କରିଯାଇଛି। ଏକତା ମଞ୍ଚ ର ଜିଲ୍ଲା ସଂଯୋଜକ ଭାଗିରଥି ମିଶ୍ରଙ୍କ ଙ୍କ ସଭାପତିତ୍ବରେ ଏକ ସଭାରେ ପୈ।ରାଧ୍ୟକ୍ଷା ତାମସୀତାମସ୍ମିତା ନାଏକ, ଜିଲ୍ଲା ପରିଷଦ ସଭ୍ୟ ମଧୁସୂଦନ ଓତା, ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ପ୍ରାଧ୍ୟାପକ ଡ଼ ପୁରୁଷୋତ୍ତମ ମିଶ୍ର ,ସମାଜସେବୀ ଶ୍ରୀବତ୍ସ ମଲ୍ଲିକ  , ଗୁରୁ ଶ୍ରୀ ବହିଦାର ଙ୍କ ନାତି ତରୁଣ ବହିଦାର,ପ୍ରମୁଖ ଅତିଥି ଭାବରେ ଯୋଗଦେଇ ଗୁରୁ ସତ୍ୟନାରାୟଣ ବହିଦାର ଙ୍କ କୃତି ଓ ତାଙ୍କର ଜୀବନବ୍ୟାପୀ ସାଧନା ଯୋଗୁଁ ଆଜି ସମ୍ବଲପୁରୀ ଭାଷା,ସାହିତ୍ୟ କାଳଜୟୀ ହୋଇଥିବା ପ୍ରକାଶ କରି ଗୁରୁ ଶ୍ରୀ ବହିଦାର ଏହି ପବିତ୍ର ମାଟିରେ ଜନ୍ମଲାଭ କରିଥିବା ଯୋଗୁଁ ତାଙ୍କର ସ୍ମୃତି କୁ ଉଜ୍ଜୀବିତ କରିବା ଆମ ମାନଙ୍କର କର୍ତ୍ତବ୍ୟ ବୋଲି ପ୍ରକାଶ କରିଥିଲେ। ଏ ଅବସରରେ ଲେଖକ ଯୁଧିଷ୍ଠିର ଖମାରୀ ଙ୍କ ଦ୍ଵାରା ଗୁରୁ ସତ୍ୟନାରାୟଣ ବହିଦାର ଙ୍କ ଜୀବନୀ ଉପରେ ରଚିତ ଏକ ପୁସ୍ତକ କୁ ଉପସ୍ଥିତ ଅତିଥିମାନେ ଉନ୍ମୋଚନ କରିଥିଲେ ପରେ  ଜିଲ୍ଲା ର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ରୁମକୁଝୁମାନା ପକ୍ଷରୁ  ବିଶିଷ୍ଟ କଳାକାର ଶାସ୍ଵତ କୁମାର ତ୍ରିପାଠୀ ଙ୍କ ନେତୃତ୍ବରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ଦେବାଶିଷ ପଟ୍ଟନାୟକ, ହିମାଂଶୁ ଭୂଷଣ ପଣ୍ଡା, ସସ୍ମିତା ପରମଗୁରୁ ଙ୍କ ପରିଚାଳନା ରେ ଆୟୋଜିତ ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ରେ ସହରର ବିଭିନ୍ନ ସ୍କୁଲମାନଙ୍କର ଛାତ୍ରଛାତ୍ରୀ ଭାଗନେଇ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like