-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ଆନନ୍ଦମୟ ଶିକ୍ଷା ଉପରେ ୱାଇ.ସି.ଡି.ଏ. ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

01-Aug-2024



ବଲାଙ୍ଗୀର,ଦୁଇ ଦିନ ଧରି ଏକ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ୱାଇ.ସି.ଡି.ଏ. ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ଡି.ଆଇ.ଇ.ଟି. ବଲାଙ୍ଗିର ର ମିଳିତ ଆନୁକୁଲ୍ୟରେ ଡି.ଆଇ.ଇ.ଟି. ପରିସରରେ ଆୟୋଜିତ ହୋଇଥିଲା । ବଲାଙ୍ଗିର ଜିଲ୍ଲାର ବେଲପଡା ଓ ପୁଇଁନ୍ତଲା ବ୍ଲକର ୬୦ ଜଣ ଶିକ୍ଷକ ଓ ଶିକ୍ଷୟତ୍ରୀ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଡ. ଜ୍ୟୋତି କୁମାର ଦାଶ (ପ୍ରିନସିପାଲ, ଡିଆଇଇଟି), ରାଜେନ୍ଦ୍ର ମେହେର (ମୁଖ୍ୟ କାର୍ଯ୍ୟ ନିର୍ବାହ ଅଧିକାରୀ ୱାଇସିଡିଏ), ଲୋକନାଥ ସୁନା (ଗୋଷ୍ଠୀ ଶିକ୍ଷା ଅଧିକାରୀ ପୁଇଁନ୍ତଲା) ଓ ଜ୍ୟୋତି କୁମାର ରଥ (କାର୍ଯ୍ୟକ୍ରମ ପରିଚାଳକ ୱାଇସିଡିଏ) ଆଦି ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ । ଲୋକନାଥ ସୁନା ତାଙ୍କ ଅଭିଭାଷଣ ରେ ଶିକ୍ଷକମାନେ କିପରି ପିଲାଙ୍କର ଆଦର୍ଶ ଓ ଦାର୍ଶନିକ ହେବେ କହିଥିଲେ । ପରିଶେଷରେ ମୁଖ୍ୟ ଅତିଥି ଡ. ଜ୍ୟୋତି କୁମାର ଦାସ ସୁନ୍ଦର ଭାବରେ ଶିକ୍ଷକ ଓ ଶିକ୍ଷୟତ୍ରୀମାନେ କିପରି ଚିନ୍ତମୁକ୍ତ ରହି ଆନନ୍ଦମୟ ଶିକ୍ଷା ପ୍ରଦାନ କରିବା ସଙ୍ଗେ ସଙ୍ଗେ ଏକ ଦାୟିତ୍ୱବାନ ଶିକ୍ଷକ ହୋଇ ପରିବେ ତାହା ଉପରେ ଆଲୋକପାତ କରିଥିଲେ । ଦିର୍ଘ ଦୁଇ ଦିନ ଧରି ବିଭିନ୍ନ ଅଧିବେଶନ ରେ ଡି.ଆଇ.ଇ.ଟି. ର ତାଲିମ୍ ଦାତାମାନେ ଅନେକ ଶିକ୍ଷା ପଦ୍ଧତି ଉପରେ ଗାଲିମ ଦେଇଥିଲେ । ଅଂଶଗ୍ରହଣକାରୀମାନେ ବିଭିନ୍ନ ଉପାୟରେ ଆନନ୍ଦମୟ ଶିକ୍ଷା ଉପରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଦ୍ୱିତୀୟ ଦିନ ଉଦ୍‌ଯାପନୀ ଉତ୍ସବରେ ଡ. ଜ୍ୟୋତି କୁମାର ଦାଶ, ସୁଭ୍ରତା ଜେନା, ଆଂଚଳିକ ପରିଚାଳକ, ଡ. ସୁଧୀର ସାହୁ ସହ-ପ୍ରଫେସର ବି.ଏଡ୍‌. କଲେଜ, ଟୁ ଫିଟ୍ ଆହେଡ୍ ଟୁ ଗେଦର ପ୍ରୋଜେକ୍ଟ ଗୀତ “ଆସ ଆସ ଭାଇ ବୁହେନ୍ ପାଠ ପଢି କରି ହେମା ବଳବାନ” ଉନ୍ମୋଚନ କରିଥିଲେ । ଶେଷରେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ପ୍ରମାଣପତ୍ର ପ୍ରଦାନ କରି ଧନ୍ୟବାଦ ଜ୍ଞାପନ କରି କାର୍ଯ୍ୟକ୍ରମ ସମାପ୍ତ କରାଯାଇଥିଲା । କାର୍ଯ୍ୟକ୍ରମକୁ ଋଷାଲି ଦେବୀ ଓ ଯୋଗେଶ୍ୱର ପ୍ରଧାନ ପରିଚାଳନା କରିଥିବା ବେଳେ ଅନ୍ୟ ସହକର୍ମୀମାନେ ସହଯୋଗ କରିଥିଲେ ।

 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like