-+91-9937148622 |

prerana_bgr@rediffmail.com |

  Sunday 25th January 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ପାଳିତ   (24-Jan-2026)       ||      *୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -   (24-Jan-2026)       ||      ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   (24-Jan-2026)       ||      ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   (24-Jan-2026)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   (24-Jan-2026)       ||      ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   (24-Jan-2026)       ||      କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   (24-Jan-2026)       ||      *ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   (24-Jan-2026)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   (24-Jan-2026)       ||      ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   (24-Jan-2026)       ||      ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   (24-Jan-2026)       ||      ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   (24-Jan-2026)       ||      ବୀର ସୁରେନ୍ଦ୍ର ସାଏ ପବ୍ଲିକ ସ୍କୁଲର ୧୫ତମ ବାର୍ଷିକୋତ୍ସବ   (24-Jan-2026)       ||      ସ୍ଥାନାନ୍ତରିତ ହେଲା ସୋନପୁର ବସଷ୍ଟାଣ୍ଡ; ସହରରେ ଖୁସିର ମାହୋଲ   (24-Jan-2026)       ||      ରୁଗୁଡ଼ିଖାଲ ମାନସ ବିହାର ଠାରେ ବିଶ୍ଵଶାନ୍ତି ପାଇଁ ୨୯ ତମ ଶ୍ରୀରାମ ଚରିତ ମାନସ ଯଜ୍ଞ ଅନୁଷ୍ଠିତ    (23-Jan-2026)       ||      ପର୍ଯ୍ୟଟନ ସ୍ଥଳୀରେ ପ୍ଲାଷ୍ଟିକ ମୁକ୍ତ ବଣଭୋଜି ପାଇଁ ସଚେତନତା   (23-Jan-2026)       ||      ଡାବୁଗାଁ ର ବିଭିନ୍ନ ବିଦ୍ୟାଳୟରେ ମାଁ ସରସ୍ଵତୀ ପୂଜା ପାଳନ   (23-Jan-2026)       ||      ଶିକେରପାଟ୍ ଚ୍ୟାମ୍ପିଆନ ଟ୍ରଫି ୨୦୨୬ ଉଦଘାଟିତ   (23-Jan-2026)       ||      ତୁଷୁରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମା ସରସ୍ବତୀ ଙ୍କ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର   (23-Jan-2026)       ||      ଧରଣୀମାଲ ଗ୍ରାମ ବସ୍ତିପଡ଼ା ରେ ଧୂମଧାମ ରେ ପାଳିତ ହେଲା "ମା ସରସ୍ବତୀ" ପୂଜା   (23-Jan-2026)       ||     

HOME   ଜିଲ୍ଲା

ଖଡ଼ଙ୍ଗ ନଦୀର ସାଡେଙ୍ଗ ଠାରେ ବ୍ୟାରେଜ ନିର୍ମାଣ ପାଇଁ ବିଧାନସଭାରେ ଦାବୀ ରଖିଲେ କଣ୍ଟାମାଳ ବିଧାୟକ କହ୍ନାଇ ଡାଙ୍ଗ

02-Aug-2024



କଣ୍ଟାମାଳ(ଜୟ କୁମାରମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଏକ ଅନୁନ୍ନତ ଅଞ୍ଚଳ  l ଏଠି ନା କଳକାରଖାନା ଅଛି, ନା ଖଣିଖାଦାନ ଅଛି,ନା ଶିଳ୍ପର ସୁବିଧା ଅଛି  l  ଅଂଚଳର ଲୋକେ କାମ ନପାଇ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି  l  ଚିରସ୍ରୋତା ଖଡ଼ଙ୍ଗ ନଦୀ,ନାଳ ଗୁଡିକରେ ଜଳର ପର୍ଯ୍ୟାପ୍ତ ସୁବିଧା ରହିଛି  l  ହେଲେ ଏହାର ତଟବର୍ତ୍ତୀ ଅଂଚଳର ଚାଷ ଜମିକୁ ଜଳ ମିଳିପାରୁନାହିଁ  l  ସେଥିପାଇଁ ଚାଷୀ ବାରମ୍ବାର ମରୁଡିର ସମ୍ମୁଖୀନ ହେଉଛି l  ଏଥିପ୍ରତି ଗତ ସରକାର ଜଳସେଚନ ପାଇଁ ସେଭଳି କିଛି ବ୍ୟବସ୍ଥା କରିନାହାନ୍ତି  l ଚାଷ ଜମିକୁ ଜଳସେଚନର ସୁବିଧା ପାଇଁ ଖଡ଼ଙ୍ଗ ନଦୀର ସାଡେଙ୍ଗ ଠାରେ ନୂତନ ବ୍ୟାରେଜ ନିର୍ମାଣ କରାଯାଉ  l  ଏହାଦ୍ୱାରା ଅଂଚଳର ଚାଷୀମାନଙ୍କ ଚାଷ ଜମିକୁ ଜଳସେଚନର ସୁବିଧା ହୋଇପାରିବ  l  ଏଥିସହ ପ୍ରଧାନମନ୍ତ୍ରୀଙ୍କ ମହତ୍ୱକାଂକ୍ଷୀ ହରଘର ଯୋଜନାରେ ସମସ୍ତଙ୍କ ଘରକୁ ପାନୀୟ ଜଳ ଯୋଗାଣର ବ୍ୟବସ୍ଥା କରିବାକୁ ବିଧାନସଭା ରେ ଦାବି ଉପସ୍ଥାପନ କରିଛନ୍ତି କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ପାଳିତ   24-Jan-2026
  ଜିଲ୍ଲା  
*୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -   24-Jan-2026
  ଜିଲ୍ଲା  
ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   24-Jan-2026
  ଜିଲ୍ଲା  
ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   24-Jan-2026
  ଜିଲ୍ଲା  
ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   24-Jan-2026
  ଜିଲ୍ଲା  
ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   24-Jan-2026
  ଜିଲ୍ଲା  
କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   24-Jan-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   24-Jan-2026
  ଜିଲ୍ଲା  
ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   24-Jan-2026
  ଜିଲ୍ଲା  
ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   24-Jan-2026
  ଜିଲ୍ଲା  
ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   24-Jan-2026
  ଜିଲ୍ଲା  
ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   24-Jan-2026

You Might Also Like