-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର କେନ୍ଦୁପତ୍ର ମଣ୍ଡଳର ମୁଖ୍ୟ ବନସଂରକ୍ଷକ ଅଧିକାରୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

03-Aug-2024



ବଲାଙ୍ଗୀର(ପ୍ରେରଣା ଖବର): ଗତ 31ତାରିଖରେ ମଣ୍ଡଳର ମୁଖ୍ୟ ବନସଂରକ୍ଷକ ଅଧିକାରୀ ହର୍ଷବର୍ଦ୍ଧନ ଉଦ୍‌ଗାତା(ଭା.ବ.ସେ) ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି । ଏହି ଅବସରରେ ଏକ ଅବସରକାଳୀନ ସମ୍ବର୍ଦ୍ଧନା ସଭା ବଲାଙ୍ଗିର ବନଖଣ୍ଡ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ଟିଟିଲାଗଡ କେନ୍ଦୁପତ୍ର ବନଖଣ୍ଡ ଅଧିକାରୀ ରଞ୍ଜିତ କୁମାର ମଲ୍ଲିକ ସଭାପତିତ୍ୱ କରିଥିଲେ। ଶ୍ରୀ ଉଦ୍‌ଗାତାଙ୍କ ଚାକିରୀ କାର୍ଯ୍ୟକାଳ ଭିତରେ କିପରି ଭାବରେ ସେ ବିଭିନ୍ନ କ୍ଷେତ୍ରରେ ନିଜର ଉଦ୍ୟମ ବଳରେ ବନବିଭାଗରେ ପ୍ରତିଷ୍ଠିତ ହୋଇଥିଲେ ତାହା ଏହି ସଭାରେ ବିଷଦ ଭାବରେ ଆଲୋଚନା ହୋଇଥିଲା। ଏଥିରେ ବଲାଙ୍ଗିର କେନ୍ଦୁପତ୍ର ମଣ୍ଡଳ ଅନ୍ତର୍ଗତ ସମସ୍ତ ବନଖଣ୍ଡୀୟ ଅଧିକାରୀ, ସହ ବନସଂରକ୍ଷକ ଅଧିକାରୀଙ୍କ ସହିତ ବଲାଙ୍ଗିର ବନଖଣ୍ଡର ବନଖଣ୍ଡୀୟ ଅଧିକାରୀ  ସୁଦର୍ଶନ ବେହେରା ଉପସ୍ଥିତ ଥିଲେ । ଏହି ଅବସରରେ ବଲାଙ୍ଗିର ବନଖଣ୍ଡ, କେନ୍ଦୁପତ୍ର ବନଖଣ୍ଡ ଏବଂ ବଲାଙ୍ଗିର କେନ୍ଦୁପତ୍ର ମଣ୍ଡଳ କାର୍ଯ୍ୟାଳୟର ବିଭାଗୀୟ ଅଧିକାରୀ ଅନନ୍ତ ନାରାୟଣ ପାଣିଗ୍ରାହୀ, ଶ୍ରୀମତୀ ଲଲଣା ନନ୍ଦ,  କିନ୍‌ଚେକ୍ କାଲସାଏ ସମେତ ସମସ୍ତ କାର୍ଯ୍ୟରତ ଅମଳା ଉପସ୍ଥିତ ରହିଥିଲେ। ଉକ୍ତ ସଭାରେ ଗଦାଧର ପାତ୍ର, ବନଖଣ୍ଡ ଅଧିକାରୀ, ଭବାନିପାଟଣା କେ.ପ. ବନଖଣ୍ଡ,  ଘନଶ୍ୟାମ ମହନ୍ତ, ବନଖଣ୍ଡ ଅଧିକାରୀ, ନବରଙ୍ଗପୁର କେ.ପ. ବନଖଣ୍ଡ, ଶ୍ରୀମତୀ ଅମିତାରାଣି ରାଏ, ବନଖଣ୍ଡ ଅଧିକାରୀ, ବଲାଙ୍ଗିର କେ.ପ. ବନଖଣ୍ଡ, ସୁରେଶ ଚନ୍ଦ୍ର ସେଠି, ବନଖଣ୍ଡ ଅଧିକାରୀ, ପାଟଣାଗଡ କେ.ପ. ବନଖଣ୍ଡ,  ସୁଧିର ତ୍ରୀପାଠୀ, ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ବେଜ୍‌, ଶ୍ରୀଯୁକ୍ତ ଅନନ୍ତନାରାୟଣ ପାଣିଗ୍ରାହୀ ପ୍ରମୁଖ ତାଙ୍କର ବିଭିନ୍ନ କାର୍ଯ୍ୟକଳାପ ଉପରେ ଆଲୋକପାତ କରିଥିଲେ । ଉକ୍ତ ସଭାରେ ମନୋରଂଜନ ଗୁରୁ, ରୋଶନଦୀପ ଶତପଥି,  ସନ୍ତୋଷ କବାଟ, ରଂଜନ କୁମାର ବୁଡେକ୍‌, କସମ୍ ରାଜ ବିଶ୍ୱାଲ, ଶ୍ରୀ ଶୋଭାକର ଜାନୀ ପ୍ରମୁଖ ବଲାଙ୍ଗିର କେନ୍ଦୁପତ୍ର ମଣ୍ଡଳ କର୍ମଚାରୀ ଉପସ୍ଥିତ ଥିଲେ । ଶେଷରେ ଟିଟିଲାଗଡ କେ.ପ. ବନଖଣ୍ଡର ସହ ବନସଂରକ୍ଷକ ଅଧିକାରୀ ଶ୍ରୀଯୁକ୍ତ ସୋମନାଥ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like