-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   (06-Jun-2026)       ||      ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||     

HOME   ଜିଲ୍ଲା

ସରକାରୀ ଜନଶକ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଥମ ବର୍ଷ ଯୁକ୍ତ ଦୁଇ ନୂତନ ଛାତ୍ର ଛାତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

03-Aug-2024



(ଡୋଲେଶ୍ଵର ବାଗ)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ଖଇରା ସ୍ଥିତ ସରକାରୀ ଜନଶକ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ  ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ର ଛାତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଅଛି।ମୂଖ୍ୟ ଅତିଥି ରୂପେ ଗୋଷ୍ଠୀ ଉନ୍ନୟନ ଅଧିକାରୀ  ପ୍ରିୟରଞ୍ଜନ କୁମାର, ବ୍ଲକ ଉପାଧ୍ୟକ୍ଷ ସଙ୍ଗୀତ ମାଝୀ, ପୂର୍ବତନ ପ୍ରଧାନଶିକ୍ଷକ ରାଜେନ୍ଦ୍ର ସିଂ ନିନା, ଖଇରା ସରପଞ୍ଚ କୈଳାଶ ଚନ୍ଦ୍ରଦଳ , ସୁନାପୂର ସରପଞ୍ଚ ଶ୍ରୀମତୀ ମୁକ୍ତା ରାଉତ, କର୍ଲକୋଟ ସରପଞ୍ଚ ମଙ୍ଗଳ ଦଳ ପ୍ରମୁଖ ମଞ୍ଚ ହୋଇଥିଲେ। ଖଇରା ଠାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ଅନୁଷ୍ଠାନ ଅଞ୍ଚଳ ଆଦିବାସୀ, ପଛୁଆ ଏବଂ ପାଞ୍ଚ ଗୋଟି ପଞ୍ଚାୟତର ଛାତ୍ର ଛାତ୍ରୀଙ୍କ ଉଚ୍ଚ ଶିକ୍ଷା  ନେଇ  ଅନେକ ସହାୟକ ହେବ ବୋଲି ଅତିଥି ମାନେ ପ୍ରକାଶ କରିଥିଲେ।  ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ ମଝିଆ ମାଝୀ, ମାଳଖମ୍ ନାଗ , ଭୁବନେଶ୍ୱର ରାଉତ  ଯୋଗ ଦେଇଥିଲେ। ନୂତନ ଛାତ୍ରଛାତ୍ରୀ, ଅଧ୍ୟାପକ ସମସ୍ତେ ଉପସ୍ଥିତ ଥିଲେ। ବିଦ୍ୟାଳୟର ନୂତନ ଛାତ୍ରଛାତ୍ରୀଙ୍କୁ ଶିକ୍ଷକମାନେ  ସ୍ବାଗତ କରିଥିଲେ। ପ୍ରଧାନଶିକ୍ଷକ ଶ୍ରୀ ଅନନ୍ତ ରାମ ମେହେର ସଭା ପରିଚାଳନା କରିଥିଲେ। ସୌଜନ୍ୟ - ମହେନ୍ଦ୍ର


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସରେ ଜୟ ଦୁର୍ଗା ଉଚ୍ଚ ବିଦ୍ୟାଳୟକୁ ‘ପ୍ରକୃତି ମିତ୍ର’ ପୁରସ୍କାର   06-Jun-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026

You Might Also Like