-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକ ସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ

03-Aug-2024



କଣ୍ଟାମାଳ (ଜୟ କୁମାର ମହାରଣା)
 କଣ୍ଟାମାଳ ବ୍ଲକ ବରଗାଁ ପଞ୍ଚାୟତ ଅନ୍ତର୍ଗତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ବରଗାଁ ଠାରେ ନବମ ବ୍ଲକ ସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ମାସିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ଘଣ୍ଟାପଡା ହାଇସ୍କୁଲର ପ୍ରଧାନ ଶିକ୍ଷକ ପୀତବାସ ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ମିଳନୀରେ କଣ୍ଟାମାଳ ଗୋଷ୍ଟୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏବିଓ ଦାୟୀତ୍ୱରେ ଥିବା ଉଦ୍ଧବ ମହାଲିକ, ମୋ ସ୍କୁଲ ଜିଲା ମନିଟରିଙ୍ଗ ଅଧିକାରୀ ଦେବବ୍ରତ ବେହେରା ଯୋଗଦେଇ ମଞ୍ଚାସିନ ଥିଲେ l କାର୍ଯ୍ୟକ୍ରମରେ ୟୁଡାଇସ୍, ସୃଜନଶୀଳତା, ଉତ୍କର୍ଷ, ଖାନ ଏକାଡେମୀ ପକ୍ଷରୁ ଗଣିତ ଶିକ୍ଷାର ପ୍ରଣାଳୀ ବିଷୟରେ ଆଲୋଚନା କରିବା ସହିତ ସ୍ମାର୍ଟ ବୋର୍ଡରେ ଶିକ୍ଷା ଦାନର ଉପକାରିତା ବିଷୟରେ ଆଲୋଚନା କରି ଥିଲେ l ଜିଲାର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଶିକ୍ଷକ ତଥା ଜିଲା ପ୍ରଶାସନ ପକ୍ଷରୁ ବାଙ୍ଗାଲୋର ଯାଇ ପ୍ରଶିକ୍ଷଣ ନେଇଥିବା ଶିକ୍ଷକ ଶୁକଦେବ ପଣ୍ଡା ପ୍ରଶିକ୍ଷଣ ବିଷୟରେ କହିବା ସହିତ କବିତା ପଠନ କରିଥିଲେ l ସଭା ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ରୀମାନେ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ l କଣ୍ଟାମାଳ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ l କାଳିପ୍ରସାଦ ମିଶ୍ର, ମଞ୍ଜୁଳା ଏକା, ଯାଜ୍ଞସେନି ମଲିକ, ନିତେଶ କୁମାର ବାରିକ, ପ୍ରଦୀପ କୁମାର ପ୍ରଧାନ ପ୍ରମୁଖ ଶିକ୍ଷକ ଶିକ୍ଷୟିତ୍ରୀ  ଏବଂ କର୍ମଚାରୀ ଜିତେନ୍ଦ୍ର ପ୍ରଧାନ ଓ ସୁଜାତା ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ l ସଭା ପରେ ଶ୍ରେଣୀ ଗୃହ, ବିଜ୍ଞାନଗାର, ଇ-ପାଠାଗାର, ଶୌଚାଳୟ ଏବଂ ବିଦ୍ୟାଳୟର ପରିବେଶ ପରିଦର୍ଶନ କରିବା ସହିତ ଶିକ୍ଷକଙ୍କ ଶିକ୍ଷା ପ୍ରଣାଳୀ ଅନୁଧ୍ୟାନ ଏବଂ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ l କାର୍ଯ୍ୟକ୍ରମରେ କଣ୍ଟାମାଳ ବ୍ଲକର ବିଭିନ୍ନ ହାଇସ୍କୁଲ ପ୍ରଧାନ ଶିକ୍ଷକ ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026

You Might Also Like