-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ରାଜ୍ୟ

ଶ୍ରୀଶ୍ରୀ ଷଣ୍ଢେଶ୍ଵର ମନ୍ଦିରର ବାର୍ଷିକ ସଭା ଏବଂ ନୂତନ କମିଟି ଗଠନ

04-Aug-2024



 ବରଗଡ଼/ବିଜେପୁର:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ୍ ଅନ୍ତର୍ଗତ ପଡ଼ା ପଞ୍ଚାୟତ ପୁଖାମୁଣ୍ଡା ସ୍ଥିତ ଶ୍ରୀ ଶ୍ରୀ ଷଣ୍ଢେଶ୍ଵର ବାବା  ମନ୍ଦିରର ବାର୍ଷିକ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭା ପୂର୍ବତନ ସଭାପତି କମଳାକାନ୍ତ ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ, ସମ୍ପାଦକ ପ୍ରଦୀପ କୁମାର ଗୁରୁ ବାର୍ଷିକ ବିବରଣୀ ପାଠ କରିବା ସହ ଗତ ବର୍ଷର ଆୟ ବ୍ୟୟର ହିସାବ ପ୍ରଦାନ କରିଥିଲେ।ଗତ ଗୋଟିଏ ବର୍ଷ ମଧ୍ୟରେ ମନ୍ଦିର ପରିସର ଉନ୍ନତିକରଣ ବିଷୟରେ କାର୍ଯ୍ୟକାରୀ ସଦସ୍ୟ ହରିଲାଲ ସାହୁ ଅବଗତ କରାଇଥିଲେ । ଅସ୍ଥାୟୀ ସଭାପତିଙ୍କ ଅଧ୍ୟକ୍ଷତାରେ ସର୍ବସମ୍ମତି କ୍ରମେ ଏକ ନୂତନ କମିଟର ଗଠନ କରାଯାଇଛି ।ନୂତନ ସଭାପତି ଭାବେ ଶ୍ରୀ ଚିତ୍ତରଞ୍ଜନ ମେହେର ,ଉପସଭାପତି ଇନ୍ଦ୍ରଜିତ ଦୀପ ,ସମ୍ପାଦକ ବିଶିକେଶନ ମେହେର ,ସହ ସମ୍ପାଦକ ହରିଲାଲ୍ ସାହୁ , କୋଷାଧ୍ୟକ୍ଷ ସୁମନ୍ତ ପଧାନ ଏବଂ ସହ କୋଷାଧ୍ୟକ୍ଷ ଭାବେ ସ୍ୱାଧୀନ ଦେବତାଙ୍କୁ ଦାୟିତ୍ଵ ଦିଆଯାଇ ଥିବା ବେଳେ,କାର୍ଯ୍ୟକାରୀ କମିଟି ସଦସ୍ୟ ଭାବେ ସର୍ବଶ୍ରୀ ଆନନ୍ଦ ବାରିକ, ଭବାନୀଶଙ୍କର ମେହେର,ପବିତ୍ର ମେହେର, ଶେଷଦେବ ମେହେର, ନିରଞ୍ଜନ ପଟେଲଙ୍କ ସମେତ ୧୧ ଜଣଙ୍କ ଉପରେ ଦାୟିତ୍ଵ ନ୍ୟସ୍ତ କରାଯାଇଛି ।ପୂର୍ବତନ କମିଟି ସଦସ୍ୟ ମାନଙ୍କୁ ଉପଦେଷ୍ଟା ଭାବେ ଆସିନ କରାଯାଇଛି।ଏହି ସଭାରେ ପଡ଼ା ଗ୍ରାମପଞ୍ଚାୟତ ,ପହଣ୍ଡି ଗ୍ରାମପଞ୍ଚାୟତ ତଥା ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ବିଭିନ୍ନ ଗ୍ରାମର ଲୋକେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like