-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||     

HOME   ଜିଲ୍ଲା

ଛାତ୍ରୀ ଙ୍କୁ ବଞ୍ଚାଇବା କୁ ଯାଇ ଭାରସାମ୍ୟ ହରାଇ ପିକଅପ ଗାଡି ଦୁର୍ଘଟଣା

06-Aug-2024



କଳାହାଣ୍ଡି ,କୋକସରା 
(ତ୍ରିନାଥ ବେଶ୍ରା )
କୋରାପୁଟ ରୁ ଜୁନାଗଡ଼ ଅଭିମୁଖେ ଯାଉଥିବା ଏକ ପିକଅପ ଗାଡି ଓଡ଼ି ୧୦ ଏସ ୦୦୫୪ ଜାତୀୟ ରାଜପଥ ୨୬ କୋକସରା ବ୍ଲକ କାଉଡୋଳା ଗ୍ରାମ ଡୁମେର ବନ୍ଧ ନିକଟରେ ଏକ ଦୁର୍ଘଟଣା ଗ୍ରସ୍ତ ହୋଇ ଏକ ଚାଷଜମି ରେ ଓଲଟି ପଡିଥିଲା।ତେବେ ଦୁର୍ଘଟଣା ରୁ ଗାଡି ର ଡ୍ରାଇଭର ରଞ୍ଜନ ନାଏକ ଓ ହେଲ୍ପର ଦିପୁନ ଜାନି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ ଆମପାଣି ଥାନା ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗାଡି କୁ ଜବତ କରିବା ସହ ଡ୍ରାଇଭର ଓ ହେଲ୍ପର ଙ୍କୁ ଡାକ୍ତରଖାନା ପଠାଇ ଥିଲେ।ତେବେ ଦୁଇ ଜଣ ଙ୍କୁ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି।ତେବେ ଡ୍ରାଇଭର ଙ୍କ କହିବା ଅନୁଯାୟୀ ରାସ୍ତା ରେ କିଛି ଛାତ୍ରୀ ସାଇକେଲ ରେ ସ୍କୁଲ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଗାଡି କୁ ସାଇଡ଼ ଦେବା ସମୟରେ ଛାତ୍ରୀ ଙ୍କୁ ବଞ୍ଚାଇବା କୁ ଯାଇ ଦୁର୍ଘଟଣା ହୋଇଥିବା କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026

You Might Also Like