-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

ପ୍ରେରଣା ତରଫରୁ ବିଭିନ୍ନ ପ୍ରତିଯୋଗିତା

07-Aug-2024



ବଲାଙ୍ଗିର(ପ୍ରେରଣା ଖବର): ସ୍ଵାଧୀନତା ଦିବସ ଅବସରରେ ଜିଲ୍ଲା ପ୍ରଶାସନ ସହଯୋଗରେ ତଥା  ସାପ୍ତାହିକ ଖବରକାଗଜ 'ପ୍ରେରଣା' ଆୟୋଜନରେ ସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଷଷ୍ଠ ରୁ ଅଷ୍ଟମ ଶ୍ରେଣୀ, ନବମ ଓ ଦଶମ ଶ୍ରେଣୀ ଓ କଲେଜ ଛାତ୍ରଛାତ୍ରୀ ମାନଙ୍କୁ ନେଇ  ତିନୋଟି ବିଭାଗର ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ସ୍ଥାନୀୟ ପି. ପି. ଏକାଡ଼େମୀ ଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନର ଶତାଧିକ ଛାତ୍ରଛାତ୍ରୀ ଭାଗ ନେଇ ଥିଲେ l ପ୍ରେରଣାର ସମ୍ପାଦକ ରଘୁ ନନ୍ଦନ ସିଂହଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ପ୍ରତିଯୋଗିତାରେ ବିଚାରକ ଭାବରେ ପ୍ରବଚିକା ଏଲୋରା ମିଶ୍ର, ପ୍ରଫେସର ପ୍ରେମଚାନ୍ଦ ମହାନ୍ତି, ପି. ଏକାଡେମୀ ର ଶିକ୍ଷୟତ୍ରୀ  ଟ୍ୱିଙ୍କିଲ ସାହୁ, ଶ୍ରୀମତୀ ଆଶାଲତା ସେଠୀ ପ୍ରମୁଖ ମଞ୍ଚାସୀନ ରହିଥିଲେ l ବଲାଙ୍ଗିର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସରୋଜ ସାହୁ କୃତୀ ପ୍ରତିଯୋଗୀ ମାନଙ୍କ ନାମ ଘୋଷଣା କରିଥିଲେ l  ପି.ପି ଏକାଡେମୀର ପ୍ରଧାନ ଶିକ୍ଷକ ସିନୁ ସୁନ୍ଦର ପାଢୀ ଓ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବିଶେଷ ସହଯୋଗ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ l

ଆଜି ଦ୍ଵିତୀୟ ଦିନରେ ମଧ୍ଯ ସକାଳ ସାଢ଼େ ଦଶ ଟା ସମୟରେ ପ୍ରେରଣା ତରଫରୁ ସ୍କୁଲ ଓ କଲେଜସ୍ତରୀୟ ଇଂରାଜୀ ବକ୍ତୃତା ପ୍ରତିଯୋଗିତା ଆୟୋଜନ ହେବାକୁ ଯାଉଛି l ଏହି ପ୍ରତିଯୋଗିତାରେ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗ ଦେବାକୁ ଜିଲ୍ଲା ପ୍ରଶାସନ ଓ ପ୍ରେରଣା ତରଫରୁ ଅନୁରୋଧ କରାଯାଇଛି l ସମସ୍ତ କୃତୀ ପ୍ରତିଯୋଗୀଙ୍କୁ ଆସନ୍ତା ଅଗଷ୍ଟ 15 ତାରିଖ ତାରିଖ ଦିନ ସ୍ଥାନୀୟ ମନୋହରପୁର ପରେଡ୍ ପଡ଼ିଆରେ ଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସରେ ପୁରସ୍କୃତ କରାଯିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like