-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

ଦ୍ବିତୀୟ ସ୍ତ୍ରୀ ଆକ୍ରମଣ ରେ ପ୍ରଥମ ସ୍ତ୍ରୀ ମୃତ, ଦ୍ବିତୀୟ ସ୍ତ୍ରୀ ଓ ସ୍ବାମୀ ଥାନାରେ ଅଟକ

07-Aug-2024



(ଡୋଲେଶ୍ଵର ବାଗ)
ବୋଡ଼େନ ବ୍ଲକ ଦହନାପାଳୀ ଗ୍ରାମ ନିକଟସ୍ଥ ଜାମଗାଁ ରେଏକ ଅଭାବନି ୟ ଘଟଣା ଘଟିଛି।  ଉପରୋକ୍ତ ଗ୍ରାମର ହେରେମ୍ୱ ଜଗତ ଙ୍କ ଦୁଇ ଗୋଟି ସ୍ତ୍ରୀ ରହିଛନ୍ତି। ଗୋଟିଏ ଘରରେ ଦୁଇ ସ୍ତ୍ରୀ ଥିବା ବେଳେ ଉଭାୟଙ୍କ ମଧ୍ୟରେ ଗଣ୍ଡୋଗୋଳ ଲାଗି ରହିଥିଲା।ଦ୍ବିତୀୟ ସ୍ତ୍ରୀ ମାଧୁରୀ ଦେଇ, ପ୍ରଥମ ସ୍ତ୍ର ବାରୁଣୀ ଜଗତ ଙ୍କ ମୁଣ୍ଡ ଉପରକୁ ଏକ ଷ୍ଟିଲ ବାଳଟିନ  ଆକ୍ରମଣ  କରିଥିଲେ। ଏହି ଆକ୍ରମଣ ରେ ସେ ଲହୁଲୁହା ହୋଇଥିଲେ। ସାମାନ୍ୟ ଚିକିତ୍ସା କରି ଔଷଧ ସେବନ ପରେ ଘରରେ ରହିଯାଇଥିଲେ। ହଠାତ୍ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ରେ ସମସ୍ୟା ଦେଖାଯାଇ ତାଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା କୁ ନେଇ ବୋଡ଼େନ ଥାନା କେଶ ନମ୍ୱର୍  ୧୭୭/୦୫.୦୮.୨୦୨୪ ମାମଲା ରୁଜୁ ହୋଇ ଘଟଣାର ତଦନ୍ତ କରିଥିଲେ। ସନ୍ଧାନି କୁକୁର ଏବଂ ବୈଜ୍ଞାନିକ ଦଳ ଯାଇ ଘଟଣାର ତଦନ୍ତ  ପରେ ଦ୍ବିତୀୟ ସ୍ତ୍ରୀ ଓ ସ୍ବାମୀ ଥାନାରେ ଅଟକ ରଖିଥିବା ବେଳେ ହତ୍ୟା ଘଟଣା ସମ୍ପୃକ୍ତ ଥିବା ନେଇ ଖଡିଆଳ ଏସଡ଼ିପିଓ ଅଭିଷେକ ଅରୂପ ବେହେରା ପ୍ରକାଶ କରିଛନ୍ତି। ପ୍ରଥମ ସ୍ତ୍ରୀଙ୍କ ଏକ  ପୁଅ ଥିବା ବେଳେ ବର୍ତ୍ତମାନ ତାର ଜୀବନ ନିର୍ବାହ କରିବା ନେଇ ଅନେକ ସମସ୍ୟା ସୃଷ୍ଟି ହେବ ବୋଲି ସମ୍ପର୍କୀୟ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like