-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||     

HOME   ଜିଲ୍ଲା

ଗଣିଆ ଆଞ୍ଚଳିକ ସାମ୍ବାଦିକ ସଂଘର ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ

07-Aug-2024



ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ୍ ଅନ୍ତର୍ଗତ  ମହାନଦୀ ପବ୍ଲିକ ସ୍କୁଲ ପରିସରରେ ଅଦ୍ୟ ଗଣିଆ ଆଞ୍ଚଳିକ ସାମ୍ବାଦିକ ସଂଘର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସ୍ଥାୟୀ ସଭାପତି ଅଖିଳ ବିହାରୀ ପାଣିଗ୍ରାହୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ବୈଠକରେ କାର୍ଯ୍ୟକାରୀ ସଭାପତି ଦେବୀ ପ୍ରସାଦ ଦାଶ, ଉପସଭାପତି ସରୋଜ କୁମାର ଦାଶ, ସମ୍ପାଦକ ବ୍ରଜବନ୍ଧୁ ଦେହୁରୀ,ସହ ସମ୍ପାଦକ ପ୍ରିୟବ୍ରତ ଷଡ଼ଙ୍ଗୀ, କୋଷାଧ୍ୟକ୍ଷ ବିଜୟ ଲକ୍ଷ୍ମୀ ରାଉତ, ପଙ୍କଜ କୁମାର ସାହୁ,ବ୍ରଜ କିଶୋର ସାହୁ, ଅଜିତ କୁମାର ଦାଶ,ସୁବ୍ରତ ରାଉତ,କୁନାକାନ୍ତ ବେହେରା, ସଦାଶିବ ପାତ୍ର,ରମେଶ କୁମାର ମିଶ୍ର, ରଞ୍ଜନ କୁମାର ଦାଶ ପ୍ରମୁଖ ଉପସ୍ଥିତ ଥିଲେ । ସଭାପତି ସମସ୍ତଙ୍କୁ ସ୍ବାଗତ କରିବା ସହିତ ସଂଘ କିଭଳି ଆଗକୁ ଯିବ ସେ ସମ୍ପର୍କରେ ମତବ୍ୟକ୍ତ କରିଥିଲେ । ଉପସ୍ଥିତ ସମସ୍ତ ସାମ୍ବାଦିକ ନିଜ ନିଜର ମତ ପୋଷଣ କରିଥିଲେ । ଆଞ୍ଚଳିକ ସାମ୍ବାଦିକ

ସଂଘରେ ୨୨ ଜଣ ସଦସ୍ୟ ରହିଥିବାରୁ ସମସ୍ତେ ଖବରକୁ ଗୁରୁତ୍ବ ଦେବା ସହିତ ସୋସିଆଲ ଗ୍ରୁପ ରେ ଆକ୍ଟିଭ ରହିବାକୁ ସମ୍ପାଦକ ପରାମର୍ଶ ଦେଇଥିଲେ । ଖବରର ଗୁରୁତ୍ୱକୁ ଆଖି ଆଗରେ ରଖି ନିଛକ ତଥା ସତ୍ୟ ଖବର ପରିବେଷଣ କରିବାକୁ କାର୍ଯ୍ୟକାରୀ ସଭାପତି ସୂଚନା ପ୍ରଦାନ କରିଥିଲେ । ଆଞ୍ଚଳିକ ସାମ୍ବାଦିକ ସଂଘ ପଞ୍ଜିକୃତ ସଂଘ ହୋଇଥିବାରୁ କେବଳ ସାମ୍ବାଦିକତା ଭିତରେ ସୀମିତ ନରହି ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ କରିବାକୁ ପଙ୍କଜ କୁମାର ସାହୁ ଆହ୍ବାନ କରିଥିଲେ । ସମସ୍ତ ସଦସ୍ୟ ଏକତ୍ରିତ ହୋଇ ସଂଘକୁ ଆଗକୁ ନେବାକୁ ଚେଷ୍ଟା କରିବାକୁ କୋଷାଧ୍ୟକ୍ଷା ପ୍ରକାଶ କରିଥିଲେ । ସଂଘର ସମସ୍ତ ସଭ୍ୟ ସଭ୍ୟା ଆଲୋଚ୍ୟ ବିଷୟ ଉପରେ ଗୁରୁତ୍ବ ଦେଇଥିଲେ।ପରିଶେଷରେ ଉପସଭାପତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ । 

(ଗଣିଆରୁ ବିଜୟଲକ୍ଷ୍ମୀ ରାଉତଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026

You Might Also Like