-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||     

HOME   ଜିଲ୍ଲା

ରାମକୃଷ୍ଣ ମେହେର ସନ୍ଥ କବୀର ପୁରସ୍କାରରେ ସମ୍ମାନିତ 

08-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)- ଜାତୀୟ ହ୍ୟାଣ୍ଡଲୁମ ଦିବସ ଅବସରରେ ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନ ଠାରେ ଆୟୋଜିତ ଭବ୍ୟ ସମାରୋହରେ ମାନ୍ୟବର ଉପରାଷ୍ଟ୍ରପତି ଜଗଦୀପ ଧନକଡଙ୍କ ଠାରୁ ବରଗଡ଼ର ବାନ୍ଧ ଶିଳ୍ପୀ ରାମକୃଷ୍ଣ ମେହେର ମୂଳ ନିବାସୀ ସୋନପୁର ସନ୍ଥ କବୀର ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ରାମକୃଷ୍ଣ ଏହା ପୂର୍ବରୁ ୨୦୧୪ ରେ ରାଜ୍ୟସ୍ତରୀୟ ପୁରସ୍କାର,୨୦୧୫ ରେ ଜାତୀୟସ୍ତରରେ ପୁରସ୍କୃତ, ୨୦୧୬ ରେ ରାଷ୍ଟ୍ରୀୟ ଗୈାରବ ଏୱାର୍ଡରେ ସମ୍ମାନୀତ, ୨୦୧୮ ରେ ଏୱାର୍ଡ କ୍ରାପ୍ଟ କାଉନସିଲ ଏୱାର୍ଡ ସମେତ ଅନେକ ସ୍ଥାନରେ ପୁରସ୍କୃତ ସହ ସମ୍ମାନୀତ ହୋଇଛନ୍ତି । ଏହି ସମ୍ମାନ ଓଡ଼ିଶାର ପାରମ୍ପାରିକ ହସ୍ତତନ୍ତ ଶିଳ୍ପକୁ ଲୋକପ୍ରିୟତା କରିବା ସହ ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତକୁ ଆଗକୁ ଆଗେଇ ନେବ ବୋଲି ବୁଦ୍ଧିଜୀବୀ ମାନଙ୍କ ଠାରୁ ପ୍ରକାଶ। ଏଅବସରରେ ରାମକୃଷ୍ଣ ମେହେରଙ୍କ ପୁରସ୍କୃତ ଖବର ପ୍ରସାରିତ ହେବାପରେ ସାରା ବରଗଡ଼ ଜିଲ୍ଲା ସମେତ ସୋନପୁର ଜିଲ୍ଲାରେ ଉତ୍ସାହର ବାତାବରଣ ଖେଳିଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026

You Might Also Like