-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||     

HOME   ଜିଲ୍ଲା

ବଙ୍ଗୋମୁଣ୍ଡାରେ ପ୍ରଧାନମନ୍ତ୍ରୀ ଭାରତୀୟ ଜନ ଔଷଧି କେନ୍ଦ୍ରକୁ ଉଦଘାଟନ କଲେ କଣ୍ଟାବାଞ୍ଜି ବିଧାୟକ 

08-Aug-2024



ବଙ୍ଗୋମୁଣ୍ଡା(ପ୍ରେରଣାଖବର): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା- ଖଡ଼ିଆଳ ୫୯ ନମ୍ବର ଜାତୀୟ ରାଜପଥ ପାର୍ଶ୍ଵରେ ଥିବା ଚୁଲିଫୁଙ୍କା ଛକ ଠାରେ ଆଜି ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି କେନ୍ଦ୍ର ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଶ୍ରୀ ଗଣେଶଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯାଇ ନାଲି ଫିତା କାଟି  ଏହି କେନ୍ଦ୍ରକୁ ଶୁଭ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରର ପ୍ରତିଷ୍ଠାତା ଜହ୍ନିଫୁଲ ନାଗଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ସମ୍ମାନୀୟ ଅତିଥି ଭାବେ ଖଡ଼ିଆଳ ମୁଖ୍ୟ ଅଧିକ୍ଷଣ ଯନ୍ତ୍ରୀ ଇଂ ସୂର୍ଯ୍ୟନାରାୟଣ ପାଣିଗ୍ରାହୀ, ଅବସରପ୍ରାପ୍ତ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସିନିୟର ଫାର୍ମାସି ଅଫିସର ସୁଭେନ୍ଦ୍ର ନେପକ, ମୁରିବାହାଲ ବ୍ଲକ ଯୁବ ଯାଦବ ସଭାପତି ଗଙ୍ଗାଧର ହେର୍ଣ୍ଣା, ସାଂସଦଙ୍କ ବଙ୍ଗୋମୁଣ୍ଡା ବ୍ଲକ ପ୍ରତିନିଧି ଅନିଲ ନାଏକ, ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ତେଜୁରାମ ବାଗ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ବଙ୍ଗୋମୁଣ୍ଡା ବ୍ଲକରେ ଏହି କେନ୍ଦ୍ର ପ୍ରଥମ କରି ହେଉଥିବା ବେଳେ ଏଠାକାର ଲୋକ ମାନେ ସୁବିଧା ପାଇ ପାରିବେ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜେମାକାନ୍ତ ବାଗ, ଧନସିଂ ନାଗ, ବୁଲୁ ନାଗ, କୁନା ନାଗ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026

You Might Also Like