-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ରାମଗୋପାଲ ହିନ୍ଦୀ ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ ବିତର୍କ ପ୍ରତିଯୋଗିତା

08-Aug-2024



ବଲାଙ୍ଗିର (ପ୍ରେରଣା ଖବର): ରାମ ଗୋପାଳ ହିନ୍ଦୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ହିନ୍ଦୀ ବିତର୍କ ପ୍ରତିଯୋଗିତା ଆୟୋଜିତ ହୋଇଥିଲା ।  ଜିଲ୍ଲା ସଭାପତି ସନ୍ତୋଷ କୁମାର ଅଗ୍ରୱାଲ (ମୋଦୀ)ଙ୍କ ସହଯୋଗରେ ଆୟୋଜିତ ଏହି ପ୍ରତିଯୋଗିତାରେ ଛାତ୍ରମାନେ ହିନ୍ଦୀ ଭାଷା ମାଧ୍ୟମରେ “ଜୀବଜନ୍ତୁଙ୍କ ପାଇଁ ପରିବେଶର ସୁରକ୍ଷା ଆବଶ୍ୟକ” ଶୀର୍ଷକରେ ନିଜର ବିବୃତ୍ତି ଦେଇଛନ୍ତି।  ଏଥିରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀମତୀ ଗାୟତ୍ରୀ ସାହୁ ଅଧ୍ୟକ୍ଷତା କରିଥିଲେ ଏବଂ ବିଚାରକ ଭାବରେ ସାମ୍ବାଦିକ ପୱନ ଅଗ୍ରୱାଲ, ଜିଲ୍ଲା ଗ୍ରାହକ ସୁରକ୍ଷା ଫୋରମର ସଭାପତି ଗୋପବନ୍ଧୁ ଶତପଥୀ, ଜେ.ଏସ.ଏମ କଲେଜର ହିନ୍ଦୀ ବିଭାଗ ର ଶିକ୍ଷକ ସଦାଶିବ ସାହୁ  ଉପସ୍ଥିତ ଥିଲେ । ଏହି ମଞ୍ଚକୁ ହିନ୍ଦୀ ଶିକ୍ଷକ ସୁଶାନ୍ତ କୁମାର ନାୟକ ଏବଂ ଏହି ବିଦ୍ୟାଳୟର ଶିକ୍ଷକ ଶ୍ରୀମତୀ ଅଲକା ବେହେରା ପରିଚାଳନା କରିଥିଲେ ଏବଂ ଅନ୍ୟ ଛାତ୍ର ତଥା ଅନ୍ୟ କର୍ମଚାରୀମାନେ ସହଯୋଗ କରିଥିଲେ।  ଉକ୍ତ ପ୍ରତିଯୋଗିତାରେ ଓଡ଼ିଶା ଆଦର୍ଶ ବିଦ୍ୟାଲୟ  ବିଦ୍ୟାଳୟର ଛାତ୍ର ସୁପ୍ରୀତ କୁମାର ମିଶ୍ର ପ୍ରଥମ, ଲିଟିଲ ଫ୍ଲା୍ୱର ବିଦ୍ୟାଳୟର ଛାତ୍ରୀ  ଶ୍ରେୟଂଶୀ  ଜୈନ  ଦ୍ଵିତୀୟ ସ୍ଥାନ ଏବଂ ବିଶ୍ୱମା ବିଦ୍ୟା ମଣ୍ଡଳର ଛାତ୍ର ବିନ୍ଦିଆ ବେହେରା ତୃତୀୟ ସ୍ଥାନରେ ରହିଛନ୍ତି।

  ଶେଷରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଧନ୍ୟବାଦ ଅର୍ପଣ କରିଥିଲେ।ମନୋହରପୁର  ପ୍ୟାରେଡ ଗ୍ରାଉଣ୍ଡରେ ମୁଖ୍ୟ ଅତିଥିଙ୍କ ଦ୍ୱାରା  ସ୍ୱାଧୀନତା ଦିବସରେ ସମସ୍ତ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like