-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||      ଜିଲ୍ଳା କେମିଷ୍ଟ ଏବଂ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବନ୍ଦ ଡାକରା ପୁର୍ଣ ସଫଳ    (20-May-2026)       ||     

HOME   ଜିଲ୍ଲା

ଅନ୍ତର୍ଜାତିକ ଲାୟନ୍ସ କ୍ଲବ ପକ୍ଷରୁ ଛାତ୍ରଛାତ୍ରୀଙ୍କ ଚକ୍ଷୁ ଓ ଦନ୍ତ ପରୀକ୍ଷା କାର୍ଯ୍ୟକ୍ରମ

08-Aug-2024



ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଅନ୍ତର୍ଜାତିକ ଲାୟନ୍ସ କ୍ଲବ ପକ୍ଷରୁ ବ୍ରହ୍ମପୁର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ଗୋସାଇଁ ନୂଆଗାଁ ଠାରେ ବିଦ୍ୟାଳୟର ଛାତ୍ର ଓ ଛାତ୍ରୀଙ୍କ ଚକ୍ଷୁ ଓ ଦନ୍ତ ପରୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମଡର୍ଣ୍ଣ ଆଇ କେଆର ବ୍ରହ୍ମପୁର ଏବଂ ଶ୍ରୀ ଡେଣ୍ଟାଲ କେଆର  ବ୍ରହ୍ମପୁର ଏହି ସ୍ବାସ୍ଥ୍ୟ ପରିକ୍ଷା ଶିବିରରେ ଯଥାକ୍ରମେ ଛାତ୍ରଛାତ୍ରୀଙ୍କ ଚକ୍ଷୁ ଓ ଦନ୍ତ ପରିକ୍ଷା କରି ଆବଶ୍ୟକ ଡାକ୍ତରୀ ପରାମର୍ଶ ଦେଇଥିଲେ । ଲାୟନ୍ସ ଜିଲ୍ଲା 322C4 ତରଫରୁ ଲାୟନ୍ସ ଜିଲ୍ଲା ଗଭର୍ଣ୍ଣର ଲାୟନ ସରସ୍ଵତୀ ପାତ୍ର ଏହାର ଉଦ୍ଘାଟନ କରିଥିଲେ । ଲାୟନ୍ସ ଜିଲ୍ଲା ତରଫରୁ ମିନାକ୍ଷୀ ଦାସ, ମାୟା ସ୍ବାଇଁ, ସୁରେଶ ପାଢୀ ଓ ହରିହର ଦାସ(ପୂର୍ବତନ ଲାୟନ୍ସ ଜିଲ୍ଲା ଗଭର୍ଣ୍ଣର ଦ୍ବୟ), ପ୍ରଦୀପ ମଣ୍ଡଳ , ଧର୍ମା ରାଓ ଜଣଶମ୍ପର୍କ ଅଧିକାରୀ, ସୌମିକ ସାହୁ, ନବୀନ ସତପଥୀ, ଡ. ପୁଷ୍ପାଞ୍ଜଳୀ ପଢ଼ାଳ,ଡ. ବିନାୟକ ପଟ୍ଟନାୟକ, ଡ. ସନ୍ଧ୍ୟାରାଣୀ ଦାଶ, ଇଂ. ଲକ୍ଷ୍ମୀକାନ୍ତ ତ୍ରିପାଠୀ, ଆଇନଜୀବୀ  ବିଜୟ ଚନ୍ଦ୍ର ମିଶ୍ର, କୁମୁଦିନୀ ଚୌଧୁରୀ, ନମିତା ରାଉତ, ପ୍ରଫୁଲ୍ଲ କୁମାର ପଟ୍ଟନାୟକ, ସିମାଞ୍ଚଳ ପାତ୍ର ପ୍ରମୁଖ ଏହି ସ୍ବାସ୍ଥ୍ୟ ପରୀକ୍ଷା ଶିବିରର ପରିଚାଳନା କରି ଏହାକୁ ସଫଳ କରାଇଥିଲେ । 
ଏହି ଶିବିରର ଉଦ୍ଘାଟନ ସମୟରେ ସ୍କୁଲର ସଭାପତି ଶ୍ରୀଯୁକ୍ତ ଦାଶ, ସଂପାଦକ ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ପାତ୍ର ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026
  ରାଜ୍ୟ  
ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   20-May-2026

You Might Also Like