-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ଶୃଙ୍ଖଳିତ ମହିଳା ସମାଜ ଗଠନ ନିମନ୍ତେ ଜିଲାପାଳଙ୍କ ପରାମର୍ଶ

09-Aug-2024



ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲାପାଳଙ୍କ ସମ୍ମୀଳନୀ କକ୍ଷରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ପୌରହିତ୍ୟରେ ଏକ ସମୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ୱାନ୍ ଷ୍ଟପ୍ ସେଣ୍ଟର(ସକ୍ଷୀ) ଓ ଜାଗୃତି ଅନୁଷ୍ଠାନର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ସମୀକ୍ଷା ଅବସରରେ ଜିଲ୍ଲାର ପ୍ରତ୍ୟେକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ସମନ୍ୱିତ ଶିଶୁ ବିକାଶ କେନ୍ଦ୍ର, ପଞ୍ଚାୟତ ସମିତି କାର୍ଯ୍ୟାଳୟ ଓ ପୋଲିସ ଥାନା କାନ୍ଥରେ ଅନୁଷ୍ଠାନ ପକ୍ଷରୁ ସଚେତନତା ବାର୍ତ୍ତା ଲେଖି ତୃଣମୂଳ ସ୍ତରରେ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁଁ ଜିଲାପାଳ ପରାମର୍ଶ ଦେଇଥିଲେ। ସୂଚନା ଅନୁଯାୟୀ ଜଣାପଡିଛି ଯେ ଗତ ୫ ବର୍ଷ ମଧ୍ୟରେ ସକ୍ଷୀ କେନ୍ଦ୍ରରେ ୧୧୯୪ ଅଭିଯୋଗ ପଞ୍ଜିକରଣ ହୋଇଛି ଓ ବିଶେଷ କରି ଗତ ଆର୍ଥିକ ବର୍ଷରେ ୪୩୦ ଅଭିଯୋଗ ପଞ୍ଜିକରଣ ହୋଇଛି। ସେଥିରୁ ୭ ଅଭିଯୋଗର ନିଷ୍ପତ୍ତି ହୋଇନାହିଁ। ଏହି 'ସକ୍ଷୀ' କେନ୍ଦ୍ର ଯୋଗୁଁ ବହୁ ମହିଳା ନିଜ ଜୀବନରେ ପରିବର୍ତ୍ତନ ଓ ଶୃଙ୍ଖଳିତ ଜୀବନ ବିତାଉଥିବା ପ୍ରମାଣ ଉଲ୍ଲେଖ କରିଥିଲେ। ବିଶେଷ କରି ଆସନ୍ତା ଅଗଷ୍ଟ ୧୫ ତାରିଖରେ ଲାଲକିଲ୍ଲା ଆୟୋଜିତ ସ୍ବାଧୀନତା ଦିବସ ଉପଲକ୍ଷେ ଗଞ୍ଜାମ ୱାନ୍ ଷ୍ଟପ୍ ସେଣ୍ଟର ବା "ସକ୍ଷୀ" କେନ୍ଦ୍ର ନିମନ୍ତ୍ରିତ ହୋଇଥିବାରୁ ସଂସ୍ଥାର ସମସ୍ତ କର୍ମଚାରୀଙ୍କୁ ପ୍ରଶଂସା କରିଥିଲେ। ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ସ୍ଵାସ୍ଥ୍ୟ ଅଧିକାରୀଙ୍କ ପ୍ରତିନିଧି ଡଃ ଭାବା ମୋହନ ପଣ୍ଡା, କେନ୍ଦ୍ରୀୟ ପ୍ରଶାସିକା ମହେଶ୍ୱତା ପାଢୀ,  ଜିଲ୍ଲା ପଞ୍ଚାୟତ ଅଧିକାରୀ, ଗଞ୍ଜାମ ଏସ୍ ପି ଙ୍କ ପ୍ରତିନିଧି, ବ୍ରହ୍ମପୁର ଏସ୍ ପି ଙ୍କ ପ୍ରତିନିଧି ଅନୀତା ସାହୁ, ଜିଲ୍ଲା ଶିଶୁ ମଙ୍ଗଳ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ। ପ୍ରାରମ୍ଭରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସ୍ବାଗତ ଭାଷଣ ଦେଇଥିବା ବେଳେ ଆଇ ଏସ୍ ଆର ଡି ନିର୍ଦ୍ଦେଶକ ସୁଧୀର ସାବତ କାର୍ଯ୍ୟକ୍ରମ ବିଷୟରେ ସୂଚନା ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like