-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲାପାଳ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ନୂତନ ଜିଲ୍ଲାପାଳ

09-Aug-2024



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର,) ଡ଼ଃ ଶୁଭଙ୍କର ମହାପାତ୍ର  ,ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ନବରଙ୍ଗପୁର ଜିଲ୍ଲାପାଳ ଭାବେ  କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଡ଼ଃ ମହାପାତ୍ର ନବରଙ୍ଗପୁର ରେ ପହଞ୍ଚିବା ପରେ ନବରଙ୍ଗପୁର ର ଅଧିଷ୍ଠାତ୍ରୀ ଦେବୀ ମାଆ ଭଣ୍ଡାର ଘରଣୀ ଙ୍କ ଦର୍ଶନ ଆଶୀର୍ବାଦ ଭିକ୍ଷା କରିଥିଲେ। ଡ଼ଃ ମହାପାତ୍ର ଜିଲ୍ଲା କାର୍ଯ୍ୟାଳୟ ରେ ପହଞ୍ଚିବା ପରେ  ଅତିରିକ୍ତ ଜିଲ୍ଲାପାଳ ସାଧାରଣ ମହେଶ୍ଵର ଚନ୍ଦ୍ର ନାୟକ ଏବଂ ଅତିରିକ୍ତ ଜିଲ୍ଲାପାଳ ରାଜସ୍ଵ ନବୀନ ଚନ୍ଦ୍ର ନାୟକ, ବିରଞ୍ଚି ନାରାୟଣ ଦରବାନ, ନିର୍ବାହୀ ଅଧିକାରୀ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ  ଜିଲ୍ଲା ପରିଷଦ, ଉପ ଜିଲ୍ଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର, ଓଡିଶା ରାଜସ୍ୱ ଅମଲା ସଂଘର ରାଜ୍ୟ ସଭାପତି, ତ୍ରିପତି ବାଲାଜୀ ସାହୁ, ନବରଙ୍ଗପୁର ଜିଲ୍ଲା ସଭାପତି, ଆଶୁତୋଷ ମହାନ୍ତି,  ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।  ନୂତନ ଜିଲ୍ଲାପାଳ ଡଃ ମହାପାତ୍ର ଜିଲ୍ଲାର ସାମୁହିକ ବିକାଶ ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ଏହି  କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ ଡେପୁଟି ଜିଲ୍ଲାପାଳ ପି ମନସ୍ମିତା , ମନୋଜ କୁମାର ମହାନ୍ତି, ମଧୁମିତା ପାମିଲା କର, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଗୀତାଞ୍ଜଳି ବେହେରା,ଜରୁରୀକାଳୀନ ବିଭାଗ ର ଜିଲ୍ଲା ପ୍ରକଳ୍ପ ଅଧିକାରୀ  ହିମାଂଶୁ ଶେଖର ପଟନାୟକ, ସହାୟକ ଜିଲ୍ଲାପାଳ, ଅଶ୍ଵିନି କୁମାର ମାଝୀ, ହେମନ୍ତ କୁମାର ଶୌରା, ଜିଲ୍ଲା ସଂସ୍କୃତି ଅଧିକାରୀ  ଘାସିଆ ହରିଜନ, ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ ଜିଲ୍ଲା ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଅଧିକାରୀ,ବିଶ୍ୱ ରଞ୍ଜନ ଭୁକ୍ତା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ସୁଧାଂଶୁ ଶେଖର ପାତ୍ର,  ବିଭାଗୀୟ ଅଧିକାରୀ ରାମଚନ୍ଦ୍ର ରଘୁ ମଣ୍ଡଳ, ଜଗନ୍ନାଥ ମହାପାତ୍ର, ଉଲମ୍ଫl ଭତ୍ରା, ଜିତେନ୍ଦ୍ର ଚୌଧୁରୀ, ଜୋଛନା ଚୌଧୁରୀ, ସୁରେଶ ପଟନାୟକ, ସତ୍ୟ ନାରାୟଣ ସାହୁ, କବିତା ବ୍ରହ୍ମା, ସୀତାରାମ ବେହେରା, ନରେନ୍ଦ୍ର ସାହୁ, ରୀନା ରାଣୀ ପାତ୍ର,ବିଜୟ କୁମାର ସାହୁ, ମୀରା ପଣ୍ଡା, ଗୋବିନ୍ଦା ରାଓ, ସୁବାଷ ସାହୁ,  ସହିତ ଜିଲ୍ଲା ସ୍ତରୀୟ ସମସ୍ତ ଅଧିକାରୀ, ସମସ୍ତ ତହସିଲଦାର, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କ ସହ ଜିଲ୍ଲା କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like