-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଅପରାଧ

ନାକଟିଦେଉଳ ପୋଲିସକୁ ବଡ ସଫଳତା ଚରଡ଼ପଶୀ ରୁ ୧୨୦ କେଜି ୬୯୦ଗ୍ରାମ ଗଂଜେଇ ଜବତ, ୨ଗାଡି ସହ ୩ଗିରଫ

09-Aug-2024



ନାକଟିଦେଉଳ(କନ୍ଦର୍ପ ବେହେରା): ଆଜି ଅପରାହ୍ନ ରେ ନାକଟିଦେଉଳ ଥାନା ଚରଡ଼ପଶି ମଠ ନିକଟରୁ ୨ଟି ଗାଡ଼ିରୁ 129କେଜି 690ଗ୍ରାମ ଗଂଜେଇ ନାକଟିଦେଉଳ ପୋଲିସ ଜବତ କରିବାରେ ସଫଳ ହୋଇଛି । ଏଥିରେ ସମ୍ପୃକ୍ତି ଥିବା ତିନି ଜଣଙ୍କୁ ପୋଲିସ ଗିରଫ କରିବାରେ ସଫଳ ହୋଇଛି । ଗିରଫ ଅଭିଯୁକ୍ତ ମାନେ ହେଲେ କନ୍ଧମାଳ ଜିଲ୍ଲା ଖଜୁରୀପଡା ଥାନା ଦାଦପାଜୁ ଗ୍ରାମର ସୁଜିତ କୁମାର ବେହେରା, କନ୍ଧମାଳ ଜିଲ୍ଲା ଖଜୁରୀପଡା ଥାନା ନବଗୁଡା ଗ୍ରାମର ଶ୍ରୀକାନ୍ତ ବେହେରା ଓ ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ନୁଣୀବାହାଲ ଗ୍ରାମର ନିରାକାର ହାତୀ । ଏମାନଙ୍କ ନିକଟରୁ ଗୋଟେ ହୁଣ୍ଡାଇ କ୍ରେତା କାର (OD02Y4000 ) ଓ ସୁଇପଟ ଡିଜାର କାର( OD02CB 8856) ଏବଂ ୩ ଟି ମୋବାଇଲ ସେଟ ଜବତ କରିଛି ।
ପୋଲିସ କୌଣସି ସୂତ୍ରରୁ ଖବର ପାଇ 153 (B)ଜାତୀୟ ରାଜପଥ ରେଢ଼ାଖୋଲ ନାକଟିଦେଉଳ ରାସ୍ତା ର ଚରଡ଼ପସି ନିକଟସ୍ଥ ମଠ ନିକଟରେ ୨ ଟି ଗାଡିକୁ ଅଟକାଇ ଥିଲା । ଗାଡି ୨ ଟି କୁ ପୋଲିସ ଚେକିଙ୍ଗ କରିବାରୁ ଗାଡ଼ିରୁ ଗଂଜେଇ ବାହାରିଥିଲା ।ପୋଲିସ ଗଂଜେଇ କୁ ଜବତ କରିବାସହ ତିନି ଗଂଜେଇ ବେପାରୀକୁ ଗିରଫ କରିଥିଲା । ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ।ଏଇ ଚଢଉ ରେ ନାକଟିଦେଉଳ ଥାନା ର ଥାନା ଅଧିକାରୀ ଙ୍କ ସହ ଅନ୍ୟ କର୍ମଚାରୀ ମାନେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like