-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   (21-May-2026)       ||      ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||     

HOME   ଜିଲ୍ଲା

ଭୁକ୍ତା ଜନତା ହାଇସ୍କୁଲରେ ଦ୍ବିତୀୟ ଅଭିଭାବକ ଶିକ୍ଷକ/ ଶିକ୍ଷୟିତ୍ରୀ ବୈଠକ :*

11-Aug-2024



ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ଦ୍ବିତୀୟ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଅଭିଭାବକ ଏବଂ ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକ ବୈଠକର ଉଦ୍ଦେଶ୍ୟ ଜ୍ଞାପନ କରିବା ସହିତ ବିଦ୍ୟାଳୟର ଗଠନ ଓ ଉନ୍ନତି ମୂଳକ କାର୍ଯ୍ୟରେ ଯୋଡି ହେବା ପାଇଁ ସମସ୍ତଙ୍କୁ ଆହ୍ୱାନ କରିଥିଲେ। ବିଦ୍ୟାଳୟର ଶିକ୍ଷକ ସଞ୍ଜୟ ଖମାରୀ ଶିକ୍ଷକ ଜ୍ୟୋତିଶ୍ଚନ୍ଦ୍ର ପଧାନ, ଈଶ୍ୱର ପଧାନ ଏହି ବୈଠକରେ ଯୋଗ ଦେଇ ବିଦ୍ୟାଳୟରେ ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥା, ସାଇବର ସଚେତନତା, ସ୍ବଚ୍ଛତା ପକ୍ଷ, ସୁରଭି, ଇକୋ କ୍ଲବ, ବେଟି ବଚାଓ ବେଟି ପଢାଓ, ପରୀକ୍ଷା ଫଳାଫଳ ସମ୍ପର୍କରେ ଉପସ୍ଥାପନ କରିଥିଲେ। ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷ ସାନନ୍ଦ ଦେହେରୀଙ୍କ ସମେତ  ଶିକ୍ଷାର୍ଥୀଙ୍କ ଅଭିଭାବକ ଉପସ୍ଥିତ ରହି ସକ୍ରିୟ ଅଂଶ ଗ୍ରହଣ କରିବା ସହିତ ଗଠନ ମୂଳକ ମତାମତ ଦେଇଥିଲେ। ଶିକ୍ଷକ ତେଜରାମ ସା, ଆଶୁତୋଷ ଭୋଇ, ବୋଧରାମ ବିଶ୍ବାଳ,ଅଙ୍କିତ ମହନ୍ତ, ପଦ୍ମଲୋଚନ ବିଶି,ଶିକ୍ଷୟିତ୍ରୀ ସୌଦାମିନୀ ବାରିକ, ଅନୀତା ପଧାନ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଥଲେଟିକ ଏସୋସିଏସନ୍ ଝାରମୁଣ୍ଡା ର ୩୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ   21-May-2026
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026

You Might Also Like