-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ରାଧାରାଣୀ ପଟ୍ଟନାୟକ ଲିଖିତ ପିଲାଙ୍କ ସପନ କବିତା ସଙ୍କଳନ ଉନ୍ମୋଚିତ

12-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ) ବରଗଡ଼ ସ୍ଥିତ ରାଣା ପ୍ରତାପ ଉଚ୍ଚ ବିଦ୍ୟାଳୟ ଠାରେ ସୋମବାର ବିଶିଷ୍ଟ ଲେଖିକା ରାଧାରାଣୀ ପଟ୍ଟନାୟକ ଙ୍କ ଲିଖିତ ପିଲାଙ୍କ ସପନ ସପ୍ତମ କବିତା ସଙ୍କଳନ ଉନ୍ମୋଚିତ ହୋଇ ଯାଇଛି ।ଯୁଗୋପଯୋଗୀ ସୁବର୍ଣ୍ଣ ଦୀପ ଓ ଭାରତୀ ଶିଶୁ ସାହିତ୍ୟ ସଂସଦ ଆନୁକୁଲ୍ୟରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ସୁଦୀପ କୁମାର ରଥ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ସାହିତ୍ୟକ ମନୋରଞ୍ଜନ ମେହେର ଯୋଗ ଦେଇ ଜୀବନରେ ପ୍ରତିଯୋଗୀ ହେବାର ସପନ ନ ଦେଖି ସହଯୋଗୀ ହେବାର ସ୍ବପ୍ନ ଦେଖି ତାକୁ ସାକାର କରି ପାରିଲେ ଜୀବନ ଧନ୍ୟ ହୁଏ ବୋଲି ମତ ବ୍ୟକ୍ତ କରିଥିଲେ । ସମ୍ମାନୀତ ଅତିଥି ଭାବେ ସୁବର୍ଣ୍ଣ ଦୀପ ପତ୍ରିକା ର ସଂପାଦକ ପ୍ରଦୀପ୍ତ ଭାନୁ ମହାନ୍ତି,ଶିଶୁ ସାହିତ୍ୟ ସଂସଦର ସଭାନେତ୍ରୀ ରେଣୁକା ଭୋଇ ସମ୍ପାଦିକା ଛାତ୍ରୀ ଅଶ୍ଳେଷା ମହାନନ୍ଦ ଶ୍ରୀମତି ପଟ୍ଟନାୟକଙ୍କ କବିତା ସଙ୍କଳନ ପୁସ୍ତକରୁ କବିତା ଆବୃତ୍ତି କରିଥିଲେ ।ଏହି ଅବସରରେ ଭାରତୀ ଶିଶୁ ସାହିତ୍ୟ ସଂସଦ ତରଫରୁ ନିରବଚ୍ଛିନ୍ନ ସାରସ୍ଵତ ସାହିତ୍ୟ ସାଧନା ପାଇଁ ଲେଖିକା ରାଧାରାଣୀ ପଟ୍ଟନାୟକଙ୍କୁ କବି ଖଗେଶ୍ବର ସାହିତ୍ୟ ସ୍ମୃତି ସମ୍ମାନ ୨୦୨୪ ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମକୁ ସାହିତ୍ୟ ସଂସଦର ଉପଦେଷ୍ଟା ଗୋପବନ୍ଧୁ ପୁରୋହିତ ସଂଯୋଜନା କରିଥିବା ବେଳେ ଛାତ୍ରୀ ଶାଲିନୀ ସା ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like