-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ବାସ୍ଥ୍ୟ କର୍ମଚାରୀଙ୍କ ଜିଲ୍ଲା ବୈଠକ ।

12-Aug-2024



ନୂଆପଡ଼ା  (ରାମନାଥ ପଣ୍ଡା)
ନୁଆପଡା ଜିଲ୍ଲାର  ନୂଆପଡ଼ା ବ୍ଲକ ସ୍ଥିତ ଗୋଡଫୁଲା ପଞ୍ଚାୟତ ପ୍ରାଙ୍ଗଣରେ ଜିଲ୍ଲାର ଡ଼ାକ୍ତରଖାନା କର୍ମଚାରୀମାନଙ୍କୁ ନେଇ  ଜିତେନ୍ଦ୍ର ନାଥ ସାହୁଙ୍କ ନେତୃତ୍ବରେ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି।  ବୈଠକରେ ଜିଲ୍ଲା ନିର୍ମାଣ ଶ୍ରମିକ ସଂଘର ମୂଖ୍ୟ ଟୁଲୁ ବାଵୁ ଉପସ୍ଥିତ ରହି ଜିଲ୍ଲାର ଡାକ୍ତରଖାନାରେ କାର୍ଯ୍ୟରତ କର୍ମଚାରୀ ମାନଙ୍କ ସହିତ କଥାବାର୍ତ୍ତା କରି କର୍ମଚାରୀ ମାନଙ୍କୁ ସେମାନଙ୍କ ଅଧିକାର ଓ ସୁବିଧା ବିଷୟରେ ବୁଝାଇଥିଲେ ।  ବୈଠକରେ କର୍ମଚାରୀ ମାନଙ୍କର କିଛି ଅଭିଯୋଗ ଉପରେ ଆଲୋଚନା ହୋଇଥିଲା ।ଅଭିଯୋଗମାନ ହେଉଛି -   ନୂଆପଡ଼ା ଜିଲ୍ଲାର ଡାକ୍ତରଖାନା କର୍ମଚାରୀ ମାନଙ୍କୁ ଇ ପି ଏଫ୍ ଦିଆଯାଉନାହିଁ, ରାଜ୍ୟ ଜୀବନ ବୀମା କାର୍ଡ ପ୍ରଦାନ କରାଯାଇ ନାହିଁ,  ମାସିକ ଦରମା ମାସକୁ ମାସ ଦିଆଯାଉନାହିଁ, ଓଡ଼ିଶା ରାଜ୍ୟ ସରକାରଙ୍କର ଦୈନନ୍ଦିନ ମଜୁରୀ ହିସାବରେ  ଦରମା ଦିଆଯାଉନାହିଁ।ଉପରୋକ୍ତ ବିଷୟ ବିନ୍ଦୁ ଉପରେ ବୈଠକରେ ଆଲୋଚନା ହୋଇଥିଲା । ବୈଠକରେ ଉପସ୍ଥିତ କର୍ମଚାରୀ ମାନେ ସମସ୍ୟାର ସମାଧାନ ପାଇଁ ଏବଂ ନିଜର ଅଧିକାରକୁ ପ୍ରାପ୍ତ କରିବା ନିମିତ୍ତ ତଥା ସରକାରଙ୍କ ଆଗରେ ଉପସ୍ଥାପନ କରିବା ପାଇଁ  ସମସ୍ତଙ୍କ ନିଷ୍ପତି କ୍ରମେ ଗୋଟିଏ କର୍ମଚାରୀ ଆସୋସିଏସନ୍ କରିବାକୁ ପ୍ରସ୍ତାବ ଆଗତ କରିଥିଲେ । କର୍ମଚାରୀ ମାନଙ୍କର ପ୍ରସ୍ତାବ ହିସାବରେ "ଜିଲ୍ଲା ଡାକ୍ତରଖାନା କର୍ମଚାରୀ ଆସୋସିଏସନ୍" ସଂଘ ନାମ ରେ ସର୍ବ ସମ୍ମତିକ୍ରମେ  ନାମ କରଣ କରାଗଲା । ଏହି କର୍ମଚାରୀ ଆସୋସିଏସନ୍ ର ଜିଲ୍ଲା କମିଟି ଗଠନ କରି ପଂଜିକୃତ କରାଯିବା ପାଇଁ ସର୍ବ ସମ୍ମତିକ୍ରମେ ନିଷ୍ପତ୍ତି ଗ୍ରହଣ କରାଗଲା । ଏହି ସାଧାରଣ ବୈଠକରେ ନୂଆପଡ଼ା ଜିଲ୍ଲାର ୫ଟି ବ୍ଳକର କର୍ମଚାରୀ ମାନେ ଉପସ୍ଥିତ ରହି ଥିଲେ ।ଜିତେନ୍ଦ୍ର ସାହୁ, ନନ୍ଦ କିଶୋର ସାହୁ, ପଦ୍ମଲୋଚନ ଶବର, ନନ୍ଦ କୁମାର ଡୁଙ୍ଗରି, ଲଲିତ କୁମାର ମାଝୀ, କେଶବ ଦଳପତି, ଜିତେନ୍ଦ୍ର ନାଏକ, କୁଲଦୀପ ରାଉତ, ରତନଲାଲ ମାଝୀ, ମନରଂଜନ ବାରିକ, ମୋହର ରଣା, ଇନ୍ଦ୍ର ମାଝୀ ଓ ସମସ୍ତ କର୍ମଚାରୀ ଯୋଗଦେଇଥିଲେ । ଜିତେନ୍ଦ୍ର କୁମାର ସାହୁ ଓ ନନ୍ଦ କିଶୋର ସାହୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ ।ପରବର୍ତ୍ତୀ ବୈଠକରେ ନୂଆ ନିଷ୍ପତ୍ତି ଗ୍ରହଣ କରିବାର ସମ୍ଭାବନା ବେଶୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like