-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ଜିଲ୍ଲା

ମହିଳା ଓ ଯୁବତୀଙ୍କ ମୃତଦେହ ଉଦ୍ଧାର 

13-Aug-2024



କଣ୍ଟାମାଲ(ଜୟ କୁମାର ମହାରଣା) କଣ୍ଟାମାଲ ବ୍ଲକ ଘଣ୍ଟାପଡା ଥାନା ଅନ୍ତର୍ଗତ ଉମା ଗ୍ରାମରେ ଏକ ଅଭାବନୀୟ ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି l ଗୋଟିଏ ମହୁଲ ଗଛ ଡାଳରେ ଦୁଇ ଭିନ୍ନ ପରିବାରର ଯୁବତୀ ଓ ମହିଳା ଗୋଟିଏ ଶାଢ଼ୀରେ ବେକରେ ବାନ୍ଧି ଝୁଲି ପଡିଛନ୍ତି l ସୂଚନା ମୁତାବକ ସୋମବାର ଅପରାହ୍ନ ୩ ଟା ସମୟରେ ଗ୍ରାମର ସଞ୍ଜିତ ରଣାଙ୍କ ସ୍ତ୍ରୀ ରଞ୍ଜିତା ରଣା(୨୮) ଓ ଭିକାରି ରାଉତଙ୍କ ଝିଅ ଟିକି ରାଉତ(୧୭) ଶୌଚ ହେବାକୁ ଯାଉଛୁ କହି ଘରୁ ବାହାରି ଥିଲେ ଆଉ ଫେରି ନଥିଲେ l ସନ୍ଧ୍ୟା ହେବାରୁ ଉଭୟ ପରିବାର ସଦସ୍ୟ ମଧ୍ୟ ରାତ୍ରୀ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ହେଁ କୌଣସି ପ୍ରକାର ସନ୍ଧାନ ପାଇ ନଥିଲେ l ମଙ୍ଗଳବାର ସକାଳୁ ପ୍ରତିମାଳ ଗ୍ରାମ ନିକଟସ୍ଥ ଏକ ମହୁଲ ଗଛ ଡାଳରେ ବେକରେ ଶାଢ଼ୀ ବାନ୍ଧି ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲେ l ପୁଲିସକୁ ଖବର

ଦେବାରୁ ଘଟଣାସ୍ଥଳରେ ଘଣ୍ଟାପଡା ଓ କଣ୍ଟାମାଳ ପୁଲିସ ଏବଂ ବୌଦ୍ଧରୁ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ କରିବା ସହିତ ଶବ ଦ୍ବୟକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମନମୁଣ୍ଡା ଡାକ୍ତରଖାନାକୁ ପଠାଇଛନ୍ତି l ଏନେଇ ଘଣ୍ଟାପଡା ଥାନାରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି ବୋଲି ଥାନାଧିକାରୀ ମାଧବ ଚନ୍ଦ୍ର ଟାକ୍ରି ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like