-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||     

HOME   ଜିଲ୍ଲା

ଆଦର୍ଶ ଶିକ୍ଷକଙ୍କ ସ୍ମୃତିରେ ସ୍ମୃତି ସଭା ଓ ବୃକ୍ଷରୋପଣ

14-Aug-2024



 ଡେଲାଙ୍ଗ(ଦିଲୀପ କୁମାର ଖରଡିଆ)-ମଣିଷ  ମରିଗଲାପରେ ବି ତାଙ୍କର କୃତି ଓ କୀର୍ତ୍ତି ପାଇଁ ସବୁବେଳେ ଜନମାନସରେ ବଞ୍ଚିଥାନ୍ତି । ସେହିପରି ଜଣେ ମହତ୍ ମଣିଷ ଓ ଆଦର୍ଶ ଗୁରୁ ହେଉଛନ୍ତି ଘନିପୁର ଗ୍ରାମ ପଞ୍ଚାୟତ ଅଧୀନ ଗଡ଼ ବେଗୁନିଆପଡା ଗ୍ରାମର ରବୀନ୍ଦ୍ର ନାଥ ରାଉତରାୟ । ତାଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ  ଗଡବେଗୁନିଆପଡ଼ା ବାସଭବନ ଠାରେ ଶିକ୍ଷାବିତ ରମେଶ ଚନ୍ଦ୍ର ସ୍ଵାଇଁଙ୍କ ପୌରହିତ୍ୟରେ ଏକ ସ୍ମୃତି ଚାରଣ ସଭା ଅନୁଷ୍ଠିତ ହୋଇଥିଲା ବେଳେ ତାଙ୍କ ସମ୍ମାନାର୍ଥେ ଗଙ୍ଗପୁରପାଟଣା ରାଧାମୋହନ ଦେବ ଉଚ୍ଚ ବିଦ୍ୟାପୀଠ ପରିସରରେ ପ୍ରଧାନ ଶିକ୍ଷକ ସଞ୍ଜୟ କୁମାର ଦାଶଙ୍କ ତତ୍ତ୍ଵାବଧାନରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ସମ୍ପାଦିତ ହୋଇଯାଇଛି। ନିଜସ୍ବ ଗାଁ ଗଡ଼ ବେଗୁନିଆପଡାଠାରେ ଅନୁଷ୍ଠିତ ସ୍ମୃତି ଚାରଣ ସଭାରେ ଅବସରପ୍ରାପ୍ତ ଶିକ୍ଷକ ତଥା ସମାଜସେବୀ ନାରାୟଣ ପାତ୍ର, ଆର୍ତ୍ତତ୍ରାଣ ମହାନ୍ତି,ଭଗବାନ ମହାପାତ୍ର, ଚକ୍ରଧର ପ୍ରଧାନ, ଗୋପବନ୍ଧୁ ସାସମଲ, ଶରତ ସିଂ, ଶିକ୍ଷକ ଅଭିମନ୍ୟୁ ସିଂ,ଉମେଶ ସାହୁ, ଦେବରାଜ ପୃଷ୍ଟି, ଅକ୍ଷୟ ପଣ୍ଡା ଓ ଆଖପାଖ ଅଞ୍ଚଳର ପ୍ରାକ୍ତନ ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ  ଏବଂ ବୁଦ୍ଧିଜୀବୀ ମାନେ ଯୋଗ ଦେଇ ସ୍ଵର୍ଗତ ରାଉତରାୟଙ୍କ ଆଦର୍ଶ ଶିକ୍ଷାଦାନ, ପରୋପକାରିତା, ସାମାଜିକତା, ମେଳାପି ଗୁଣ, ସାଙ୍ଗଠନିକ ନୀତି, ସମାଜସେବା ସବୁଦିନ ପାଇଁ ଏମାଟି ଝୁରୁଥିବ ବୋଲି ତାଙ୍କ ଅମ୍ଳାନ ସ୍ମୃତିକୁ ବକ୍ତବ୍ୟରେ ବ୍ୟକ୍ତ କରି ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେହିପରି ତାଙ୍କ ସ୍ମୃତି ଉଦ୍ଦେଶ୍ୟରେ ରାଧାମୋହନ ଦେବ ଉଚ୍ଚ ବିଦ୍ୟାପୀଠରେ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଦାଶଙ୍କ ସହ ଲଡୁ କିଶୋର ସାମନ୍ତସିଂହାର,ପ୍ରଦୀପ୍ତ ସାହୁ, ଚକ୍ରଧର ସାହୁ ଓ ଅନ୍ୟ ଶିକ୍ଷକ, ଅବସରପ୍ରାପ୍ତ ଶିକ୍ଷକ ଓ ପରିବେଶପ୍ରେମୀମାନେ ଯୋଗଦେଇ ଥିଲେ। ପ୍ରକାଶ ଥାଉକି ଉକ୍ତ ବିଦ୍ୟାଳୟରେ ସ୍ଵର୍ଗତ ରାଉତରାୟ ଚାକିରି ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଶିକ୍ଷକତା କରି ସ୍ଥାନୀୟ ଅଞ୍ଚଳରେ ଅନେକ ମେଧାବୀ ଛାତ୍ର ଛାତ୍ରୀ ସୃଷ୍ଟି କରି ବେଶ୍ ସୁନାମ ଅର୍ଜନ କରିଥିଲେ। ସହଯୋଗ ଓ ଯୋଗଦାନ ପାଇଁ ସୁପୁତ୍ର ବିଜୟ କୁମାର ରାଉତରାୟ,ଅଜୟ କୁମାର ରାଉତରାୟ,ଭାଇ ରମେଶ ଚନ୍ଦ୍ର ହାତୀ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026

You Might Also Like